Month: March 2024

ପୁରୀରେ ପୁଣି ବୋମାମାଡ, ୪ କର୍ମଚାରୀ ଗୁରୁତର ଆହତ

ପୁରୀ : ପୁରୀରେ ପୁଣି ବୋମାମାଡ । ବାଲିଘାଟ ନିକଟ ଭୁଦାନ ଛକରେ ବୋମାମାଡ । ଏହି ବୋମାମାଡ ମାଡ଼ରେ ୪ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ସୂଚନା…

ବିଜେଡିକୁ ବିଜେପି କବଜା କରି ନେଇଛି : ଆମ ଆଦମୀ ପାର୍ଟି

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି। ବିଜେପି-ବିଜେଡି ମେଣ୍ଟ ହେବ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି । ଲୋକେ କହୁଛନ୍ତି ବିଜେଡିକୁ ବିଜେପି ଦଳ କବଜା କରି ନେଇଛି…

ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ , ଓଡ଼ିଶାରେ ମେ ୧୩, ୨୦, ୨୫ ଓ ଜୁନ ୧ରେ ଭୋଟ ଗ୍ରହଣ ; ଜୁନ ୪ରେ ଗଣତି

ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ସାରା ଦେଶରେ ମୋଟ ୭ଟି…

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି, ଜିଆଇଇଟି ପରି…

ମାଓ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କଳାହାଣ୍ଡି: ମାଓ କ୍ୟାମ୍ପ ଉପରେ ପୋଲିସର ଚଢ଼ାଉ । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ । ସଦର ଥାନା ଅନ୍ତର୍ଗତ ମନସ୍କା ଗାଁ ନିକଟରେ ଥିବା ଗୁଣ୍ଡୁରୀ ସଂରକ୍ଷିତ ଜଙ୍ଗଲ ଏବଂ ଯୁଗସାଇପାଟଣା ରେ ମାଓ ଗତିବିଧି ଥିବା ସୂଚନା…

ନିର୍ଦ୍ଧାରିତ ସମୟରେ ବାହାରିବ ମାଟ୍ରିକ ରେଜଲ୍ଟ

କଟକା: ଚଳିତ ବର୍ଷ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ନିର୍ବାଚନ କାମ ଏଥିରେ ସାମାନ୍ୟ ପ୍ରତିବନ୍ଧକ ସୃଷ୍ଟି କରୁଥିଲେ ବି ମାଟ୍ରିକ ରେଜଲ୍ଟ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀ…

ପଞ୍ଚମ ପାଳିର ଶେଷ କ୍ୟାବିନେଟ, ୧୪ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ଵର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ଶେଷ କ୍ୟାବିନେଟ । କ୍ୟାବିନେଟରେ ମୋଟ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ…

ୱେବ ସିରିଜ ଦେଖି ରଚିଥିଲା ହତ୍ୟା ଷଡଯନ୍ତ୍ର

ରାୟପୁର: ଛତିଶଗଡର ରାୟପୁରରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଆମାସିଭାନ୍ନି ପୁଲିସ୍ କଲୋନୀରେ ଜଣେ ପୁଲିସ କର୍ମଚାରୀଙ୍କ ପତ୍ନୀ ଜଲି ସିଂଙ୍କୁ କଇଁଚି ସାହାଯ୍ୟରେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ତାଙ୍କ ପ୍ରେମିକ ଜୟ ସିଂଙ୍କ ଦ୍ୱାରା କରାଯାଇଥିଲା। ବାସ୍ତବରେ,…

ନିର୍ବାଚନ ବଣ୍ଡକୁ ନେଇ ମୋଦୀ ସରକାରଙ୍କ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ: ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ବ୍ୟକ୍ତି ଓ ସଂସ୍ଥାଗୁଡ଼ିକ ନିର୍ବାଚନୀ ବଣ୍ଡ୍‌ ଜରିଆରେ ପ୍ରଦାନ କରିଥିବା ଚାନ୍ଦାର ତଥ୍ୟକୁ ନିର୍ବାଚନ କମିସନ ତାଙ୍କ ୱେବସାଇଟ୍‌ରେ ସାର୍ବଜନୀନ କରିଥିଲେ । ଦୁଇଟି ଫାଇଲ୍‌ରେ ଏହି ତଥ୍ୟକୁ କମିସନ ତାଙ୍କ ୱେବସାଇଟ୍‌ରେ ରଖିଛନ୍ତି। ଏକ…

ବଦଳିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋରର ନାଁ!

ବାଙ୍ଗାଲୋର : ଆଉ ଗୋଟିଏ ସପ୍ତାହ ପରେ ଆଇପିଏଲର ୨୦୨୪ ସଂସ୍କରଣ ଆରମ୍ଭ ହେବ। ଏହି ସଂସ୍କରଣରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର(ଆରସିବି) ନୂଆ ନାଁରେ ଖେଳିପାରେ। ପ୍ରାଞ୍ଚାଇଜ ପକ୍ଷରୁ ଗୋଟିଏ ପ୍ରମୋସନାଲ ଭିଡିଓ ସୋଶାଲ ମିଡିଆରେ ପୋଷ୍ଟ କରାଯାଇଛି। ଏଥିରୁ ସଙ୍କେତ…