୨୦% କର୍ମଚାରୀଙ୍କୁ ଛଟେଇ କରିବ ପେଟିଏମ୍
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ପେଟିଏମ୍ ପେମେଣ୍ଟବ୍ୟାଙ୍କ ଉପରେ କଟକଣା ଜାରି କରିବା ପରେ ଏହି କମ୍ପାନି ପାଇଁ ସମୟ ଏବେ ଭଲ ନାହିଁ । ରିଜର୍ଭବ୍ୟାଙ୍କର ଏହି କଟକଣା ମାର୍ଚ୍ଚ ୧୫ରୁ ସଂପୂର୍ଣ୍ଣ ଭାବେ ଲାଗୁ ହେବ । ଏହାର…
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ପେଟିଏମ୍ ପେମେଣ୍ଟବ୍ୟାଙ୍କ ଉପରେ କଟକଣା ଜାରି କରିବା ପରେ ଏହି କମ୍ପାନି ପାଇଁ ସମୟ ଏବେ ଭଲ ନାହିଁ । ରିଜର୍ଭବ୍ୟାଙ୍କର ଏହି କଟକଣା ମାର୍ଚ୍ଚ ୧୫ରୁ ସଂପୂର୍ଣ୍ଣ ଭାବେ ଲାଗୁ ହେବ । ଏହାର…
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଉଛନ୍ତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଦଳଗୁଡ଼ିକ ବିଭିନ୍ନ ପ୍ରତିଶ୍ରୁତି ଦେଉଛନ୍ତି। ଏହି କ୍ରମରେ କଂଗ୍ରେସ କୃଷକମାନଙ୍କୁ ୫ଟି ଗ୍ୟାରେଣ୍ଟି ଦେଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ନିଜ…
ନୂଆଦିଲ୍ଲୀ : ଖାଲି ପଡିଥିବା ନିର୍ବାଚନ କମିଶନରଙ୍କ ପଦବୀ ପାଇଁ ଦୁଇ ଜଣଙ୍କୁ ଚୟନ କରାଯାଇଛି। ପୂର୍ବତନ ଆଇଏଏସ୍ ଅଫିସର୍ ଜ୍ଞାନେସ କୁମାର ଓ ସୁଖବୀର ସାନ୍ଧୁଙ୍କ ନାଁରେ ମୋହର ବାଜିଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ପାନେଲ ବୈଠକରେ ଏହି ଦୁଇ…
ନୂଆଦିଲ୍ଲୀ : ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧୀଙ୍କ ଆକ୍ଷେପ ମଧ୍ୟରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ କହିଛନ୍ତି, ଶରଣାର୍ଥୀଙ୍କୁ ନ୍ୟାୟ ଦେବା ସିଏଏର ମୁଖ୍ୟ ଉଦ୍ଦେଶ୍ୟ। ଏହାକୁ କେବେ ହେଲେ ପ୍ରତ୍ୟାହାର କରାଯିବ ନାହିଁ।…
ନୂଆଦିଲ୍ଲୀ : ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେବେ ନିର୍ବାଚନ ଆୟୁକ୍ତ। ଖାଲି ପଡ଼ିଥିବା ୨ ନିର୍ବାଚନ କମିଶନର ପଦବୀରେ ଏମାନଙ୍କୁ ନିଯୁକ୍ତି ମିଳିବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସରକାରୀ ସ୍ତରରେ…
ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧…
ଆନନ୍ଦପୁର : ୨ ବାଇକ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ । ଘଟଣା ସ୍ଥଳରେ ଜଣକର ମୃତ୍ୟୁ, ୩ ଗୁରୁତର । ଘସିପୁରା ଥାନା ଜାତୀୟ ରାଜପଥ ୨୦ ର ଶାଳପଡା ନିକଟ କନକମଞ୍ଜରୀ ମହିଳା ମହାବିଦ୍ୟାଳୟ ନିକଟରେ ମର୍ମନ୍ତୁଦ…
ଭୁବନେଶ୍ବର: କନିଷ୍ଠ ଶିକ୍ଷକଙ୍କୁ (Junior Teacher)ଙ୍କ ବଢ଼ିଲା ଦରମା । ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ ପାଇବେ । ଜାନୁଆରୀ ମାସରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତି ନେଇଛନ୍ତି ସରକାର । ରାଜ୍ୟରେ ଥିବା ପ୍ରାଥମିକ…
ଭୁବନେଶ୍ୱର : ତ୍ରିକୋଣୀୟ ପ୍ରେମ ପାଇଁ ଅପହରଣ । ଝିଅର ଭାଇ ସହ ମିଶି ଦ୍ୱିତୀୟ ପ୍ରେମିକକୁ ଅପହରଣ କରିଥିଲେ ପ୍ରଥମ ପ୍ରେମିକ । ଭୁବନେଶ୍ବର ପୁରୁଣା ପାସପୋର୍ଟ ଅଫିସ ସାମ୍ନାରୁ ଅପହରଣ କରାଯାଇଥିବା ବେଳେ ପୁରୀରୁ ତାଙ୍କୁ ଉଦ୍ଧାର କରିଛି…
ମହାରାଷ୍ଟ୍ରରେ ସହଯୋଗୀ ଦଳଗୁଡ଼ିକ ସହ ମାରାଥନ ବୈଠକ କରିବା ପରେ ବିଜେପି ସିଟ ଶେୟାରିଂ ଫର୍ମୁଲାକୁ ଚୂଡ଼ାନ୍ତ କରିଛି। ବିଜେପି, ଏକନାଥ ସିନ୍ଦେଙ୍କ ଶିବସେନା ଓ ଅଜିତ ପାୱାରଙ୍କ ଏନସିପିକୁ ନେଇ ଗଠିତ ମାହାୟୁତି ମେଣ୍ଟ ଏକାଠି ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ…