Month: March 2024

ଟେଷ୍ଟ ଖେଳାଳୀଙ୍କ ଉପରେ ଧନବର୍ଷା କଲା ବିସିସିଆଇ

କୋଲକାତା: ଟିମ୍ ଇଣ୍ଡିଆ ୧୧୨ ବର୍ଷ ପରେ ଧର୍ମଶାଳା ଟେଷ୍ଟରେ ଇଂଲଣ୍ଡର ରେକର୍ଡ ଭାଙ୍ଗିଛି। ହିମାଚଳପ୍ରଦେଶର ଧର୍ମଶାଳାରେ ଚାଲିଥିବା ପଞ୍ଚମ ଟେଷ୍ଟରେ ଭାରତ ଇଂଲଣ୍ଡକୁ ଗୋଟିଏ ଇନିଂସ ଏବଂ ୬୪ ରନରେ ଇଂଲଣ୍ଡକୁ ପରାଜିତ କରିଛି। ଟିମ୍ ଇଣ୍ଡିଆ ସିରିଜକୁ ୪-୧ରେ…

ଉତ୍ତରପୂର୍ବ ଭାରତରେ ୫୫ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କଲେ ମୋଦୀ

ଗୌହାଟୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପୂର୍ବ ଭାରତରେ ପ୍ରାୟ ୫୫ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି | ମୋଦୀ ପୂର୍ବାହ୍ନ ସାଢ଼େ ୧୦ଟାରେ ଅରୁଣାଚଳପ୍ରଦେଶର ଇଟାନଗରରେ ‘ବିକଶିତ ଭାରତ ବିକଶିତ ଉତ୍ତର ପୂର୍ବ’…

ଆଜି ପ୍ରଭୁ ରାମଚନ୍ଦ୍ର ଥିଲେ ଏମାନେ ତାଙ୍କ ଘରେ ବି ଇଡ଼ିକୁ ପୁରାଇଦେଇଥାନ୍ତେ: କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବଜେଟ୍ ଉପରେ ନିଜର ମତ ରଖି କହିଛନ୍ତି, ଯେ ‘ଆଜି ଯେତେବେଳେ ଆମେ ବଜେଟ୍ ବିଷୟରେ ଆଲୋଚନା କରୁଛୁ, ସେତେବେଳେ ଆମେ ମନୀଷ ସିସୋଡିଆ ଜୀଙ୍କୁ ମନେ ପକାଉଛୁ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ବର: ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ । ଏକାମ୍ରକ୍ଷେତ୍ର ଶିବ ପଞ୍ଚାକ୍ଷରୀ ମନ୍ତ୍ରରେ କଂପିଛି। ମନ୍ଦିର ବେଢ଼ାରେ ଓ ବାହାରେ ହଜାର ହଜାର ଶ୍ରଦ୍ଧାଳୁ ଉଜାଗର ରହି ଜାଗର ଜାଳିଛନ୍ତି। ଓଁ ନମଃ ଶିବାୟ…, ହରହର ମହାଦେବ…,…

ମେଣ୍ଟ ବିଷୟରେ ଦିଲ୍ଲୀରେ କିଛି ଆଲୋଚନା ହୋଇ ନାହିଁ : ମନମୋହନ ସାମଲ

ଭୁବନେଶ୍ବର: ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ବିଜେଡି ଓ ବିଜେପି ମଧ୍ୟରେ ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ରାଜ୍ୟ ବିଜେପି ସଭାପତି ମନ‌ମୋହନ ସାମଲ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ନୂଆଦିଲ୍ଲୀରୁ ଫେରିଲା ପରେ…

ଶିବ ଦର୍ଶନ ହେଲା ଶେଷ ଦର୍ଶନ, ପାହାଡରୁ ଖସି ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ରାୟଗଡା: ଦେବଦେବ ମହାଦେବ ଶିବ ଶଙ୍କରଙ୍କ ମହାଜାଗର ଉପଲକ୍ଷେ ଚଳଚଞ୍ଚଳ ରାୟଗଡା ଜିଲ୍ଲାର ବିଭିନ୍ନ ଶୈବ ପୀଠ । ଶ୍ରଦ୍ଧା, ଭକ୍ତି ଓ ବିଶ୍ବାସ ରେ ଜିଲ୍ଲା ବ୍ୟାପି ଶିବମନ୍ଦିର ମାନଙ୍କରେ ଭକ୍ତ ଙ୍କ ପ୍ରବଳ ସମାଗମ ହେଉଛି । ତେବେ…

ପୁଣି ଜଣେ ଆର୍ମି ଅଫିସରଙ୍କୁ ଘରୁ ଉଠାଇ ନେଲେ

ଆଦିବାସୀ ଓ ଅଣ ଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇପଡ଼ିଥିବା ମଣିପୁରରେ ପୁଣି ଜଣେ ଆର୍ମି ଅଫିସରଙ୍କୁ ତାଙ୍କୁ ଘରୁ ଅପହରଣ କରାଯାଇଛି। ୪ର୍ଥ ଥର ପାଇଁ ରାଜ୍ୟରେ ଏପରି ଘଟଣା ଘଟିଛି। ଗତବର୍ଷ ମେ’ ମାସରେ ଆଦିବାସୀ ଓ ଅଣ…

ବିଜେଡିରୁ ଇସ୍ତଫା ଦେଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ବାଲେଶ୍ବର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବାଲେଶ୍ୱର ଜିଲ୍ଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ଆଜି ଅପରାହ୍ନ ୪ଟା ବେଳେ ବାଲେଶ୍ୱର ସହର ଉପକଣ୍ଠ ସରସ୍ୱତୀପୁରସ୍ଥିତ ହେରିଟେଜ କଲ୍ୟାଣମଣ୍ଡପରେ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ସୁଦର୍ଶନ…

ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର

ରାଉରକେଲା: ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର। ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଯାଇଛି। ସୂଚନା ଅନୁଯାୟୀ, ଝାରଖଣ୍ଡରୁ ବରଯାତ୍ରୀ ଦଳ ଲାଠିକଟା ଥାନାର ଅଟାଘାଟ ଅଞ୍ଚଳକୁ ଆସୁଥିଲେ। ଭାରସାମ୍ୟ ହରାଇ ଗାଡ଼ିଟି ମୁଣ୍ଡାଜୋର ନିକଟରେ…

ଅଫିମ ଚାଲାଣ ବେଳେ ଦୁଇ ଗିରଫ, ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ

ଭୁବନେଶ୍ବର: ବେଆଇନ ଅଫିମ ଚାଲାଣ ବେଳେ କାବୁ କଲା ଏସଟିଏଫ । ରାଉରକେଲା ପାନପୋଷରେ ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ କରିବା ସହିତ ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିଛି ଏସଟିଏଫ୍ । ଗିରଫ ଅଭଯୁକ୍ତ…