ପ୍ରସାଦଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ବର : ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ୱ ଦେଇଛି ଏଆଇସିସି। ତାଙ୍କୁ ରାଜ୍ୟ କଂଗ୍ରେସୀ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରସାଦ ହରିଚନ୍ଦନ…
ଭୁବନେଶ୍ବର : ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ୱ ଦେଇଛି ଏଆଇସିସି। ତାଙ୍କୁ ରାଜ୍ୟ କଂଗ୍ରେସୀ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରସାଦ ହରିଚନ୍ଦନ…
ଭଦ୍ରକ: ଜିଲ୍ଲାରେ ସରକାରୀ ମେଡିକାଲ କଲେଜ ଓ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ଗୁରୁବାର ଭଦ୍ରକ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦିଆଯାଇଥିଲା। ଧାରଣା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭଦ୍ରକର ସର୍ବୋଦୟ ମଣ୍ଡଳର ସଭାପତି ଅମର କୁମାର…
ଭୁବନେଶ୍ବର: ରାଜ୍ୟରେ ବଢୁଥିବା ତାତି ଭିତରେ ଗୁରୁବାର ଅଦିନିଆ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଦେଇଛି। ଭୁବନେଶ୍ୱରର କେତେକ ସ୍ଥାନରେ ଆଜି ସନ୍ଧ୍ୟାରେ ହାଲୁକା ବର୍ଷା ହୋଇଛି। ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆଉ କେତେକ ସ୍ଥାନରେ ବର୍ଷା ହୋଇନଥିଲେ…
୧୯୯୨ ବ୍ୟାଚ୍ର ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ…
ଭୁବନେଶ୍ବର : ରାଜ୍ୟରେ ୮୦,୧୨୫.୮୦କୋଟି ଟଙ୍କାର ୭ଟି ବୃହତ୍ ପ୍ରକଳ୍ପକୁ ଆଜି ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(ଏଚଏଲସିଏ)ଙ୍କ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ଅଧିକ ୨୪୫୫୨ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ । ଗ୍ରୀନ୍ ଏନର୍ଜି, ଫାର୍ମାସ୍ୟୁଟିକାଲ, କେମିକାଲ ଓ ଇସ୍ପାତ…
ମାଲକାନଗିରି: ଆନ୍ଧ୍ର ଓଡ଼ିଶା ସୀମା ସ୍ବତନ୍ତ୍ର ଜୋନାଲ କମିଟି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତାକାଲି (୨୦୨୪ ମାର୍ଚ୍ଚ ୮) ମହିଳା ଦିବସ ପାଳନ ନେଇ ଏହି ପ୍ରେସ ବିଜ୍ଞପ୍ତିରେ ମାଓ ସଂଗଠନ ପକ୍ଷରୁ ଆହ୍ବାନ କରାଯାଇଛି। ଆନ୍ଧ୍ର-ଓଡ଼ିଶା ସୀମାନ୍ତ…
ଭୁବନେଶ୍ବର: ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାର ମହିଳାମାନେ ବହୁତ ଉପରକୁ ଉଠି ପାରିଛନ୍ତି। ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ…
ଭୁବନେଶ୍ୱର: ଆଗାମୀ ଲୋକସଭା ଓ ବିଧାନସଭା ପାଇଁ ନିର୍ବାଚନ ପରିଚାଳନା ନେଇ ପୁଲିସ ସେବା ଭବନରେ ଗୁରୁବାର କମିସନରେଟ୍ ପୁଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ପୁଲିସ କମିସନର ସଞ୍ଜୀବ ପଣ୍ଡା, ଅତିରିକ୍ତ ପୁଲିସ କମିସନର ଅବିନାଶ କୁମାର,…
ଭୁବନେଶ୍ବର : ଦୀର୍ଘ ୧୫ବର୍ଷ ପରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟକୁ ଫେରିବ ବିଜେଡି । ଗତକାଲି ଦୁଇଦଳ ଭିନ୍ନ ଭିନ୍ନ ବୈଠକ କରି ଦଳୀୟ ନେତାମାନଙ୍କୁ ସମ୍ଭାବ୍ୟ ମେଂଟ ସମ୍ପର୍କରେ ଆନୁଷ୍ଠାନିକ ଭାବେ ଅବଗତ କରିବା ପରେ ଆଜି ଏହି…
ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ନିମିନା ପଞ୍ଚାୟତ ସାନ ବରଗାଁ ଗ୍ରାମ ବାଲିହତାରେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ଘରର ଗୋଟିଏ କୋଠରିରୁ ମା’-ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।…