Month: March 2024

ଯୁବକଙ୍କୁ ଅପହରଣ କରି ମୁହଁରେ ପରିସ୍ରା କଲେ, ନିର୍ଧୁମ ପିଟିଲେ

ଯୁବକଙ୍କୁ ପ୍ରଥମେ ଅପହରଣ କଲେ। ଏହାପରେ ତାଙ୍କୁ ବରଫ ଉପରେ ଶୁଆଇ ନିର୍ଧୁମ ପିଟିଲେ। କେବଳ ସେତିକି ନୁହେଁ ତାଙ୍କ ମୁହଁରେ ପରିସ୍ରା ମଧ୍ୟ କଲେ ଦୁର୍ବୃତ୍ତ। ଏଭଳି କିଛି ଘଟଣା ସାମ୍ନାକୁ ଆସିଛି ମଧ୍ୟ ପ୍ରଦେଶର ଶିବପୁରୀ ଅଞ୍ଚଳରୁ। ଶିବପୁରୀର…

ଜାହାଜରୁ ଭାରତ ପାରମାଣବିକ ସାମଗ୍ରୀ ଜବତ କରିବା ପରେ ପାକିସ୍ତାନର ବିବୃତି

ନୂଆଦିଲ୍ଲୀ: କରାଚୀ ଅଭିମୁଖେ ଯାଉଥିବା ଯେଉଁ ଜାହାଜକୁ ମୁମ୍ବାଇରେ ଭାରତୀୟ ଏଜେନ୍‌ସିମାନେ ଜବତ କରିଛନ୍ତି ତାହା ପାରମାଣବିକ କାର୍ଯ୍ୟକ୍ରମ ପାଇଁ ମେସିନ୍‌ ନୁହେଁ ବ୍ୟାବସାୟିକ ସାମଗ୍ରୀ ନେଇ ଯାଉଥିଲା ବୋଲି ଆଜି ପାକିସ୍ତାନ କହିଛି। ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ କହିଛି ଯେ,…

ଟଳମଳ ହିମାଚଳ ସରକାର, ବୈଠକ ମଝିରୁ ରାଗି ଉଠିଗଲେ ଶିକ୍ଷାମନ୍ତ୍ରୀ

ଟଳମଳ ହିମାଚଳ ପ୍ରଦେଶ ସରକାର। ଏଠାକାର କଂଗ୍ରେସ ସରକାରଙ୍କ ଉପରୁ ସଙ୍କଟ ଟଳିନଥିବା ମନେ ହେଉଛି। ଦିନକୁ ଦିନ ଏଠି ବଢ଼ୁଛି ବିଦ୍ରୋହୀଙ୍କ ସଂଖ୍ୟା। ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ ଏଠାରେ ସବୁକିଛି ଠିକ୍ ଥିବା ଦାବି କରୁଥିଲେ ମଧ୍ୟ କିଛି…

ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫର୍ମେସନ୍ ହେବ: ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବ ପୁଣି ବିଜେଡିକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ,‘‘ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫମର୍ମେସନ୍ ହେବ । ମୋଦିଙ୍କ ନେତୃତ୍ୱରେ ସାରା ଦେଶରେ ଟ୍ରାନ୍ସଫର୍ମେସନ୍ ହେଉଛି । ଓଡ଼ିଶାରେ ବି ଟ୍ରାନ୍ସଫର୍ମେସନ୍ ହେବ ।…

ମଙ୍ଗୁଳି ଟୋଲ ପ୍ଲାଜା ନିକଟରେ ୩୫୧ ବିରଳ କଇଁଛ ଜବତ

ଭୁବନେଶ୍ୱର: ୩୫୧ ବିରଳ କଇଁଛ ଜବତ । କଇଁଛ ଚୋରା ଚାଲାଣ ବେଳେ ମାଡି ବସିଲା DRI । ପଶ୍ଚିମବଙ୍ଗରୁ କର୍ଣ୍ଣାଟକକୁ କଇଁଛ ଚୋରା ଚାଲାଣ କରାଯାଉଥିବା ବେଳେ ମଙ୍ଗୁଳି ଟୋଲ ପ୍ଲାଜା ନିକଟରେ ଏସବୁ ଜବତ କରାଯାଇଛି । ଟାଟା…

ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର: ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି । ବିଜେପିରେ ସାମିଲ ହେଲା ପରେ ଅରବିନ୍ଦ ଢ଼ାଲି କହିଛନ୍ତି,‘‘ବିଜେପି ଓଡ଼ିଶାରେ…

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଭୁବନେଶ୍ବର ଏୟାରପୋର୍ଟରୁ ଚଣ୍ଡୀଖୋଲ ଯାଏ ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ୱର: ଦିନକ ପରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରେ ମୋଦି। ଚଣ୍ଡିଖୋଲରେ ସରକାରୀ କାର୍ଯ୍ୟକ୍ରମ ଓ ସାଧାରଣ ସଭାରେ ଯୋଗଦେବେ । ଭୁବନେଶ୍ବର ଏୟାରପୋର୍ଟରୁ ଚଣ୍ଡୀଖୋଲ ଯାଏ ସୁରକ୍ଷା କଡ଼ାକଡ଼ି କରାଯିବ । ସୁରକ୍ଷାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅରୁଣ…

ଗୋଟିଏ ପରିବାରର ତିନି ମୃତ

ରାଜନଗର: ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମା’ ଓ ପୁଅର ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ମହିଳାଙ୍କ ସ୍ୱାମୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ଏହି ଦୁଃଖଦ ଘଟଣା ଘଟିଛି…

ବିଜେଡ଼ି ବି ମେଣ୍ଟ ଚର୍ଚ୍ଚ ଉପରେ ପୂର୍ଣ୍ଣଚ୍ଛେଦ ଟାଣିଲା

ଭୁବନେଶ୍ବର : ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଉପରେ ଉଭୟ ଦଳ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି। ବିଗତ କିଛିଦିନ ଧରି ଦୁଇ ଦଳ ମଧ୍ୟରେ ମେଣ୍ଟକୁ ନେଇ ଚର୍ଚ୍ଚା ଲାଗି ରହିଥିଲା ଓ…

ପ୍ରଦେଶ ଯୁବ କଂଗ୍ରେସର ‘ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’ ସଭା: ନବୀନ ନିବାସ ଘେରାଉ ବେଳେ ପୁଲିସ ସହ ଧସ୍ତାଧସ୍ତି

ଭୁବନେଶ୍ବର: ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଆଜି ‘ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’ ବିକ୍ଷୋଭ ସହ ନବୀନ ନିବାସ ଘେରାଉ କରାଯାଇଛି। ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଖିଳ ଭାରତ ଯୁବ କଂଗ୍ରେସର ରାଷ୍ଟ୍ରୀୟ…