ପୁଲିସ ଅଧିକାରୀଙ୍କ ନାମରେ ସିଇଓଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ
ଭୁବନେଶ୍ବର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଏସ୍ଡିପିଓଙ୍କ ନାମରେ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ନିକଟରେ ଫେରାଦ ହେଲେ ରାମଚନ୍ଦ୍ରପୁର ସାଳଦେଇ ଗ୍ରାମର ବାସିନ୍ଦା। ଗ୍ରାମବାସୀ ଏସ୍ଡିପିଓ ପ୍ରଶାନ୍ତ ବେହେରାଙ୍କନାମରେ ଅଭିଯୋଗ ଆଣିଛନ୍ତି। ସୂଚନା ଅନୁସାରେ ମଲ୍ଲି ଜେନା ନାମକ ଜଣେ ମହିଳା…