Month: April 2024

ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ

ପୁରୀ : ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ। ମୃତକଙ୍କ ନାଁ ହେଉଛି ସ୍ମୃତି ରେଖା ବରାଳ ଓ ଶୁଭଶ୍ରୀ ବରାଳ। ତାଙ୍କ ଘର ହେଉଛି ପୁରୀ ଜିଲ୍ଲା ଗୋପ ଥାନା ଅନ୍ତର୍ଗତ ଡଭାର ଗାଁରେ ବୋଲି ଜଣାପଡ଼ିଛି। ଡଭାର ଗାଁରେ…

ପୁଲିସ ଇନଫର୍ମର ସଂଦେହରେ ଜଣକୁ ହତ୍ୟା କଲେ ନକ୍ସଲ

ମାଲକାନଗିରି: ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। କାଂକେର ଜିଲ୍ଲାର ଛୋଟେବେଠିଆ ଥାନା ଅଂଚଳରେ ଗତ ୧୬ ତାରିଖରେ ପୁଲିସ ଏନକାଉଣ୍ଟରରେ ୨୯ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ପରିମାଣରେ ଅସ୍ତଶସ୍ତ୍ର ଜବତ କରିଥିଲା ପୁଲିସ।…

ବିଜେପିରେ ମିଶିଲେ ପ୍ରବୋଧ ତିର୍କୀ

ଭୁବନେଶ୍ବର : ପଦ୍ମ ଧରିଲେ ପୂର୍ବତନ ହକି ଟିମ୍‌ ଅଧିନାୟକ ପ୍ରବୋଧ ତିର୍କୀ। ଆଜି ସେ ସୋନପୁର ସମାବେଶକୁ ଆସି ବିଜେପିରେ ମିଶିଛନ୍ତି। ଶ୍ରୀ ତିର୍କୀଙ୍କୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିରୋଧୀ ଦଳ…

ନବୀନ ବାବୁଙ୍କୁ ୨୫ ବର୍ଷ ଦେଇଛନ୍ତି, ବିଜେପିକୁ ୫ ବର୍ଷ ଦିଅନ୍ତୁ – ଶାହ

ସୋନପୁର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ନିର୍ବାଚନ ବିଗୁଲ୍‌ ବଜାଇଛନ୍ତି। ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି। ରାମେଶ୍ବର ଷ୍ଟାଡିୟମ୍‌ରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବା ଅବସରରେ ଶ୍ରୀ ଶାହ କହିଛନ୍ତି, ଓଡ଼ିଶାରେ ଖଣିଜ…

ଓଡ଼ିଶାର ଲୁଙ୍ଗି ରାଜନୀତି ନେଇ କେନ୍ଦ୍ରରେ ଚର୍ଚ୍ଚାv

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶରେ ଲୋକସଭା ନିର୍ବାଚନ ଜାରି ରହିଛି। ଓଡ଼ିଶାରେ ଲୋକସଭା ସହିତ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥର ଓଡିଶା ନିର୍ବାଚନରେ ​​ଲୁଙ୍ଗି ନେଇ ରାଜନୀତି ଆରମ୍ଭ ହୋଇଛି। ମଙ୍ଗଳବାର ଦିନ ଯେତେବେଳେ ବିଜେଡି ନେତା ସସ୍ମିତ ପାତ୍ର ଏବଂ ପ୍ରକାଶ…

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୋନପୁରରେ ଜନସଭାକୁ ସେ ସମ୍ବୋଧନ କରିବେ। ଏହା ପୂର୍ବରୁ ଆସିଛି ଅମିତ ଶାହଙ୍କ ଓଡ଼ିଶା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ ଆସିଛି। ଏପ୍ରିଲ ୨୫ ତାରିଖ ଅପରାହ୍ନ ୩ଟା ୪୫ରେ ଝାରସୁଗୁଡ଼ାର…

ଆଉ ନୂଆ ଗ୍ରାହକ ଯୋଡି ପାରିବନି କୋଟାକ୍ ମହିନ୍ଦ୍ରା

କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ଉପରେ ବଡ ଆକ୍ସନ ନେଲା ଭାରତୀୟ ରିଜର୍ଭ ବ୍ୟାଙ୍କ। ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ ନୂତନ ଗ୍ରାହକଙ୍କୁ ଯୋଡ଼ି ପାରିବନି କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ। ନୂଆ କ୍ରେଡିଟ କାର୍ଡ ପ୍ରଦାନ ଉପରେ ମଧ୍ୟ ଆର୍‌ବିଆଇ କଟକଣା…

ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୫ ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡ଼ିଶା। ରାଜ୍ୟରେ ସିଭିଅର ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।…

ଅଗ୍ନିକାଣ୍ଡରେ ଜଳିଗଲା ୧୨ ବଖରାରୁ ଉର୍ଦ୍ଧ୍ୱ ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ହରିଜନ ସାହିରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୧୨ରୁ ଉର୍ଦ୍ଧ୍ଵ ବଖରା ଘର । ଏଥିୁରେ ପ୍ରାୟ ୧୨ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଅଗ୍ନି…

‘ଆମେ ନିର୍ବାଚନକୁ କଣ୍ଟ୍ରୋଲ କରିପାରିବୁ ନାହିଁ’

‘ଆମେ ନିର୍ବାଚନକୁ କଣ୍ଟ୍ରୋଲ କରିପାରିବୁ ନାହିଁ। କୌଣସି ସନ୍ଦେହ ଆଧାରରେ ନିର୍ଦ୍ଦେଶ ଜାରି କରାଯାଇ ପାରିବ ନାହିଁ। ଅଦାଲତ ନିର୍ବାଚନର ନିୟନ୍ତ୍ରଣ ଅଥରିଟି ନୁହନ୍ତି।’ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେସିନ୍‌ ଓ ଭିଭିପାଟ୍‌ ସ୍ଲିପ୍‌ ସମ୍ବନ୍ଧରେ ହୋଇଥିବା ଆବେଦନର ରାୟକୁ ସଂରକ୍ଷିତ ରଖି…