ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ
ପୁରୀ: ଆଉ କିଛି ଦିନ ପରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା । ଆସନ୍ତା ମେ’ ମାସ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହେବ । ଦୀର୍ଘ…
ପୁରୀ: ଆଉ କିଛି ଦିନ ପରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା । ଆସନ୍ତା ମେ’ ମାସ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହେବ । ଦୀର୍ଘ…
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଂକେର ଜିଲ୍ଲାରେ ଗତ ୧୬ ତାରିଖରେ ପୁଲିସ ଓ ନକ୍ସଲ ଗୁଳିବିନିମୟରେ ୨୯ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। ସେମାନଙ୍କର ଚିହ୍ନଟ ସରିଛି। ସମସ୍ତ ମୃତ ନକ୍ସଲଙ୍କ ନାମରେ ଘୋଷିତ ପୁରସ୍କାର ଟଂକା ଏବଂ…
ନୂଆଦିଲ୍ଲୀ: ରାଜସ୍ଥାନର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବାଦୀୟ ‘ଅନୁପ୍ରବେଶକାରୀ’ ମନ୍ତବ୍ୟ ବିରୋଧରେ ନିର୍ବାଚନ କମିଶନଙ୍କ ନିକଟକୁ ଅଭିଯୋଗ ଆସିଛି। ବାଂଶଓ୍ଵାରାରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସକୁ କଡ଼ା ସମାଲୋଚନା କରି କହିଛନ୍ତି, କଂଗ୍ରେସର ଇସ୍ତାହାରରେ କୁହାଯାଇଛି ଯେ…
କଟକ : ରକ୍ତ ସଙ୍କଟ ବେଳେ ମାତିଛନ୍ତି ରକ୍ତ ଦଲାଲ । ଧରା ହେଲେ ରକ୍ତ ଦଲାଲ । ଏସ ସି ବି ମେଡିକାଲ କଲେଜରୁ ଚାରି ଜଣ ଦଲାଲଙ୍କୁ ଗିରଫ କଲା ମଙ୍ଗଳାବାଗ ଥାନା ପୋଲିସ । କେନ୍ଦ୍ରୀୟ ରକ୍ତ…
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ।…
ନାଗରିକତା ସଂଶୋଧନ ଆଇନ(ସିଏଏ)ରେ ହାତ ମାରିବା ପାଇଁ କଂଗ୍ରେସ ଓ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ ସାହାସ ନାହିଁ। ଏହି ନୂଆ ଆଇନ ବଳରେ ସମସ୍ତ ହିନ୍ଦୁ ଶରଣାର୍ଥୀମାନେ ଭାରତର ନାଗରିକତା ପାଇବେ ବୋଲି ଆଜି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ…
ନୂଆଦିଲ୍ଲୀ: ପତଞ୍ଜଳି ଆୟୁର୍ବେଦ ଔଷଧ ସମ୍ପର୍କରେ ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ରାମଦେବଙ୍କୁ ପୁଣି ଥରେ କଡ଼ା ଭାଷାରେ ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ । ଏପ୍ରିଲ ୩୦ରେ ପୁଣି ଥରେ ହାଜର ହେବାକୁ କୋର୍ଟ ରାମଦେବ ଓ ବାଲକ୍ରିଷ୍ଣାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଜିର…
ଭୁବନେଶ୍ୱର: ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣାରୁ ପ୍ରାର୍ଥୀ କରିଛି ବିଜେଡି। ତେବେ ଅମର ଶତପଥୀଙ୍କ ଟିକେଟ୍ କଟିବା ପରେ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଅମର ଶତପଥୀ ଦଳରେ ରହିବେ ନା ଛାଡିବେ…
ଭୁବନେଶ୍ୱର: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ଦୈନନ୍ଦିନ ଜୀବନରେ ଆସୁଥିବା ଏକାଧିକ ପ୍ରତିବନ୍ଧକ ଏବଂ ପ୍ରତିଘାତ କାରଣରୁ ନିରାଶ ହୋଇପଡ଼ିଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏମ୍ସ ଭୁବନେଶ୍ୱର ଆଣିଦେଇଛି ଆଶାର କିରଣ। ଦୃଷ୍ଟି ଶକ୍ତି ଦୁର୍ବଳ ହେତୁ ପ୍ରାୟ ଆଶା ହରାଇଥିବା ରୋଗୀଙ୍କ…
ଗ୍ୟାଙ୍ଗଷ୍ଟରଙ୍କ ଟାର୍ଗେଟ୍ରେ ବଲିଉଡର ଟାଇଗର। ଅଭିନେତା ସଲମାନଙ୍କ ଖାନ୍ଙ୍କ ଘର ଉପରକୁ ନିକଟରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଲୋକେ ଗୁଳିମାଡ କରିଥିଲେ। ଏହି ଗୁଳିମାଡରେ ବ୍ୟବହୃତ ବନ୍ଧୁକଙ୍କୁ ଏବେ କ୍ରାଇମବ୍ରାଞ୍ଚ ଜବତ କରିଛି। ଏକ ନଦୀରୁ ମିଳିଛି ବନ୍ଧୁକ। କ୍ରାଇମବ୍ରାଞ୍ଚର…