Month: April 2024

ରାଜନୀତିରୁ ସନ୍ନ୍ୟାସ ନେବି, ଶେଷ ଯାଏଁ ସାମାଜିକ ସେବା ଜାରି ରଖିବି: ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ପରେ ରାସେଶ୍ବରୀ ପାଣିଗ୍ରାହୀଙ୍କ ପ୍ରେସମିଟ । ଇସ୍ତଫା ଦେବା ପରେ ରାସେଶ୍ୱରୀ ପ୍ରେସମିଟ୍‌ କରି କହିଛନ୍ତି, ସମ୍ବଲପୁରର ଅସ୍ମିତା ପାଇଁ ବିଜେଡି ଛାଡିଲି। ଦଳ ଯେଭଳି ନିଷ୍ପତ୍ତି ନେଲା, ସମ୍ବଲପୁର ପାଇଁ ଅବମାନନା ଥିଲା। ‘ଯାହାକୁ ଅଯୋଗ୍ୟ…

୪୧.୮ ଡିଗ୍ରୀରେ ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ଆଜି ୨ଟା ୩୦ସୁଦ୍ଧା ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର । ଭୁବନେଶ୍ବରରେ ୪୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଚାନ୍ଦବାଲିରେ ୪୦.୪ ଡିଗ୍ରୀ ତାପମାତ୍ରା ଥିବା ବେଳେ…

ନ୍ୟାୟିକ ହେପାଜତ ଅବଧି ବୃଦ୍ଧି, ଜେଲରେ ରହିବେ ଅରବିନ୍ଦ କେଜ୍ରିୱାଲ ଓ କେ କବିତା

ନ୍ୟାୟିକ ହେପାଜତକୁ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓ ବିଆରଏସ ନେତ୍ରୀ କେ କବିତା। ଉଭୟଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ଦିଲ୍ଲୀ ଅବକାରୀ ନୀତି ଘୋଟାଲା ମାମଲାରେ ଗିରଫ ହୋଇ ତିହାର ଜେଲରେ ଅଛନ୍ତି କେଜ୍ରିୱାଲ…

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ। ORHDS ଦୁର୍ନୀତି ମାମଲାରେ ଜାମିନ ଦେଲେ ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ କୋର୍ଟ । ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କଲେ କୋର୍ଟ । ହାଇକୋର୍ଟ…

ତାଳଚେରରେ ବିପୁଳ ପରିମାଣର ଧଳାଜହର ଜବତ, ଦୁଇ ଗିରଫ

ଭୁବନେଶ୍ବର: ଅନୁଗୁଳ ପୁଲିସର ସହାୟତାରେ ଭୁବନେଶ୍ବର ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍‌ଟିଏଫ୍‌) ତାଳଚେର ଅଞ୍ଚଳରୁ ସୋମବାର ପୂର୍ବାହ୍‌ଣରେ ବିପୁଳ ପରିମାଣର ଧଳାଜହର ଜବତ କରିଛି। ଏହି ବେଆଇନ୍‌ କାରବାରରେ ସଂପୃକ୍ତ ଦୁଇ ଜଣ ଯୁବକଙ୍କୁ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଅସଲି ପୋଲିସ ପଞ୍ଝାରେ ନକଲି ପୋଲିସ ଗ୍ୟାଙ୍ଗ୍‌

ଭୁବନେଶ୍ୱର : କମିଶନରେଟ ପୋଲିସ ହାତରେ ନକଲି ପୋଲିସ ଗ୍ୟାଙ୍ଗ । ପୋଲିସ ପୋଷାକ ପିନ୍ଧି ବିଭିନ୍ନ ଅପରାଧରେ ସାମିଲ ଥିଲା ଗ୍ୟାଙ୍ଗ । ୭ ଜଣିଆ ନକଲି ପୋଲିସ ଗ୍ୟାଙ୍ଗକୁ ଅଟକ ରଖିଛି ସ୍ପେଶାଲ ସ୍କ୍ୱାର୍ଡ । ଗିରଫ ୭…

କଂଗ୍ରେସ ଶାସନ ଅଧୀନରେ ହନୁମାନ ଚାଳିଶା ଶୁଣିବା ବି ଅପରାଧ : ମୋଦି

ହନୁମାନ ଯୟନ୍ତୀ ଅବସରରେ ରାଜସ୍ଥାନରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ କଂଗ୍ରେସ ଉପରେ ଆରୋପ ଲଗାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କଂଗ୍ରେସ ଶାସନ ଅଧୀନରେ ହନୁମାନ ଚାଳିଶା ଶୁଣିବା ବି ଅପରାଧ ହୋଇଛି ବୋଲି ମୋଦି କହିଛନ୍ତି। ସେ ଆହୁରି…

ସାପ ସହ ଅଘୋରୀ ବାବାଙ୍କ ନୃତ୍ୟ

ପୁରୀ : ବେଳେବେଳେ ଏମିତି କିଛି ଘଟଣା ଆମ ମାନଙ୍କ ସାମ୍ନାରେ ଘଟିଥାଏ, ଯାହା କେବେ କଳ୍ପନା ବି କରାଯାଇନପାରେ । ଯେମିତି ଏହି ଘଟଣା । ବିନା କୌଣସି ଡରରେ ସାପ ସହ ଖେଳ । ବାରଣ କରିବେ କଣ…

୪୩.୮ ଡିଗ୍ରୀ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କମିଲା ତାତି, ଆଉ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି | ଆଜି ୧୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଉପରେ ଥିବାବେଳେ ୪୩.୮ ଡିଗ୍ରୀ ସେଲ୍ସିୟସ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର…

ପ୍ରତିଦିନ ଡାକ୍ତରଙ୍କ ସହ କଥା ହେବାକୁ ଚାହୁଁଥିଲେ କେଜ୍ରିୱାଲ, ଅନୁମତି ଦେଲେନି କୋର୍ଟ

ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟକା ଲାଗିଛି। ସେ ମଧୁମେହ ରୋଗୀ ହୋଇଥିବାରୁ ଦୈନିକ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ପାରିବାରିକ ଡାକ୍ତରଙ୍କ ସହ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବାକୁ ଚାହୁଁଥିଲେ।…