ପ୍ରଥମ ପର୍ଯ୍ୟାୟରେ ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ ଆସନ ପାଇଁ ମତଦାନ ଶେଷ
ନୂଆଦିଲ୍ଲୀ : ଗଣତନ୍ତ୍ରର ମହାନ ପର୍ବ ନିର୍ବାଚନ। ଆଉ ଭାରତରେ ଆଜି ଠାରୁ ଆରମ୍ଭ ହୋଇଛି ମତଦାନ। ୭ଟି ପର୍ଯ୍ୟାୟରେ ମୋଟ ୫୪୩ ଲୋକସଭା ଆସନ ପାଇଁ ଭାରତବାସୀ ଭୋଟ ଦେବେ। ଏହିକ୍ରମରେ ଆଜି ପ୍ରଥମ ପର୍ଯ୍ୟାୟରେ ୨୧ ରାଜ୍ୟ ଓ…