ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ଜାରି: ଆରମ୍ଭ ହେଲା ନାମାଙ୍କନପତ୍ର ଦାଖଲ
ଭୁବନେଶ୍ବର: ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏନେଇ ଆଜି ବିଜ୍ଞପ୍ତି ଜାରି ହେବା ସହ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର,…