କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ
ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ର…