Month: April 2024

ସ୍ୱଚ୍ଛ ପାନୀୟ ଜଳ ଉପଲବ୍ଧ ପାଇଁ ରେଳବାଇର ଅଭିଯାନ

ସମ୍ବଲପୁର: ପୂର୍ବତଟ ରେଳବାଇ ଅର୍ନ୍ତଗତ ସମ୍ବଲପୁର ରେଳ ମଣ୍ଡଳ ଅର୍ନ୍ତଗତ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହକୁ ଧ୍ୟାନରେ ରଖି ସ୍ୱଚ୍ଛ ପାନୀୟ ଜଳ ଉପଲବ୍ଧ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳ ଅଧିନସ୍ଥ ରେଳ ଷ୍ଟେସନ ଓ…

ଛିଣ୍ଡୁନି ୧୩ ଅଙ୍କ, ଛକାପଞ୍ଝାରେ ୩ ଦଳ

ଭୁବନେଶ୍ୱର,୧୩।୪: ପାଖେଇ ଆସିଲାଣି ନିର୍ବାଚନ । ଆଉ ଦିନ କେଇଟା ପରେ ହେବ ପ୍ରଥମ ପର୍ଯ୍ୟାୟ ମତଦାନ । ହେଲେ ଏବେ ଯାଏଁ ବି ଛକାପଞ୍ଝା ସ୍ଥିତିରେ ୩ ଦଳ। ଛିଣ୍ଡୁନି ୧୩ଟି ବିଧାନସଭା ଆସନ। ବିଜେଡି, ଭାଜପା ଓ କଂଗ୍ରେସ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ପୁଣି ସରକାର ଗଢିବ

ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍‌। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍‌ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି…

ରାଜ୍ୟକୁ ପୁଣି ଫେରିଲା ତାତି, ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୧୩ା୪: ରାଜ୍ୟକୁ ପୁଣି ତାତି ଫେରିଛି। ବର୍ଷା ହୋଇଥିବାରୁ କିଛିଦିନ ପାଗ ଟିକେ ଥଣ୍ଡା ଥିଲା। ତେବେ ଶନିବାର ପୁଣି ତାତିରେ ସିଝିଛନ୍ତି ଲୋକେ। ଆଜି ରାଜ୍ୟର ଦୁଇ ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ଥିବା ବେଳେ ପାରଳାଖେମୁଣ୍ଡି ସବୁଠୁ…

ଚଡ଼କ ମେଳା: ୫ଲକ୍ଷ ଭକ୍ତଙ୍କ ସମାଗମ, ଅଣନିଶ୍ବାସୀ ହୋଇ ମହିଳା ମୃତ, ୧୭ ଅସୁସ୍ଥ

ଭୋଗରାଇ/ଚନ୍ଦନେଶ୍ୱର: ଆନନ୍ଦଉଲ୍ଲାସ ମଧ୍ୟରେ ବିଶ୍ୱ ପ୍ରସିଦ୍ଧ ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ଚଡ଼କ ମେଳା ଆଜି ପାଟପର୍ବ ପାଳନ ପୂର୍ବକ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୫ ଲକ୍ଷ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିବା ବେଳେ ଭିଡ଼ରେ ଅଣନିଶ୍ବାସୀ ହୋଇ ଜଣେ…

ଚିଲିକା ନଳଘାସରେ ନିଆଁ; ନିୟନ୍ତ୍ରଣ ପାଇଁ ବନ ବିଭାଗର ଉଦ୍ୟମ ଜାରି

ଟାଙ୍ଗୀ: ବୃହତ ଜଳରାଶି ‘ଚିଲିକା’ ଉପକୂଳ କାଳୁପଡାଘାଟ ଜେଟି ନିକଟସ୍ଥ ନଳଘାସରେ ଆଜି ସନ୍ଧ୍ୟାରେ ନିଆଁ ଲାଗିଛି। ସୂଚନା ପାଇ ବନବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାମରେ ନିୟୋଜିତ ଅଛନ୍ତି। ସୂଚନା ଅନୁସାରେ ନଳଘାସରେ ଖରାଦିନେ କେତେକ ବ୍ୟକ୍ତି…

ଆସନ୍ତାକାଲିଠାରୁ ମା ସମଲେଶ୍ବରୀଙ୍କ ପୀଠ ପରିସରରେ ମାଦକ ଦ୍ରବ୍ୟ ଓ ପାନ ଗୁଟକାର ବ୍ୟବହାର ଉପରେ ରୋକ୍

ସମ୍ବଲପୁର: ମା ସମଲେଶ୍ବରୀଙ୍କ ପୀଠ ପରିସରରେ ମାଦକ ଦ୍ରବ୍ୟ, ପାନ ଗୁଟକା, ବିଡି, ସିଗାରେଟ ଆଦି ଦ୍ରବ୍ୟର ବ୍ୟବହାର ଉପରେ ଆସନ୍ତାକାଲିଠାରୁ ରୋକ ଲଗାଇବା ନିଷ୍ପତି ନେଇଛି ଶ୍ରୀ ସମଲେଶ୍ଵରୀ ମନ୍ଦିର ଟ୍ରଷ୍ଟ ବୋର୍ଡ। ଏନେଇ ସୂଚନା ଦେଇଛନ୍ତି ଶ୍ରୀ ସମଲେଶ୍ଵରୀ…

ବିଜେପିରେ ଯୋଗଦେବା ପରେ ଅଭିନେତା ଅନୁଭବ ମହାନ୍ତିଙ୍କ ଭିନ୍ନ ଅବତାର: ଗାଇଲେ ହନୁମାନ ଚାଳିଶା

ଭୁବନେଶ୍ବର: ବିଜେପିରେ ଯୋଗଦେବା ପରେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ଭିନ୍ନ ଅବତାର ସାମ୍ନାକୁ ଆସିଛି। ହନୁମାନ ଜୟନ୍ତୀ ପୂର୍ବରୁ ସେ ଗାଇଛନ୍ତି ହନୁମାନ ଚାଳିଶା। ଅନୁଭବ ମହାନ୍ତି ହନୁମାନ ଚାଳିଶା ଗାଉଥିବାର ଏକ ନୂଆ ଭିଡିଓ ରିଲିଜ୍ ହୋଇଛି।…

ବିଜେଡ଼ିର ପ୍ରଥମ ଇସ୍ତାହାର କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ବିଜେଡ଼ିର ପ୍ରଥମ ଇସ୍ତାହାର କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ଶଙ୍ଖ ଭବନରେ ଅନୁଷ୍ଠିତ ଏହି କମିଟି ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ବିଜେଡି ନିକଟରେ ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଥିଲା। ସାଂସଦ ଚନ୍ଦ୍ରଶେଖର ସାହୁ…

ବିଧାୟକ ପଦ ରଦ୍ଦ ଘଟଣା; ଆଇନର ଆଶ୍ରୟ ନେବେ ଅରବିନ୍ଦ ଢ଼ାଲି

ଭୁବନେଶ୍ବର : ବିଧାୟକ ପଦ ରଦ୍ଦ ଘଟଣାରେ ଆଇନ ଆଶ୍ରୟ ନେବେ ପୂର୍ବତନ ବିଜେଡି ବିଧାୟକ ତଥା ବର୍ତ୍ତମାନର ଜୟଦେବ ବିଧାନସଭା ଆସନର ବିଜେପି ପ୍ରାର୍ଥୀ ଅରବିନ୍ଦ ଢ଼ାଲି। ଭୁବନେଶ୍ୱରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ଏଭଳି କହିଛନ୍ତି ଅରବିନ୍ଦ। ସେ…