Month: April 2024

ଡିଜିପିଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ, ନିର୍ବାଚନ ବେଳେ ମାଓବାଦୀ ଓ ନକ୍ସଲଙ୍କ ଉପରେ ରୋକ ଲଗାଇବାକୁ ରଣନୀତି

ଭୁବନେଶ୍ୱର : ଆଉ ଦିନ କେଇଟା ପରେ ହେବ ନିର୍ବାଚନ । ଓଡିଶାରେ ସାଧାରଣ ଏବଂ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ହେବାକୁ ଯାଉଛି । ତେଣୁ ନିର୍ବାଚନରେ କୌଣସି ପ୍ରକାର ଅଘଟଣକୁ ପ୍ରତିହତ କରାଯିବ । ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି…

ବିଜେଡିରେ ମିଶିଲେ ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି

ଭୁବନେଶ୍ବର: ବିଜେଡିରେ ମିଶିଲେ ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି । ସେ କଂଗ୍ରେସ ଛାଡି ବିଜେଡିରେ ମିଶିଛନ୍ତି । ୨୦୦୯ ରେ ସେ କଂଗ୍ରେସ ଟିକେଟରୁ ରଘୁନାଥପାଲୀ ବିଧାନସଭା ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ସେ ସୁନ୍ଦରଗଡ଼ ଛାତ୍ର…

ହାଇକୋର୍ଟଙ୍କ ନିର୍ଦେଶକୁ ସମ୍ମାନ ଜଣାଉଛି : ମହମ୍ମଦ ମୋକିମ୍‌

ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ଓଡ଼ିଶା ରୁରାଲ ହାଉସିଂ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ-ORHDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ । କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍…

ସନ୍ଦେଶଖାଲି ଯୌନ ନିର୍ଯାତନା ମାମଲାର ତଦନ୍ତ କରିବ ସିବିଆଇ

ପଶ୍ଚିମବଙ୍ଗର ବହୁ ଚର୍ଚ୍ଚିତ ସନ୍ଦେଶଖାଲି ମାମଲାର ଏବେ ତଦନ୍ତ କରିବ ସିବିଆଇ। ସନ୍ଦେଶଖାଲିର ଦୁଷ୍କର୍ମ, ଯୌନ ନିର୍ଯାତନା ଓ ଜମି ହଡପ ମାମଲାର ସିବିଆଇକୁ ତଦନ୍ତ କରିବାକୁ କଲିକତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ଏହି ନିର୍ଦ୍ଦେଶ ଆସିବା ପରେ ପଶ୍ଚିମବଙ୍ଗର…

ବିଜେଡିରେ ମିଶିଲେ ଦଶପଲ୍ଲା ଏନ୍‌ଏସି ଅଧ୍ୟକ୍ଷା

ଭୁବନେଶ୍ବର/ଦଶପଲ୍ଲା: ନୟାଗଡ଼ ଜିଲ୍ଲା ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଅଧ୍ୟକ୍ଷା ଇଞ୍ଜିନିୟର ପୁନମ ପ୍ରିୟଦର୍ଶିନୀ ଆଜି ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ତରଫରୁ…

ମହମ୍ମଦ ମୋକିମଙ୍କୁ ହାଇକୋର୍ଟ ଝଟକା, ରାୟ କାଏମ୍

କଟକ: ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ବଡ ଝଟକା । ଓଏଚଆଡିସି ଋଣ ଦୁର୍ନୀତି ମାମଲାରେ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ମୋକିମ୍‌ଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ…

ପ୍ରଚାର ବେଳେ ଯୁବତୀଙ୍କୁ କିସ୍‌ କରିଦେଲେ ପ୍ରାର୍ଥୀ

ପାଖେଇ ଆସିଲାଣି ୨୦୨୪ ନିର୍ବାଚନୀ ତାରିଖ। ଦିନ ଯେତେ ପାଖଉଛି ପ୍ରଚାର ସେତେ ବଢ଼ୁଛି। ଘନ ଘନ ପ୍ରଚାର କରୁଛନ୍ତି ପ୍ରାର୍ଥୀ। ଭୋଟର୍‌ଙ୍କୁ ଆକୃଷ୍ଟ କରିବା ପାଇଁ ଆପଣାଉଛନ୍ତି ନୂଆ ନୂଆ ଫଣ୍ଡା। କିଏ କେଉଁ ଢ଼ଙ୍ଗ ଆଉ ରଙ୍ଗରେ କରୁଛନ୍ତି…

ଟିଭି କେବୁଲ୍ ସଜାଡିବା ବେଳେ ୧୧ କେଭି ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ସୁବଣ୍ଣପୁର: ସୁବଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା କଳାପଥର ନୁଆଁପାଲି ଠାରେ ଘଟିଛି ଅଘଟଣ l ଟିଭି କେବୁଲ୍ ସଜାଡ଼ିବାକୁ ଯାଇ ୧୧ କେଭି ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ବୀରମହାରାଜପୁର ଅଞ୍ଚଳର ଟିଠିପାଳି…

ଧାଡ଼ିରେ ଆସି ଡାକ୍ତରଙ୍କୁ ଦେଖାଇଲେ ଦିଲୀପ ତିର୍କୀ, ଔଷଧ ନେଲେ

ସୁନ୍ଦରଗଡ଼: ସାଧାରଣ ନିର୍ବାଚନ-୨୦୨୪ ପାଇଁ ରାଜନୀତି ସରଗରମ ହୋଇଛି। ସବୁ ପ୍ରାର୍ଥୀ ପ୍ରଚାର ମଇଦାନରେ। ହେଲେ ଆଜି କିଛି ଭିନ୍ନ ଚିତ୍ର ଦେଖିବାକୁ ମିଳିଛି ବିଜୁ ଜନତା ଦଳ ସାଂସଦ ପ୍ରାର୍ଥୀ ଡାକ୍ତର ଦିଲୀପ ତିର୍କୀଙ୍କ ପ୍ରଚାରରେ। ଟାଣ ଖରାରେ ପ୍ରଚାର…

ଟାଟୁ କରିପାରିବେନି ପୋଲିସ କର୍ମଚାରୀ, ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଟାଟୁକୁ ନେଇ ଆସିଲା ନୂଆ ଗାଇଡଲାଇନ । ଦେହ ମୁହଁ ଓ ହାତରେ ଟାଟୁ କରିପାରିବେନି ସୁରକ୍ଷାବାନିନୀ ଓ ପୋଲିସ କର୍ମଚାରୀ । ଯେଉଁମାନେ ଏହି ଟାଟୁ କରିଛନ୍ତି…