୨୦୨୪ରେ ସ୍ବାଭାବିକ ହେବ ମୌସୁମୀ
ଭୁବନେଶ୍ୱର : ୨୦୨୪ରେ ମୌସୁମୀ ସ୍ବାଭାବିକ ହେବ । ଏଥର ସ୍ବାଭାବିକ ରହିବ ମୌସୁମୀ ବର୍ଷା । ଏନେଇ ଆକଳନ କରିଛି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ । ଦୀର୍ଘ ଅବଧି ଆଭାରେଜରେ ୧୦୨ପ୍ରତିଶତ ମୌସୁମୀ ବର୍ଷା ଆକଳନ କରାଯାଇଛି ।…
ଭୁବନେଶ୍ୱର : ୨୦୨୪ରେ ମୌସୁମୀ ସ୍ବାଭାବିକ ହେବ । ଏଥର ସ୍ବାଭାବିକ ରହିବ ମୌସୁମୀ ବର୍ଷା । ଏନେଇ ଆକଳନ କରିଛି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ । ଦୀର୍ଘ ଅବଧି ଆଭାରେଜରେ ୧୦୨ପ୍ରତିଶତ ମୌସୁମୀ ବର୍ଷା ଆକଳନ କରାଯାଇଛି ।…
ପୁରୀ: ପୁରୀ ବେଳାଭୂମିରେ ପଡ଼ିଛନ୍ତି ଶହ ଶହ ଜେଲିଫିସ୍ । ଦିଗବାରେଣୀ ଛକ ବେଳାଭୂମିରେ ଭାସୁଛନ୍ତି ଶହ ଶହ ସଂଖ୍ୟାରେ ଜେଲି ଫିସ । ଏହା ବିଷାକ୍ତ ହୋଇଥିବାରୁ ସମୁଦ୍ରରେ ଗାଧୋଉଥିବା ପର୍ଯ୍ୟଟକଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି । ଏହାକୁ…
ଢେଙ୍କାନାଳ: କପିଳାସକୁ ଗଲା ଢେଙ୍କାନାଳରୁ ଉଦ୍ଧାର ସନ୍ଦିଗ୍ଧ ପାରା। ପୁଲିସର ପରାମର୍ଶ କ୍ରମେ ପାରାକୁ କପିଳାସ ସ୍ଥାନାନ୍ତର କରାଯାଇଛି। ପାରାକୁ ଦେଖିବା ପାଇଁ ଭୁବନେଶ୍ବରରୁ ପୁଲିସର କମ୍ୟୁନିକେସନ ବିଭାଗ ତରଫରୁ ଏକ ସ୍ଵତନ୍ତ୍ର ଟିମ୍ ଆସୁଥିବା ସୂଚନା ରହିଛି। ଏକ ଏକ୍ସପୋର୍ଟ…
ଅମରାବତୀ: ଲୋକସଭା ନିର୍ବାଚନ ପୂର୍ବରୁ ତେଲୁଗୁ ସୁପରଷ୍ଟାର ଚିରଞ୍ଜୀବୀ ତାଙ୍କ ଭାଇ ପୱନ କଲ୍ୟାଣଙ୍କ ଜନସେନା ପାର୍ଟିକୁ ୫ କୋଟି ଟଙ୍କା ଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଅଭିନେତା ଚିରଞ୍ଜୀବୀଙ୍କ ସାନ ଭାଇ ପୱନ କଲ୍ୟାଣ ଟିଡିପି ଏବଂ ବିଜେପି ସହିତ ଲୋକସଭା…
ଭୁବନେଶ୍ୱର : ନିର୍ବାଚନ କମିଶନଙ୍କ ନାଁ ନେଇ ସରକାରୀ ଅଫିସରଙ୍କୁ ବିଜେପି ନେତା ଧମକାଉଛନ୍ତି । ଏଭଳି ଗୁରୁତର ଅଭିଯୋଗ ଆଣିଛି ବିଜେଡି । ପ୍ରେସମିଟରେ ସସ୍ମିତ ପାତ୍ର ଅଭିଯୋଗ କରିଛନ୍ତି ତହସିଲଦାର, ବିଡିଓ, ଆଇଆଇସିଙ୍କୁ ଧମକ ଦିଆଯାଉଛି । ତାଙ୍କ…
ଏଥର ନିର୍ବାଚନ ଲଢ଼ିବେ ବଲିଉଡର ସଞ୍ଜୁ ବାବା ଓରଫ ସଞ୍ଜୟ ଦତ୍ତ। ସେ କଂଗ୍ରେସ ଟିକେଟ୍ରେ ହରିଆଣାର ଯୁମାନଗର ଆସନରୁ ନିର୍ବାଚନ ଲଢ଼ିପାରନ୍ତି। ଦୀର୍ଘ ଦିନ ହେବ ଏଭଳି କିଛି ଚର୍ଚ୍ଚା ଲାଗିଛି। ଏବେ ଏହି ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ଲଗାଇଛନ୍ତି…
ବାଘ ଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍ । ବେପାରୀ ସାଜି ପହଞ୍ଚିଲେ ବନ କର୍ମଚାରୀ। ବହୁ ସମୟ ପରେ ଫାଲନାଲ୍ ହେଲା ଡିଲ୍ । ମାତ୍ର ବାଘ ଛାଲ ବିକ୍ରି ପୂର୍ବରୁ ଅଭିଯୁକ୍ତଙ୍କୁ ମାଡ଼ି ବସିଲେ ବେପାରୀ ବେଶରେ ଥିବା…
ନୂଆଦିଲ୍ଲୀ: ସିବିଆଇ, ଏନଆଇଏ, ଇଡି ଓ ଆୟକର ବିଭାଗର ମୁଖ୍ୟମାନଙ୍କ ପରିବର୍ତ୍ତନ ଦାବିରେ ତୃଣମୂଳ କଂଗ୍ରେସ (ଟିଏମସି)ର ନେତାମାନେ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ବାହାରେ ଆଜି ୨୪ ଘଣ୍ଟିଆ ଧାରଣାରେ ବସିଥିଲେ। ଦଳର ଡେରେକ୍ ଓ’ବ୍ରାଏନ୍, ଡୋଲା ସେନ୍, ସାକେତ ଗୋଖଲେ…
ଭୁବନେଶ୍ବର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖେ ଫେରାଦ ହେଲା ରାଜ୍ୟ ବିଜେପି। ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଦିଗପହଣ୍ଡି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ଓ ବରିଷ୍ଠ ନେତା ଦିଲ୍ଲୀପ ମଲ୍ଲିକ ପ୍ରମୁଖ ନିର୍ବାଚନ ଅଧିକାରୀଙ୍କୁ…
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ଓ ନ୍ୟାସନାଲ କନଫରେନ୍ସ ମଧ୍ୟରେ ଆଲୋଚନା ହୋଇଛି। ଆସନ ବୁଝାମଣା ସମ୍ପର୍କରେ ନ୍ୟାସନାଲ କନଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା କହିଛନ୍ତି ଯେ ଏନସି ପ୍ରାର୍ଥୀମାନେ ତିନୋଟି ଆସନରେ ଲଢ଼ିବେ ଏବଂ ଅବଶିଷ୍ଟ…