Month: April 2024

ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ

ଭୁବନେଶ୍ଵର: ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ ସିଂ ନବୀନ ନିବାସ ଆସି ନିଜର…

ଦ୍ୱାରଶୁଣି ଘାଟିରେ ପାହାଡରେ ପିଟିହେଲା ବସ୍, ୨୦ରୁ ଅଧିକ ଶ୍ରମିକ ଆହତ

ମୟୂରଭଞ୍ଜ: ଭାରସାମ୍ୟ ହରାଇ ପାହାଡରେ ପିଟି ହେଲା ଯାତ୍ରୀବାହୀ ବସ୍ । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଖୋର୍ଦ୍ଧା ଓ ବ୍ରହ୍ମପୁରରେ ନିଯୁକ୍ତ ହେଲେ ଦୁଇ ନୂଆ ଏସପି

ଖୋର୍ଦ୍ଧା : ଦୁଇ ଜିଲ୍ଳାର ଏସ୍‌ପି ବଦଳାଇଲେ ନିର୍ବାଚନ କମିଶନ । ଖୋର୍ଦ୍ଧା ଓ ବ୍ରହ୍ମପୁର ପାଇଁ ଦୁଇ ନୂଆ ଏସପି ନିଯୁକ୍ତ ହୋଇଛନ୍ତି। ସାର୍ଥକ ଷଡ଼ଙ୍ଗୀ ହେଲେ ବ୍ରହ୍ମପୁର ଏସ୍‌ପି । ଅବିନାଶ କୁମାର ହେଲେ ଖୋର୍ଦ୍ଧାର ନୂଆ ଏସ୍‌ପି…

ଛତିଶଗଡ଼ ସୀମାରୁ ୬ ମାଓବାଦୀ ଗିରଫ, ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ପୋଲିସ ଓ ସିଆରପିଏଫ୍ କୋବ୍ରା ବାହିନୀଙ୍କ ମିଳିତ ଅପରେସନରେ ଓଡ଼ିଶା ଛତିଶଗଡ଼ ସୀମାରୁ ମାଓବାଦୀଙ୍କ କ୍ୟାମ୍ପ ଠାବ ସହ ୬ ଜଣ ମାଓବାଦୀ ଗିରଫ ହୋଇଛନ୍ତି ।…

ମଲ୍ଲିକାର୍ଜୁନ ଖଡେଗଙ୍କ ମନ୍ତବ୍ୟକୁ ‘ଟୁକଡେ-ଟୁକଡେ ଗ୍ୟାଙ୍ଗ’ର ଭାଷା କହି ପ୍ରବଳ ବର୍ଷିଲେ ପ୍ରଧାନମନ୍ତ୍ରୀ

ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଦେଇଥିବା ମନ୍ତବ୍ୟ ଉପରେ ପ୍ରବଳ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। “ଟୁକଡେ-ଟୁକଡେ ଗ୍ୟାଙ୍ଗ”ର ଭାଷା କହି କଂଗ୍ରେସକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି। ରାଜସ୍ଥାନର ଜୟପୁରରେ ଏକ…

ଲାଓସରେ ଫସିଥିବା ୧୭ ଓଡ଼ିଆ ଶ୍ରମିକ ଭାରତୀୟ ରାଷ୍ଟ୍ରଦୂତଙ୍କ ହସ୍ତକ୍ଷେପ ପରେ ଘରକୁ ଫେରିଲେ

ଭୁବନେଶ୍ବର: ଲାଓସରେ ଫସି ରହିଥିବା ୧୭ ଜଣ ଓଡ଼ିଆ ଶ୍ରମିକ ଓଡ଼ିଶା ଫେରିଛନ୍ତି। ଲାଓସରୁ ସେମାନେ ବ୍ୟାଙ୍ଗକକ୍‌ ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରୁ ପୁଣି ଏକ ଅନ୍ୟ ବିମାନରେ ଆଜି କୋଲକାତାରେ ପହଞ୍ଚି ଥିଲେ। ଓଡ଼ିଆ ଶ୍ରମିକମାନେ କୋଲକାତାରୁ ନିଜନିଜ ବ୍ୟବସ୍ଥାରେ…

ଗାଁ ଗାଁ ବୁଲି ମନ୍ଦିରରୁ ଚୋରି କରୁଥିବା ୭ ଜଣିଆ ଲୁଟେରା ଗ୍ୟାଙ୍ଗ ଗିରଫ

ବାଲେଶ୍ୱର: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାର ମନ୍ଦିର ଲୁଟ୍ ଘଟଣାରେ ୭ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହେଲା ପୋଲିସ। ସେମାନଙ୍କଠାରୁ ଠାକୁରଙ୍କ ଅଳଙ୍କାର ଜବତ କରାଯାଇଛି। ଜବତ ଅଳଙ୍କାରର ମୂଲ୍ୟ ୬ ଲକ୍ଷରୁ ଅଧିକ ହେବ ବୋଲି…

କଶ୍ମୀରରେ ଜୋରଦାର ଟକ୍କର, ମୁହାଁମୁହିଁ ହେବେ ଗୁଲାମ ନବି ଓ ମୁଫତୀ

ଏଥର ଜୋରଦାର କଶ୍ମୀର ଲୋକସଭା ନିର୍ବାଚନ। ପୁଣି ଥରେ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ପିଡିପି ସୁପ୍ରିମୋ ମେହବୁବା ମୁଫତୀ। ଅନନ୍ତନାଗ ନିର୍ବାଚନ ମଣ୍ଡଳିରୁ ଏଥର ମୁଫତୀ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ସେପଟେ ଜମ୍ମୁକଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବି ଆଜାଦ ମଧ୍ୟ…

ଭୁବନେଶ୍ବର ସମେତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା

ଭୁବନେଶ୍ବର: ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳିରୁ ରାଜ୍ୟବାସୀ ସାମାନ୍ୟ ଆଶ୍ବସ୍ତି ଲାଭ କରିଛନ୍ତି। ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପ୍ରାୟ ୧ ଘଣ୍ଟା ଧରି ବଜ୍ରପାତ ସହିତ ହାଲୁକା ବର୍ଷା…

ଇଡି ଚାର୍ଜସିଟ୍‌ରେ ଟିଭି ଓ ଫ୍ରିଜ୍‌ ବିଲ୍‌, ବଢ଼ିଲା ହେମନ୍ତ ସୋରେନ୍‌ଙ୍କ ଅଡୁଆ

ଥମୁନୁ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଅଡୁଆ। ଜମି ଦୁର୍ନୀତି ମାମଲା ସହ ଟଙ୍କା ହେରଫେର ଅଭିଯୋଗରେ ବନ୍ଧା ହୋଇଥିବା ହେମନ୍ତ ସୋରେନ୍‌ଙ୍କ ବିରୋଧରେ ଇଡି ଚାର୍ଜସିଟ୍‌ ଦାଖଲ କରିଛି ସେଥିରେ ଟିଭି ଓ ଫ୍ରିଜ୍‌ର ବିଲ୍‌ ମଧ୍ୟ ସାମିଲ…