ଭୁବନେଶ୍ବରରେ ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୩. ୫ ଡିଗ୍ରି ରେକର୍ଡ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଚଳିତ ବର୍ଷର ସର୍ବାଧିକ ଦିନ ତାପମାତ୍ର ଶୁକ୍ରବାର ରେକର୍ଡ ହୋଇଛି। ଭୁବନେଶ୍ବରରେ ଆଜି ତାପମାତ୍ରା ୪୩.୫ ଡିଗ୍ରି ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ,…