ପ୍ରବଳ ଖରା: ବଲାଙ୍ଗିରରେ ବଦଳିଲା ସକାଳୁଆ ସ୍କୁଲ ସମୟ
ବଲାଙ୍ଗିର : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସ୍କୁଲ୍ଗୁଡ଼ିକୁ ସକାଳୁଆ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକ ସକାଳୁଆ ହେଉଛି। ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ…