Month: April 2024

ଅଂଶୁଘାତରୁ ରକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର:ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଉପକୂଳରୁ ପଶ୍ଚିମ ଏବଂ ଦକ୍ଷିଣରୁ ଉତ୍ତର ଓଡ଼ିଶା ସବୁଠି ଡହଡହ ଖରା ଅନୁଭୂତ ହୋଇଛି । ସକାଳ ୮ ପରଠାରୁ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି । ମଣିଷ ମାନଙ୍କ…

ଗ୍ୟାସ୍‌ ଟାଙ୍କି ଫାଟି ୫ ଗୁରୁତର

ଅନୁଗୁଳ : ମାଛ ହେଲା କାଳ । ମାଛ ରୋଷେଇ କରୁଥିବା ବେଳେ ଗ୍ୟାସ ତାଙ୍କି ଫାଟି ୫ ଗୁରୁତର । ଏଭଳି ଦୁଃଖଦ ଘଟଣା ଅନୁଗୁଳ ତଳମୂଳ ପାଟଣାରେ ଦେଖିବାକୁ ମିଳିଛି । ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର…

ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି । ୨ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ ।…

ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର: ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର । ଶହ ଶହ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗଦେଲେ ଭୃଗୁ । ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ…

ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ

ଭୁବନେଶ୍ଵର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ବିଜେଡି ଉପସଭାପତି ଭାବେ ମଧ୍ୟ ଚନ୍ଦ୍ରଶେଖରଙ୍କୁ ନିଯୁକ୍ତି । ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ…

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିସନର

ଭୁବନେଶ୍ବର: ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିସନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା…

ଅଡୁଆରେ ମହୁଆ ମୈତ୍ର, ମାମଲା ରୁଜୁ କଲା ଇଡି

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ସାଂସଦ ମହୁଆ ମୋଇତ୍ରାଙ୍କ ବଢ଼ିଲା ଅଡୁଆ। ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ ପଚାରିବା ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଡି ତାଙ୍କ ବିରୋଧରେ ମନି ଲଣ୍ଡରିଂ…

ବିକଶିତ ଓଡ଼ିଶା ଗଠନ ପାଇଁ ଓଡ଼ିଶାକୁ ଦରକାର “ଡବଲ ଇଞ୍ଜିନ ସରକାର”: ବିଜେପି

ଭୁବନେଶ୍ୱର: ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ ଭୂମିକା ରହିଛି । କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକାବହନ କରେ । ଆଜି ଦେଶରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରୁ ନେଇ…

‘କୌଣସି ମୂଲ୍ୟରେ ଇସ୍ତଫା ଦିଅନ୍ତୁନି କେଜ୍ରିଓ୍ୱାଲ…’ ସୁନୀତାଙ୍କୁ ଭେଟିଲେ ୫୫ ବିଧାୟକ

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଗିରଫ ହୋଇ ବର୍ତ୍ତମାନ ଜେଲ୍‌ରେ ଅଛନ୍ତି। ତେବେ ତାଙ୍କ ଗିରଫଦାରୀ ପରେ ଆମ୍‌ ଆଦ୍‌ମୀ ପାର୍ଟିରେ ହଲଚଳ ବଢ଼ି ଯାଇଛି। ଏହାରି ଭିତରେ ମଙ୍ଗଳବାର ମନ୍ତ୍ରୀଙ୍କ ସମେତ ଦଳର ବିଧାୟକମାନେ କେଜ୍ରିଓ୍ୱାଲଙ୍କ…

ପଞ୍ଚଭୂତରେ ଲୀନ ହେଲେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ

ପୁରୀ: ପଞ୍ଚଭୂତରେ ଲୀନ ହେଲେ ଓଡିଶାର ବରିଷ୍ଠ ଭକ୍ତି ସଂଗୀତ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ବଡ଼ ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ପ୍ରଦାନ କରିଛନ୍ତି କଣ୍ଠ ଶିଳ୍ପୀ ଶାନ୍ତିଲତାଙ୍କୁ। ଦୀର୍ଘ…