Month: April 2024

ଅରୁଣାଚଳର ୩୦ଟି ସ୍ଥାନର ନାଁ ବଦଲାଇଲା ଚୀନ୍‌, କଡ଼ା ଜବାବ ଦେଲା ଭାରତ

ଅରୁଣାଚଳରେ ଧସେଇ ପଶିଛି ଚୀନ୍‌। ଅରୁଣାଚଳକୁ ନିଜର କରିବା ଲାଗି ଚଲାଇଛି ଷଡଯନ୍ତ୍ର। କଳେ ବଳେ କୌଶଳେ ଅରୁଣାଚଳ ପ୍ରଦେଶ ଉପରେ କବ୍‌ଜା କରିବା ପାଇଁ ଚୀନ୍‌ ନୂଆ ଯୋଜନା କରୁଛି। ଏବେ ଅରୁଣାଚଳ ପ୍ରଦେଶର ୩୦ ସ୍ଥାନର ନାଁ ବଦଳାଇ…

ଶିକ୍ଷା, କର୍ମନିଯୁକ୍ତି ଓ ସୂଚନା ପ୍ରଯୁକ୍ତି ବିଜ୍ଞାନର ହବ୍ ହେବ ଭୁବନେଶ୍ୱର: ବୈଜୟନ୍ତ ପଣ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ପୂର୍ବାହ୍ନରେ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି । ତାଙ୍କୁ ଦ୍ଵିତୀୟ ଥର ପାଇଁ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରରୁ ପ୍ରାର୍ଥୀ…

ହନ୍ତସନ୍ତ ଭିସ୍ତାରା ଯାତ୍ରୀ, କମ୍ପାନୀକୁ ଜବାବ ମାଗିଲା କେନ୍ଦ୍ର

ଭିସ୍ତାରାର ଶତାଧିକ ବିମାନ ବାତିଲ ଏବଂ ଉଡାଣ ବିଳମ୍ବକୁ ନେଇ କମ୍ପାନୀକୁ ଜବାବ ମାଗିଲା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ (MoCA)। ମନ୍ତ୍ରଣାଳୟ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦେବାକୁ କମ୍ପାନୀକୁ ନିର୍ଦ୍ଦେଶ ଦେଇଛି। ଏକ ସରକାରୀ ବିବୃତ୍ତିରେ ମନ୍ତ୍ରଣାଳୟ…

ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ଭାରତର ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ…

ବିନା ସର୍ତ୍ତରେ କ୍ଷମା ମାଗିଲେ ରାମଦେବ, ଗ୍ରହଣ କଲେନି ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟରେ ବିନା ସର୍ତ୍ତରେ କ୍ଷମା ମାଗିଲେ ଯୋଗ ଗୁରୁ ବାବା ରାମଦେବ । ପତଞ୍ଜଳିର ବିଭ୍ରାନ୍ତିକରଣ ବିଜ୍ଞାପନ ପ୍ରକାଶନ ମାମଲାରେ ଆଜି ଯୋଗ ଗୁରୁ ବାବା ରାମଦେବ ଓ ଆଚାର୍ଯ୍ୟ ବାଳକୃଷ୍ଣ ସୁପ୍ରିମକୋର୍ଟରେ ହାଜର ହୋଇ ବିନା ସର୍ତ୍ତରେ କ୍ଷମା ମାଗିଛନ୍ତି।…

ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ଚର୍ଚ୍ଚାର ଘଟିଲା ଅନ୍ତ । ୨୦୨୪ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୪୯ ବିଧାନସଭା ଓ ୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ନୂଆପଡ଼ାରୁ ଲଢ଼ିବେ…

‘ମୋତେ ବିଜେପିରୁ ଅଫର ଆସିଛି, ନ ମିଶିଲେ ମାସେ ଭିତରେ ଇଡ଼ି ବାନ୍ଧିବ’

ଦିଲ୍ଲୀ ମନ୍ତ୍ରୀ ତଥା ଆପ୍ ନେତ୍ରୀ ଆତିଶୀଙ୍କ ସଙ୍ଗୀନ ଅଭିଯୋଗ। ତାଙ୍କୁ ବିଜେପି ପକ୍ଷରୁ ଅଫର୍ ଦିଆଯାଇଛି, ଯଦି ସେ ଦଳରେ ସାମିଲ ନ ହୁଅନ୍ତି, ତେବେ ତାଙ୍କୁ ଆସନ୍ତା ଗୋଟିଏ ମାସ ମଧ୍ୟରେ ଇଡି ଗିରଫ କରିନେବ ବୋଲି ସେ…

ଆଗାମୀ ୪ ଦିନ ପର୍ଯ୍ୟନ୍ତ ସିଝିବ ଓଡ଼ିଶା, ୪୨ ଡିଗ୍ରୀ ଉପରକୁ ଯାଇପାରେ ତାପମାତ୍ରା

ଭୁବନେଶ୍ୱର: ପହିଲା ଏପ୍ରିଲରୁ ରାଜ୍ୟରେ ପ୍ରବଳ ଉତ୍ତାପ ଅନୁଭୁତି ହେଉଛି । ଅନେକ ରାଜ୍ୟରେ ତାପମାତ୍ରା ୩୫ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଭାରତୀୟ ପାଣିପାଗ ଅନୁସାରେ ଆଗାମୀ ୪ ଦିନ ଯାଏଁ…

କଚୋଡି ଖାଉଥିଲେ ଲୋକେ, ଚଢ଼ିଗଲା ମର୍ସିଡିଜ୍‌ କାର୍‌

ଦୋକନାରେ କଚୋଡି ଖାଉଥିଲେ ଲୋକେ। ହଠାତ୍‌ ଦ୍ରୁତ ଗତିରେ ଆସି ଦୋକନ ଭିତରେ ପଶି ଲୋକଙ୍କ ଉପରେ ଚଢ଼ିଗଲା ମର୍ସିଡିଜ କାର୍‌। ଏଥିରେ ୬ ଜଣ ଆହତ ହୋଇଛନ୍ତି। ଏଭଳି କିଛି ଦୁର୍ଘଟଣା ଘଟିଛି ଦିଲ୍ଲୀ ରାଜପୁର ରୋଡ ସିଭିଲ ଲାଇନ୍‌…

ଛତିଶଗଡ଼ ପୁଲିସକୁ ବଡ଼ ସଫଳତା: ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହିତ

ମାଲକାନଗିରି: ଛତିଶଗଡ଼ ପୁଲିସକୁ ମିଳିଛି ବଡ଼ ସଫଳତା। ଯବାନଙ୍କ ଗୁଳିରେ ୪ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରୁ ଏସଏମଜି, ୟୁବିଜିଏଲ ପରି ଅତ୍ୟାଧୁନିକ ମାରଣାସ୍ତ୍ର ଜବତ ହୋଇଛି। ସୁକୁମା-ବିଜାପୁର ସୀମାବର୍ତ୍ତୀ ଗାଂଗାଲୁର ଜଂଗଲରେ ଏହି ଗୁଳି ବିନିମୟ ହୋଇଛି। ମାଲକାନଗିରି…