ଭଞ୍ଜନଗରରେ ନିର୍ବାଚନୀ ହିଂସା: ବୁଥ୍ ରିଗିଂ ଅଭିଯୋଗ
ଭଞ୍ଜନଗର:ଭଞ୍ଜନଗରର ତୁରୁମୁ ପଞ୍ଚାୟତର ବେରୁଆବାଡି ଗାଁର ୪୭୮ ନମ୍ବର ବୁଥ୍ରେ ନିର୍ବାଚନୀ ହିଂସା ଘଟିଛି। ବୁଥ୍ରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ ଦେଖିବାକୁ ମିଳିଛି । ବିଜେପି କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ବିଜେଡ଼ିକର୍ମୀମାନେ ବୁଥ୍ ରିଗିଂ…