Month: May 2024

୨୦୨୪ ବର୍ଷରେ ଜିଡ଼ିପି ୮.୨% ରହିପାରେ

ନୂଆଦିଲ୍ଲୀ : ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟିଂ ପୂର୍ବରୁ ଭାରତୀୟ ଅର୍ଥନୀତିକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚ କ୍ୱାର୍ଟରର୍‌ରେ ଦେଶର ଜିଡିପି ୭.୮%…

ଯୌନ ନିର୍ଯାତନା ମାମଲା: ସାଂସଦ ରେଭାନ୍ନାଙ୍କୁ ଜୁନ ୬ ଯାଏ ରିମାଣ୍ଡରେ ନେଲା ଏସ୍‌ଆଇଟି

ବେଙ୍ଗାଲୁରୁ : ଶହଶହ ମହିଳାଙ୍କୁ ଯୌନ ନିର୍ଯାତନା ଦେଇ ବ୍ଲାକମେଲିଂ କରିବା ଅଭିଯୋଗରେ ଗିରଫ ହୋଇଥିବା କର୍ଣ୍ଣାଟକାର ଜେଡିଏସ୍‌ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନାଙ୍କୁ ରିମାଣ୍ଡରେ ନେଇଛି ଏସ୍‌ଆଇଟି।…

କନ୍ୟାକୁମାରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆଜିଠୁ ବସିବେ ଧ୍ୟାନରେ

ନୂଆଦିଲ୍ଲୀ : ଦେଶରେ ଚାଲିଥିବା ଲୋକସଭା ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ଆସନ୍ତା ୧ ତାରିଖରେ ଓଡ଼ିଶା ସମେତ ଦେଶରେ ଶେଷ ପର୍ଯ୍ୟାୟ…

ନିର୍ବାଚନ ନ ସରିବା ପୂର୍ବରୁ ଏକଜିଟ୍ ପୋଲ: ଘରୋଇ ଟିଭି ଚ୍ୟାନେଲ ବିରୋଧରେ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ନିର୍ବାଚନ କମିଶନ ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ଏକ ଘରୋଇ…

ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ଅଶ୍ୱିନୀ ବୈଷ୍ଣବ, ଦେଲେ ତଥ୍ୟ

ଭୁବନେଶ୍ବର : ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ରେଳ ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆଜି ବିଭିନ୍ନ ଛାପା ଗଣମାଧ୍ୟମରେ କେନ୍ଦ୍ର ସରକାର ଓଡ଼ିଶାକୁ ଉପେକ୍ଷା…

ନବୀନଙ୍କ ରୁମ୍‌ରୁ ଟେଲିଫୋନ୍‌ କଟାଯାଇଛି: ଧର୍ମେନ୍ଦ୍ର

ଭୁବନେଶ୍ବର : “ନବୀନ ନିବାସର ନବୀନ ପଟ୍ଟନାୟକଙ୍କ ରୁମ୍‌ରେ ଟେଲିଫୋନ ସଂଯୋଗ ନାହିଁ। ତାଙ୍କ ରୁମ୍‌ରେ ଡାଇରେକ୍ଟ ଟେଲିଫୋନ କନେକ୍ସନ ନାହିଁ। ନବୀନଙ୍କ ରୁମ୍‌ରେ ଯେଉଁ ଟିଭି…

ଖାମ୍‌ରେ ହଜାରେ ଟଙ୍କା ଭର୍ତ୍ତି କରି ବାଣ୍ଟୁଥିବା ଅଭିଯୋଗ: ୨ ଗିରଫ

ମୟୂରଭଞ୍ଜ: ଜୁନ୍ ୧ରେ ଓଡ଼ିଶାର ୬ଟି ଲୋକସଭା ଏବଂ ୪୨ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏପରିସ୍ଥଳେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଟଙ୍କା ବାଣ୍ଟୁଥିବା…

ପୁରୀ ବାଣ ବିସ୍ଫୋରଣ: ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶ୍ରୀକ୍ଷେତ୍ରରେ ଭଉଁରୀରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ଏଯାବତ ୩ ଜଣ ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ…

ରାଉରକେଲା ସରକାରୀ ଡାକ୍ତରଖାନାରେ ୬ ଘଣ୍ଟାରେ ୧୦ ଜଣଙ୍କ ମୃତ୍ୟୁ

ରାଉରକେଲା : ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ସାଢ଼େ ୬ ଘଣ୍ଟା ଭିତରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ ଏହି…

ଅସମ୍ଭାଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା; ୪୭ ଡିଗ୍ରୀ ଛୁଇଁଲା ତାତି

ଭୁବନେଶ୍ବର : ଅସମ୍ଭାଳ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା। ୪୭ ଡିଗ୍ରୀ ଛୁଇଁଲା ତାତି। ଆଜି ଝାରସୁଗୁଡ଼ା ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ଏଠାରେ…