ବ୍ୟାପକ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା: ମହିଳାଙ୍କୁ ବିନା ମୂଲ୍ୟରେ ବାର୍ଷିକ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା
ଭୁବନେଶ୍ବର: ସାଧାରଣ ଜନତାଙ୍କର ସ୍ବାସ୍ଥ୍ୟର ଉନ୍ନତି ଓ ଅର୍ଥ ଚିନ୍ତାକୁ ଦୃଷ୍ଟିରେ ରଖି ବିଜେଡି ସରକାର ଓଡ଼ିଶାବାସୀଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କେୱାଇ) ଲାଗୁ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ଲୋକଙ୍କୁ ଆଶ୍ବସ୍ତି ଦେବା ପାଇଁ ସରକାର ବଡ଼ ଉଦ୍ୟମ…