ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ
ବ୍ରହ୍ମପୁର: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରାଯାଇଛି । ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ…