Month: May 2024

ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପ୍ରଚାର ବେଳେ ମହୁମାଛି ଆକ୍ରମଣ, ୨୦ ଆହତ

ସୁବର୍ଣ୍ଣପୁର: ବିଜେଡି ନେତାଙ୍କ ନିର୍ବାଚନ ପ୍ରଚାର ବେଳେ ଆକ୍ରମଣ କଲେ ମହୁମାଛି। ଏଥିରେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କଇନ୍ତରା ଗାଁରେ ଘଟିଛି ଏହି ଘଟଣା। ଆଜି ବିଜେଡିର ବଲାଙ୍ଗିର ଲୋକସଭା ଆସନ ପ୍ରାର୍ଥୀ…

ପାକିସ୍ତାନକୁ ଚୁଡ଼ି ପିନ୍ଧାଇ ଦେବୁ ବୋଲି କହିଲେ ମୋଦି

ନିର୍ବାଚନ ଋତୁରେ ବିରୋଧୀ ମେଣ୍ଟ ଇଣ୍ଡିଆକୁ ସମାଲୋଚନା କରିବାକୁ ଆଦୌ କାଳବିଳମ୍ବ କରି ନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବିରୋଧୀଙ୍କୁ ଭୀରୁ ବା କାପୁରୁଷ କହିଛନ୍ତି। ବିରୋଧୀମାନେ ପାକିସ୍ତାନର ଆଣିବିକ ଅସ୍ତ୍ର ଦେଖି ଭୟଭୀତ ବୋଲି ମୋଦି କହିଛନ୍ତି। ନିକଟରେ…

ବିଜେପି କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବ

ଅନୁଗୁଳ: ହିନ୍ଦୋଳ, କାମାକ୍ଷନଗର ପରେ ଏବେ ପରଜଙ୍ଗରେ ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଏହି ସମୟରେ ସେ ନାଁ ନନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ୧୦…

ପ୍ରକାଶ ପାଇଲା CBSE ଦଶମ ଓ ଦ୍ବାଦଶ ରେଜଲ୍ଟ

ଭୁବନେଶ୍ୱର : ଆରମ୍ଭ ହେଲା ରେଜଲ୍ଟ ଋତୁ । ପ୍ରକାଶ ପାଇଲା CBSE ଦଶମ ଓ ଦ୍ବାଦଶ ରେଜଲ୍ଟ । ସିବିଏସଇ ୱେବସାଇଟ cbse.nic.inରେ ରେଜଲ୍ଟ ଉପଲବ୍ଧ । ଦ୍ବାଦଶରେ ୮୭.୯୮% ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ୨୪ ହଜାର ପରୀକ୍ଷାର୍ଥୀ…

ଏନ୍‌କାଉଣ୍ଟର୍‌ରେ ୩ ନକ୍ସଲ ମୃତ

ପୁଲିସ ଗୁଳିଲେ ଟଳିଲେ ୩ ନକ୍ସଲ। ମହାରାଷ୍ଟ୍ରର ଗଡଚିରୋଲିରେ ପୁଲିସ ଓ ନକ୍ସଲ ଭିତରେ ଗୁଳିବିନିମୟ ହୋଇଛି। ଏଥିରେ ପୁଲିସ ଗୁଳିରେ ତିନି ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ମୃତ ନକ୍ସଲଙ୍କ ମଧ୍ୟରେ ଦୁଇ ଜଣ ମହିଳା ଅଛନ୍ତି।…

ଭୁବନେଶ୍ବରରେ ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ, ବିଜେଡି ଉପରେ ବର୍ଷିଲେ ବରିଷ୍ଠ ନେତା

ଭୁବନେଶ୍ବର: ଭୁବନେଶ୍ବରରେ ବିଜେପି ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ଦଳର ବରିଷ୍ଠ ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧ‌ର୍ମେନ୍ଦ୍ର ପ୍ରଧାନ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପସଭାପତି…

ଅନୁଭବ ମହାନ୍ତିଙ୍କ ନାଁରେ NBW ଜାରି; ହୋଇପାରନ୍ତି ଗିରଫ

କଟକ: ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି। ଅନୁଭବଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା (NBW) ଜାରି ହେବା ପରେ ଏପରି ଆଶଙ୍କା ସୃଷ୍ଟି ହୋଇଛି। କଟକ ଜେଏମ୍‌ଏଫସି (MP, MLA) କୋର୍ଟ ପକ୍ଷରୁ ଏହି ଏନବିଡବ୍ଲ୍ୟୁ ଜାରି ହୋଇଛି।…

‘ଏହି କାରଣ ପାଇଁ ରାହୁଲ ରାମ ମନ୍ଦିର ଯାଇ ନାହାନ୍ତି’…: ଅମିତ ଶାହା

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଅଯୋଧ୍ୟାରେ ରାମ ମନ୍ଦିରକୁ ଯାଇ ନାହାନ୍ତି! ତେବେ, ଏହାର ଏକମାତ୍ର କାରଣ ହେଉଛି ଭୋଟବ୍ୟାଙ୍କ ହରାଇବାର ଭୟ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି। ମହାରାଷ୍ଟ୍ରର ଧୁଲେ ଜିଲ୍ଲାରେ ଏକ ରାଲିକୁ ସମ୍ବୋଧିତ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ରଥ ନିର୍ମାଣର ତୃତୀୟ ଦିନରେ ରଥ ଖଳାରେ ଜୋର ଧରିଛି ରଥ କାମ । ତିନି ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନେତୃତ୍ୱରେ ରଥ ନିର୍ମାଣ କାମ ଆଗେଇ…

୧୫ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ୧୬ରେ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ବିଜେପି ଭଳି କଂଗ୍ରେସ ମଧ୍ୟ ଓଡିଶା ଉପରେ ଜୋର୍ ଦେଉଛି। ବିଜେଡି ବିରୋଧରେ ଗୋଟିଏ ଜନ ବିରୋଧୀ ନାରା ତେଜିଛି ବୋଲି କଂଗ୍ରେସ ବାରମ୍ବାର କହି ଆସୁଛି। ଆଉ ଏହି ଧାରାରେ ଦଳର ଶୀର୍ଷ ନେତା ରାହୁଲ ଗାନ୍ଧୀ, ଦଳର…