ପାଣ୍ଡିଆନଙ୍କ ଘୋଷଣା : ଜୁନ ୯ରୁ ପ୍ରତି ଘରକୁ ମାଗଣା ବିଜୁଳି
ଭୁବନେଶ୍ୱର,୧୧।୫: ସୁନ୍ଦରଗଡ଼ର ରଘୁନାଥପାଲ୍ଲୀରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜୋରଦାର ପ୍ରଚାର କରିଛନ୍ତି । ଜନସଭାରେ ଯୋଗ ଦେଇ ବିକାଶମୂଳକ କାମର ହିସାବ ଦେବା ସହ ବିରୋଧୀ ଭାଜପାକୁ ତୁହାକୁ ତୁହା ଆକ୍ରମଣ କରି ଲହୁ ଲୁହାଣ କରିଛନ୍ତି ପାଣ୍ଡିଆନ ।…