ବ୍ରହ୍ମପୁର, ଆସିକା ଓ କନ୍ଧମାଳ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ପ୍ରଚାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର,…