ରୁଦ୍ର ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହେଲେ ପତ୍ନୀ ଜାଗୃତି
ପିପିଲି : ନିର୍ବାଚନୀ ମଇଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ। ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆସିଛି ଏମିତି ଚିତ୍ର। ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ତାଙ୍କ ପତ୍ନୀ ଜାଗୃତି ପଣ୍ଡା। ସେ ସ୍ୱାଧୀନ…