କେ.କବିତାଙ୍କୁ ମିଳିଲାନି ଜାମିନ୍
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବିଆର୍ଏସ୍ ନେତ୍ରୀ କେ.କବିତାଙ୍କୁ ପୁଣି ଝଟ୍କା। ମିଳିଲାନି ଜାମିନ। ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ ଆଜି ତାଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଉଭୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ମାମଲାରେ ଜାମିନ…
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବିଆର୍ଏସ୍ ନେତ୍ରୀ କେ.କବିତାଙ୍କୁ ପୁଣି ଝଟ୍କା। ମିଳିଲାନି ଜାମିନ। ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ ଆଜି ତାଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଉଭୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ମାମଲାରେ ଜାମିନ…
ଭୁବନେଶ୍ବର; ‘ବିଜେପିକୁ ଉପହାସ କରି କହିଲେ ମୁଖ୍ୟମନ୍ତ୍ରୀ -ଦିନରେ ସ୍ବପ୍ନ ଦେଖୁଛି ବିଜେପି’ । ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ରଣହୁଙ୍କାର ପରେ ଭିଡିଓ ବାର୍ତ୍ତା ଜାରି କଲେ ମୁଖ୍ୟମନ୍ତ୍ରୀ । କହିଲେ ଦିନରେ ସ୍ବପ୍ନ ଦେଖୁଛି । ଆଜି ବ୍ରହ୍ମପୁର ଓ…
ପୁରୀ : ଉମା- ସୁଜିତ ସମର୍ଥକ ମୁହାଁମୁହିଁ । ପୁରୀରେ ନାମାଙ୍କନ ଦାଖଲ ବେଳେ ଦୁଇ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ହାତାହାତି, ଗଣ୍ଡଗୋଳ । ନାମାଙ୍କନ ପତ୍ର ଦାଖଲ କରି ଫେରୁଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ସୁଜିତ ମହାପାତ୍ରଙ୍କ ସହ କଂଗ୍ରେସ…
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଦଳର ଆଇଟି ମୁଖ୍ୟ ଅମିତ ମାଲବ୍ୟ ଓ କର୍ଣ୍ଣାଟକା ବିଜପି ମୁଖ୍ୟ ବିଓାଇ ବିଜୟେନ୍ଦ୍ରଙ୍କ ବିରୋଧରେ ଏଫଆଇଆର ଦେଇଛି କଂଗ୍ରେସ। ଏସ୍ସି ଓ ଏସ୍ଟି ସଂପ୍ରଦାୟର ଲୋକଙ୍କୁ ଏକ ନିର୍ଦ୍ଦିଷ୍ଟ ପ୍ରାର୍ଥୀଙ୍କୁ ଭୋଟ ନ…
ପୁରୀ : ଆଜି ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । ଆସିକା ବନଖଣ୍ଡ ରୁ ଏହି କାଠ ଆସି ପହଞ୍ଚିଥିବା ରଥ ତତ୍ତ୍ୱାବଧାରକ ସୂଚନା ଦେଇଛନ୍ତି । ସମୁଦାୟ ୧୪ଗୋଟି ଫାଶୀ କାଠ ଆସିକା ବନଖଣ୍ଡରୁ ରଥଖଳାରେ ଆସି ପହଞ୍ଚିଛି…
ବଲିଉଡକୁ ବାଏ ବାଏ କହିବେ କୁଇନ୍ କଙ୍ଗନା ରଣାଓ୍ୱତ। ଯଦି ସେ ନିର୍ବାଚନ ଜିତନ୍ତି ତେବେ ବଲିଉଡ ଛାଡି ଦେବେ। ପୂରାପୁରି ରାଜନୀତିରେ ସକ୍ରିୟ ରହି ଲୋକଙ୍କ ପାଇଁ କାମ କରିବେ। ଏକଥା ଆମେ କହୁନୁ। ନିକଟରେ ଏକ ସାକ୍ଷାତକାର୍ରେ ଏଭଳି…
ନବରଙ୍ଗପୁର: ପ୍ରଥମେ ବ୍ରହ୍ମପୁର ଆଉ ଏବେ ନବରଙ୍ଗପୁରରେ ବିଜୟ ସଂକଳ୍ପ ସମବାବେଶରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ ଓଡିଆରେ ନିଜର ଭାଷଣ ଆରମ୍ଭ କରିଛନ୍ତି । ଏଠାରେ ମଧ୍ୟ ମୋଦି ଶାସକ…
ରତଲାମ୍ : କଂଗ୍ରେସ ନେତା ରାହୁଲ ଗାନ୍ଧି ସୋମବାର କହିଛନ୍ତି ଯେ ଚଳିତ ଲୋକସଭା ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏ କୁ ୧୫୦ ଟି ଆସନ ମଧ୍ୟ ମିଳିବ ନାହିଁ ଏବଂ ଏହି ନିର୍ବାଚନ ସମ୍ବିଧାନକୁ ବଞ୍ଚାଇବା ପାଇଁ ଉଦ୍ଦିଷ୍ଟ ଯାହାକୁ…
ଭୁବନେଶ୍ବର: ପ୍ରକାଶ ପାଇଲା ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ । cisce.org ଏବଂ results.cisce.org ଓ୍ବେବସାଇଟ୍ରେ ରେଜଲ୍ଟ ଉପଲବ୍ଧ । ଛାତ୍ରୀଛାତ୍ରୀ ଓ୍ବେବସାଇଟ୍ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ଦଶମରେ ୯୯. ୦୮% ଓ ଦ୍ୱାଦଶରେ ୯୮.୯୦% ଛାତ୍ରଛାତ୍ରୀ…
ବ୍ରହ୍ମପୁର : ଓଡ଼ିଶାରେ ହେବ ପ୍ରଥମ ଡବଲ ଇଞ୍ଜିନ ସରକାର । ବ୍ରହ୍ମପୁର ବିଜୟ ସଂକଳ୍ପ ସମାବେଶରେ ଏଭଳି ଦୃଢକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । କହିଛନ୍ତି ପ୍ରାକୃତିକ ସମ୍ପଦରେ ପରିପୂର୍ଣ୍ଣ ଓଡ଼ିଶା। ରାଜ୍ୟର ଓଡ଼ିଶାର ବିକାଶ ପାଇଁ ବିଜେପି…