Month: May 2024

ଉଦ୍ଧବଙ୍କୁ ଚ୍ୟାଲେଞ୍ଜ କଲେ ଶାହା

ମୁମ୍ବାଇ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ମେ ୭ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରାଜନୈତିକ ଦଳ ଏବଂ ସେମାନଙ୍କର ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପରସ୍ପର ଉପରେ ଆକ୍ରମଣ କରୁଛନ୍ତି। ଏହି କ୍ରମରେ ଆଜି…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼

ଜଳେଶ୍ଵର : ରଣଭୂମୀ ପାଲଟିଲା ଡାକ୍ତରଖାନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼ । ବାଲେଶ୍ବର ଜିଲ୍ଲା ଜଳେଶ୍ଵର ସ୍ଥିତ ଜିକେ ଭଟ୍ଟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା । ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରର ଇନଚାର୍ଜ ଡାକ୍ତର ଦିଲ୍ଲିପ…

ବରଗଡରେ ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ

ବରଗଡ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଅଷ୍ଟମ ତଥା ଶେଷ ଦିନ । ଶେଷ ଦିନରେ ବରଗଡ ବିଧାନସଭା ଆସନ ପାଇଁ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ ନିପନ ଦାସ ତାଙ୍କର ନାମାଙ୍କନ ପତ୍ର ଦାଖଲ…

୧୪ରେ ବାରାଣାସୀରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦୀ

ନୂଆଦିଲ୍ଲୀ: ଆସନ୍ତା ୧୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପ୍ରାର୍ଥିପତ୍ର ପତ୍ର ଦାଖଲ କରିବେ। ପ୍ରାର୍ଥିପତ୍ର ଦାଖଲର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମେ ୧୩ ରେ ସେ ବାରଣାସୀରେ ଏକ ବିଶାଳ ରୋଡ୍ ସୋ କରିବେ। ଏହି ରୋଡସୋରେ…

ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଖାରବେଳ ସ୍ୱାଇଁ

ଭୁବନେଶ୍ୱର: ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ଲଢିବେ ଖାରବେଳ ସ୍ୱାଇଁ । ଏନେଇ ଆଜି ଘୋଷଣା କରିଛନ୍ତି ଖାରବେଳ । ଚଳିତ ନିର୍ବାଚନରେ ସେ ବାଲେଶ୍ବର ଆସନରୁ ବିଜେପି ଟିକେଟ୍ ପାଇଁ ଆଶାୟୀ ଥିବାବେଳେ, ହେଲେ ଦଳ ତାଙ୍କ ବଦଳରେ…

ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ

ଆସନ୍ତା ୯ ତାରିଖରେ କନ୍ଧମାଳ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଫୁଲବାଣୀ ଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲା…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ

ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପାତ୍ର । ଜଣେ ଠିକାଦାରଙ୍କଠାରୁ ବିଲ୍ ପାସ୍ କରିବା ପାଇ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ…

ଲୋକ ଜାଣିଛନ୍ତି ଯେ ରାହୁଲ ସର୍ବପ୍ରଥମେ ଇଟାଲୀ ପଳାଇବେ: ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସର ପୂର୍ବତନ ସଭାପତି ତଥା ରାଏବରେଲି ପ୍ରାର୍ଥୀ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଯୋଗୀଙ୍କ ବିବୃତ୍ତିର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବୃତ୍ତିରେ ଯୋଗୀ କହିଛନ୍ତି, ‘ଲୋକମାନେ ଜାଣନ୍ତି ଯେ ଯେତେବେଳେ ଭାରତରେ…

ଭଞ୍ଜନଗରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜୋରଦାର ପ୍ରଚାର

ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି । ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି । ସେମାନଙ୍କ ବିକାଶକୁ ବିରୋଧ…

ଗାଡ଼ି ଯାଞ୍ଚ ବେଳେ ୨୦ ଲକ୍ଷ ଟଙ୍କା ଜବତ

ଯୋଡ଼ା : କାର୍ ରୁ ମିଳିଲା ନଗଦ ୨୦ ଲକ୍ଷ ଟଙ୍କା । ବଡବିଲ ଥାନା ଭଦ୍ରସାହି ନିକଟରେ ପୋଲିସ ଯାଞ୍ଚ ସମୟରେ ଏକ କାରରୁ ୨୦ଲକ୍ଷ ଟଙ୍କା ଜବତ ହୋଇଛି । ଯୋଡ଼ାରୁ କୋଇଡା ଅଭିମୁଖେ ଯାଉଥିଲା କାର ।…