Month: June 2024

ଏମର୍ଜେନ୍ସିକୁ ‘କଳା ଦିନ’ ସମ୍ବୋଧିତ କଲେ ବାଚସ୍ପତି, ବିଭାଜନକାରୀ ବିବୃତ୍ତି କହି ବିରୋଧୀଙ୍କ ହଙ୍ଗାମା

ଦେଶର ଜରୁରୀ ପରିସ୍ଥିତି ବା ଏମର୍ଜେନ୍ସିର ୪୯ ବର୍ଷ ପୂର୍ତ୍ତି ଅବସରରେ ସଂସଦ ଅଧିବେଶନରେ ଏହି ଦିନକୁ ମନେ ପକାଇଛନ୍ତି ନବନିର୍ବାଚିତ ବାଚସ୍ପତି ଓମ୍ ବିର୍ଲା। ଲୋକସଭାର ବାଚସ୍ପତି ଭାବେ ଦ୍ୱିତୀୟ ଇନିଂସ ଆରମ୍ଭର ପ୍ରଥମ ଦିନରେ ସମ୍ବିଧାନର ଏହି ସମୟକୁ…

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଓ ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୂର୍ବରୁ ମଧ୍ୟ ଏହି ପ୍ରସଙ୍ଗରେ ଏକ ବାଲୁକା ଚିତ୍ରକଳା କରି ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର…

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ। ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ କମ ଦିନ ଭିତରେ ନୂଆ ଶିକ୍ଷକ ନିଯୁକ୍ତି ଦିଆଯିବ। ଗତକାଲି ରିଭ୍ୟୁ ମିଟିଂ…

ଏନ୍‌କାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ

ସୁରକ୍ଷାବାହିନୀକୁ ମିଳିଲା ସଫଳତା। ଘାଟିରେ ଏନ୍‌କାଉଣ୍ଟରେ ଟଳିଲେ ଦୁଇ ଆତଙ୍କବାଦୀ। ବୁଧବାର ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ ସୁରକ୍ଷାବାହିନୀ ଓ ଆଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନା…

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଘଟଣା, ବିଜେଡି ନେତାଙ୍କ ଘରେ ପୋଲିସ

ଭୁବନେଶ୍ବର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ଘଟଣାରେ ବିଜେଡି ନେତା ରଘୁନନ୍ଦନ ଦାସଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା ପୋଲିସ । ତଦନ୍ତ ଓ ପଚରାଉଚରା ପାଇଁ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ । ସୂଚନା…

ଦୁଇ ନକଲି ନକ୍ସଲ ଗିରଫ

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ ୨ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ଏ ନେଇ ସୂଚନା ଦେଲେ ଜୟପୁର ଏସଡିପିଓ ଅଙ୍କିତ ବର୍ମା ।…

ଶୁଣାଣି ବେଳେ କୋର୍ଟ ଭିତରେ ବିଗିଡ଼ିଲା କେଜ୍ରିଓ୍ୱାଲଙ୍କ ସ୍ୱାସ୍ଥ୍ୟାବସ୍ଥା

ଅସୁସ୍ଥ ହୋଇପଡିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ। କୋର୍ଟ ରୁମ୍‌ରେ ବିଗିଡିଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା। ତାଙ୍କ ସୁଗାର ଲେବୁଲ ହ୍ରାସ୍‌ ପାଇଛି। ଏଥିପାଇଁ ତାଙ୍କୁ ଅନ୍ୟ ଏକ କୋଠରୀରେ ବସାଯାଇଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍‌ରିୱାଲଙ୍କୁ ବିଧିବଦ୍ଧ ଭାବେ…

ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍‌ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି…

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା ଛେଣ୍ଡ ଥାନା ପୋଲିସ । ଗତ ୨୩ ତାରିଖରେ ଛେଣ୍ଡ କଲୋନୀ ସ୍ଥିତ ଆରଡିଏ କଲୋନୀରେ ରହୁଥିବା ନିହାର ସରକାର…

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ…