Month: June 2024

ଟଙ୍କା ପାଇଁ ମହିଳା ନିଜେ ରଚିଥିଲେ ନିଜ ଅପହରଣର କାହାଣୀ

ଭୁବନେଶ୍ୱର: ଭୁବନେଶ୍ବରରୁ ମହିଳାଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାସ୍‌ କରିଛି ପୋଲିସ । ଟଙ୍କା ପାଇଁ ନିଜ ଅପହରଣର ନାଟକ ରଚିଥିଲେ ମହିଳା। ଭାଇଠାରୁ ୧ କୋଟି ଟଙ୍କା ଝଡ଼େଇବାକୁ କରାଯାଇଥିଲା ଅପହରଣର ନାଟକ । ଏହି ଅପହରଣ ନାଟକରେ ସଂପୃକ୍ତ ମହିଳାଙ୍କ…

‘ଯୁବକଙ୍କ ପାଇଁ ନୂଆ ସୁଯୋଗ ଆଣିଛି ଯୋଗ ଅର୍ଥନୀତି ’

ଯୋଗ କଲା ସାରା ବିଶ୍ୱ । ଦେଶବ୍ୟାପୀ ପାଳିତ ହୋଇଛି ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ। ଏଥରର ଥିମ୍ ରହିଛି ‘ସ୍ୱୟଂ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଡାଲ୍ ହ୍ରଦ ନିକଟରେ…

ଯୋଗ ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ‘ପ୍ରତି ପଞ୍ଚାୟତରେ ଖୋଲିବ ଆରୋଗ୍ୟମ୍ ସେଣ୍ଟର’

ଭୁବନେଶ୍ୱର: ଆଜି ସମଗ୍ର ବିଶ୍ବରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ରାଜ୍ୟର ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ ଠାରେ ମଧ୍ୟ ଯୋଗ ଦିବସ ପାଳନ ହୋଇଛି । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…

ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ…

କାଲି ଦଶମ ଅନ୍ତର୍ଜାତୀୟ ଯୋଗଦିବସ

ହରିହର ତ୍ରିପାଠୀ ପାଳିତ ହେଉଛି ଦଶମ ଅନ୍ତର୍ଜାତୀୟ ଯୋଗଦିବସ । ୨୦୧୫ ମସିହାରେ ପାଳିତ ହୋଇଥିଲା ପ୍ରଥମ ଯୋଗ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଯେତେବେଳେ ଜୁନ୍ ୨୧କୁ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସଭାବେ ପାଳନ କରିବାକୁ ପ୍ରସ୍ତାବ ଦିଆଗଲା…

ଡ୍ରେନରେ ଭାସି ନାବାଳକ ମୃତ୍ୟୁ ଘଟଣାରେ BMC ଡ୍ରେନେଜ୍‌ ଡିଭିଜନ ସହକାରୀ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ବର : ରାଜଧାନୀ ଡ୍ରେନ୍‌ରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ଘଟଣାରେ ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ଡ୍ରେନେଜ୍‌ ଡିଭିଜନରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କୁ ନିଲମ୍ବନ କରାଯାଇଛି। ଗତ…

ବାଟବଣା ୨୫ଟିକିଆ ହାତୀପଲ: ଜନବସତି ମୁଁହା ଦନ୍ତା, ଲୋକେ ଛାନିଆ

ଘୁ.ଉଦୟଗିରି: ଗଞ୍ଜାମ ଜିଲ୍ଲାର ଉତ୍ତର ଘୁମୁସର ବନଖଣ୍ଡରୁ କନ୍ଧମାଳ ଜିଲ୍ଲାର କଳିଙ୍ଗା ସେକ୍ସନକୁ ଗତ ଦେଢ଼ ମାସ ହେଲା ପଶି ଆସିଥିବା ଗଜରାଜ ଦଳ ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ ଚଳେଇଛନ୍ତି। ଜଙ୍ଗଲରୁ ଗାଁକୁ, ଗାଁରୁ ସାହିକୁ, ସାହିରୁ ମୁଖ୍ୟ ସଡ଼କ, ରାଜ୍ୟ…

ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ

ଭୁବନେଶ୍ବର : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ। କାଲି ସକାଳ ୬ଟା ୩୦ରୁ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ଖରା ଓ ଗୁଳୁଗୁଳିକୁ ଦେଖି ଆଉ ଦିନକ ପାଇଁ ସକାଳୁଆ ସ୍କୁଲ ଅବଧିକୁ ବୃଦ୍ଧି କରିଛନ୍ତି…

ନବୀନ ବାବୁ ଏକଦମ୍‌ ଫିଟ୍‌ ଓ ବ୍ୟୁଟିଫୁଲ୍‌ କହିଲେ ତାରା

ଭୁବନେଶ୍ବର : ନିର୍ବାଚନ ସମୟରେ ନବୀନ ପଟ୍ଟନାୟକଙ୍କ ହାତ ଓ ମୁଣ୍ଡ ଥରୁଥିଲା। ତାଙ୍କ ମାଇକ୍‌ ଆଉ ଜଣେ ଧରୁଥିଲା। ହେଲେ ଏବେ ନବୀନ ବାବୁ ଏକଦମ୍‌ ଫିଟ୍‌ ଅଛନ୍ତି। ସେ ଠକ୍‌ଠକ୍‌ କରି ଚାଲୁଛନ୍ତି। ବ୍ୟୁଟିଫୁଲ୍‌ ଦେଖାଯାଉଛନ୍ତି। ଆଜି ଏପରି…

ତାଳଚେର-ବିମଳାଗଡ଼ ରେଳପଥ ପ୍ରକଳ୍ପ: ଅବଶିଷ୍ଟ ୩୫୪ ଏକର ଜମି ଅଧିଗ୍ରହଣ କେବେ?

ରାଉରକେଲା: ତାଳଚେର-ବିମଳାଗଡ଼ ରେଳପଥ ପ୍ରକଳ୍ପ ହେଉଛି ଜିଲ୍ଲାବାସୀଙ୍କ ୬ ଦଶନ୍ଧି ପୁରୁଣା ଦାବି। ତେବେ ଏହି ବହୁ ପ୍ରତିକ୍ଷୀତ ଦାବି ପୂରଣହେବାର ନାଁ ନେଉନି। ବାସ୍ତବରେ ପ୍ରକଳ୍ପର ନୈରାଶ୍ୟଜନକ ଅଗ୍ରଗତି ପାଇଁ ଜମି ଅଧିଗ୍ରହଣରେ ଶିଥିଳତା ହିଁ ମୁଖ୍ୟ କାରଣ। ରାଜ୍ୟ…