ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା
ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ…