Month: June 2024

ମମିତା ମେହେର ହତ୍ୟାକାଣ୍ଡ: ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟି କଥା ହେଲେ କଣ୍ଟାବାଞ୍ଜି ବିଧାୟକ

କଣ୍ଟାବାଞ୍ଜି: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ତଥା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ୍‌ର ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣା ପୁଣି ମୁଣ୍ଡ ଟେକିପାରେ। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ଲକ୍ଷ୍ମଣ ବାଗ୍‌…

ସହିଦ ଯବାନଙ୍କ ମରଶରୀରକୁ କାନ୍ଧ ଦେଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଆବୁଝମାଡ଼ ଅନ୍ତର୍ଗତ କୁତୁଲ ଜଂଗଲରେ ପୁଲିସ ନକ୍ସଲ ମଧ୍ୟରେ ଗୁଳିବିନିମୟରେ ସହିଦ ହୋଇଥିବା ଯବାନଙ୍କ ପାର୍ଥୀବ ଶରୀରକୁ ମୁଖ୍ୟମନ୍ତ୍ରୀ ବିଷ୍ଣଦେବ ସାଏ କାନ୍ଧ ଦେଇଛନ୍ତି। ଏହା ପୂର୍ବରୁ ସେ ଏବଂ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା…

ଇଭିଏମ୍‌କୁ ନେଇ ପ୍ରଶ୍ନ ଉଠାଇଲେ ରାହୁଲ, କହିଲେ- ଏହା ଏକ ବ୍ଲାକ୍‌ ବକ୍ସ

ନୂଆଦିଲ୍ଲୀ : ନିର୍ବାଚନ ସରୁ ସରୁ ପୁଣି ଉଠିଲା ଇଲେକ୍‌ଟ୍ରୋନିକ୍‌ ଭୋଟିଂ ମେସିନ୍‌ ତଥା ଇଭିଏମ୍‌ ପ୍ରସଙ୍ଗ। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ସାଂସଦ ରାହୁଲ ଗାନ୍ଧି ଇଭିଏମକୁ ନେଇ ପୁଣି ଉଠାଇଛନ୍ତି ପ୍ରଶ୍ନ। ସେ ଏହାକୁ ‘ବ୍ଲାକ୍‌ ବକ୍ସ’ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବାବୁଲିଙ୍କ ପାଖରେ ପହଞ୍ଚିଲା ମେଡ଼ିକାଲ୍‌ ଟିମ୍‌

ଭୁବନେଶ୍ବର : ଜଟିଳ ସ୍ନାୟୁଗତ ରୋଗରେ ପୀଡ଼ିତ ଥିଲେ ୧୪ ବର୍ଷର ବାଳକ ବାବୁଲି ବାରିକ। ହେଲେ ପାଖରେ ଅର୍ଥ ନଥିବାରୁ ଚିକିତ୍ସା ହୋଇପାରୁନଥିଲେ। ସୋଶାଲ ମିଡ଼ିଆ ଓ ଗଣମାଧ୍ୟମରେ ତାଙ୍କର କୋହଭରା ଭିଡ଼ିଓ ଦେଖି ଚିକିତ୍ସା ସେବା ଯୋଗାଇ ଦେବା…

ଲୁଚକାଳି ଖେଳୁଛି ମୌସୁମୀ, ଆଗକୁ ବଢ଼ୁନି, ତାତି ଅସହ୍ୟ

ଭୁବନେଶ୍ବର : ସପ୍ତାହେରୁ ଅଧିକ ଦିନ ତଳୁ ଓଡ଼ିଶା ଛୁଇଁ ସାରିଲାଣି ମୌସୁମୀ ବାୟୁ। ଏହା ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିବା ସହିତ ଓଡ଼ିଶା ଛୁଇଁଥିଲା। ତେଣୁ ଲୋକେ ଭାବିଥିଲେ ପ୍ରଚଣ୍ଡ ଖରା, ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିବ। କିନ୍ତୁ…

କାଶୀପୁରରେ ବ୍ୟାପୁଛି ଡିପ୍‌ଥେରିଆ

କାଶୀପୁର : ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲ୍ଲା କାଶୀପୁରରେ ବ୍ୟାପୁଛି ଡିପ୍‌ଥେରିଆ ରୋଗ। ଏହି ରୋଗରେ ଗଲାଣି ୫ ଜୀବନ। ଆଉ ୧୫ ଅଧିକ ଆକ୍ରାନ୍ତ ହୋଇଛନ୍ତି। ତେବେ ଏଠି ପ୍ରଶ୍ନ ଉଠୁଛି ଡିପ୍‌ଥେରିଆ ରୋଗ କଣ? ଡିପ୍‌ଥେରିଆ ଜୀବାଣୁ ଜନିତ…

ମିଶନ ଶକ୍ତିରେ ଆସିବ କେତେକ ପରିବର୍ତ୍ତନ

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି। ପୂର୍ବ…

ଭାରତ-ଚୀନ୍ ବାଣିଜ୍ୟଯୁଦ୍ଧ: ଲକ୍ଷାଧିକ ଚାକିରି ହରାଇଲେ, ଏକ ଶହ କୋଟି ଟଙ୍କାରୁ ଅଧିକ କ୍ଷତି

ନୂଆଦିଲ୍ଲୀ/ବେଜିଂ: ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ‘ବାଣିଜ୍ୟଯୁଦ୍ଧ’ ଉଭୟ ଦେଶ ଉପରେ ପ୍ରଭାବ ପକାଉଛି। ଏହି କାରଣରୁ, ଗତ କିଛି ବର୍ଷ ମଧ୍ୟରେ ଲକ୍ଷାଧିକ ଲୋକେ ଚାକିରି ହରାଇଛନ୍ତି। ସେହିପରି ଏକ ଶହ କୋଟି ଟଙ୍କାରୁ ଅଧିକ କ୍ଷତି ମଧ୍ୟ…

କଟକରେ ଫୁଟିଲା ବୋମା, ଦୁର୍ବୃତ୍ତଙ୍କ ପତ୍ତା ମିଳୁନି

କଟକ : କଟକରେ ଗତକାଲି ଜବତ ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ ଘଟି ଜଣେ ହାବିଲଦାରଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଚର୍ଚ୍ଚା ନ ଥମୁଣୁ, କଟକରେ ଘଟିଛି ଆଉ ଏକ ଅଘଟଣ। କ୍ୟାଣ୍ଟନମେଣ୍ଟ ରୋଡ୍ ଚର୍ଚ୍ଚ କ୍ୟାମ୍ପସରେ ବୋମାମାଡ଼ ହୋଇଥିବା…

ଜଳପ୍ରପାତରେ ସେଲଫି ନେବା କାଳ ହେଲା: ପାଣିରେ ବୁଡ଼ି ୨ ଭାଇଙ୍କର ଅକାଳ ବିୟୋଗ

ମାଲକାନଗିରି: ମାଥିଲି ଥାନା ଅଂଚଳର ଗୁମ୍ମାଝରଣ ଜଳପ୍ରପାତରେ ଆଜି ଅଘଟଣ ଘଟିଛି। ସେଲଫି ନେବା ଦୁଇ ଭାଇଙ୍କ ପାଇଁ କାଳ ହୋଇଛି। ପାଣିରେ ବୁଡି ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି। ଘଟଣା ଅନୁଯାୟୀ ଆଜି ସକାଳେ ଜୟପୁର ସହର ବାସିନ୍ଦା ବାଳକୃଷ୍ଣ…