Month: June 2024

ଏନକାଉଣ୍ଟରରେ ୮ ନକ୍ସଲ ସଫା, ଜଣେ ଯବାନ ସହିଦ

ରାୟପୁର : ଏନକାଉଣ୍ଟରରେ ଟଳିଲେ ୮ ନକ୍ସଲ। ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟରେ ୮ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସେପଟେ ନକ୍ସଲଙ୍କ ଗୁଳିମାଡରେ ଜଣେ ଯବାନ…

‘ଏକାଧିକ ସିମ୍ ବ୍ୟବହାର କରୁଥିଲେ ଦେବାକୁ ହେବ ଶୁଳ୍କ’ ସମ୍ପୂର୍ଣ୍ଣ ମିଥ୍ୟା

ଭୁବନେଶ୍ବର : ଅନେକ ସମୟରେ ଜନସାଧାରଣଙ୍କୁ ମିଥ୍ୟା ସୂଚନା ଜରିଆରେ ବିଭ୍ରାନ୍ତ କରିବା ନୂଆ କଥା ନୁହେଁ। ସେମିତି ଏକ ସମ୍ବାଦ ଗତ ୨/୩ ଦିନ ହେବ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ବିଶେଷ କରି ଯେଉଁମାନେ ୧ରୁ ଅଧିକ ସିମ…

ଜି-୭ ଶିଖର ସମ୍ମିଳନୀ – ଅନେକ ନେତାଙ୍କ ସହ ମୋଦୀଙ୍କ ଦ୍ୱିପାକ୍ଷିକ ବୈଠକ

ନୂଆଦିଲ୍ଲୀ : ଇଟାଲୀର ଅପୁଲିଆଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାଧିକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ଆଜି ଅପରାହ୍ନରେ ମୋଦି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ସାକ୍ଷାତ କରିଛନ୍ତି। ପ୍ରତିରକ୍ଷା, ପରମାଣୁ, ମହାକାଶ, ଶିକ୍ଷା, ଜଳବାୟୁ କାର୍ଯ୍ୟାନୁଷ୍ଠାନ,…

ଓଡିଆ ଅସ୍ମିତା, ଅସ୍ତିତ୍ୱ ଓ ପରମ୍ପରାକୁ ଆମେ ଭୁଲିନୁ, ଆଗକୁ ଏହା ଉପରେ ଆହୁରି ଗୁରୁତ୍ୱ ଦିଆଯିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।…

ପାନ ବୋଝେଇ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଦୁଇଜଣଙ୍କ ଜୀବନ

କାକଟପୁର: ଅସ୍ତରଙ୍ଗ କାକଟପୁର ନିକଟ ଜଗନ୍ନାଥପୁରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି ପାନ ବୋଝେଇ ପିକ୍ଅପ୍ ଭ୍ୟାନ୍। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଥିବା ବେଳେ ୧୦ରୁ…

ଅଯୋଧ୍ୟା ରାମ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ ଦେଇଛି ଜୈଶ ଆତଙ୍କବାଦୀ ଆମିର

ନୂଆଦିଲ୍ଲୀ,୧୪।୬: ପାକିସ୍ତାନରେ ଅବସ୍ଥିତ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ (ଜେଏମ) ଅଯୋଧ୍ୟାରେ ରାମ ମନ୍ଦିରକୁ ବିସ୍ଫୋରଣ କରିବାକୁ ଧମକ ଦେଇଛି । ଅଡିଓ ମାଧ୍ୟମରେ ଏହି ଧମକ ଦିଆଯାଇଛି, ଯାହା ପରେ ମନ୍ଦିର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ସୁରକ୍ଷା ଏଜେନ୍ସିଗୁଡିକ…

ମହାପ୍ରଭୁଙ୍କ ନୀତିରେ ବିଳମ୍ବ

ପୁରୀ,୧୪ା୬: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ଶୁକ୍ରବାର ବିଳମ୍ବ ହୋଇଛି। ରାତ୍ର ପହୁଡ଼ ବିଳମ୍ବ ହେବାରୁ ଦ୍ବାର ଫିଟା ନୀତି ବିଳମ୍ବ ହୋଇଥିବା ଜଣାପଡ଼ିଛି। ତେବେ ଦ୍ବାର ଫିଟା ନୀତି ବିଳମ୍ବ ହେବାରୁ ମଙ୍ଗଳ ଆଳତି ମଧ୍ୟ ବିଳମ୍ବ ହୋଇଛି। ନୀତି ବିଳମ୍ବରେ…

ରାସ୍ତାରେ ଯାଉଥିବା ବେଳେ ମା’, ଝିଅଙ୍କୁ ଆକ୍ରମଣ

ସମ୍ବଲପୁର,୧୪।୬: ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଦାନୀପାଲି ଗାଁରେ ଏକ ଅଭାବନୀୟ ଘଟିଣା ଘଟିଛି। ରାସ୍ତାରେ ଯାଉଥିବା ବେଳେ ମା’ଏବଂ ଝିଅଙ୍କୁ ଜଣେ ଯୁବକ ଛୁରୀରେ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି…

ଜମ୍ମୁ-କଶ୍ମୀର ସୁରକ୍ଷା ସ୍ଥିତି ସମୀକ୍ଷା କଲେ ଅମିତ ଶାହ, ୧୬ରେ ଡାକିଲେ ଜରୁରୀ ବୈଠକ

ନୂଆଦିଲ୍ଲୀ : କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ସମୀକ୍ଷା କରିଛନ୍ତି। ଉପତ୍ୟକାରେ ଦିନକୁ ଦିନ ଆତଙ୍କବାଦୀ ହମଲା ବଢ଼ିବାରେ ଲାଗିଛି। ନିକଟରେ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ଗୋଟିଏ ବସ ଉପରେ ଆତଙ୍କବାଦୀ ଆକ୍ରମଣ…

ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇ ଜଳିଗଲା କାର୍‌

କରଞ୍ଜିଆ : ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇ ଜଳିଗଲା କାର୍‌। ସ୍ଥାନୀୟ ଲୋକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ କାର ଭିତରେ ଥିବା ୩ ଜଣ ଯୁବକଙ୍କ ଜୀବନ ବଞ୍ଚି ଯାଇଛି। ତେବେ ସେମାନଙ୍କ ଭିତରୁ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍‌ବେଗ…