Month: June 2024

ୟେଦିୟୁରପ୍ପାଙ୍କୁ ଆଶ୍ବସ୍ତି, ଗିରଫଦାରି ଉପରେ ରୋକ୍ ଲଗାଇଲେ କୋର୍ଟ

ବେଙ୍ଗାଲୁରୁ : ପୋକ୍ସୋ ଆକ୍ଟ ଅଧୀନରେ ଅଭିଯୋଗର ସମ୍ମୁଖୀନ ହେଉଥିବା କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଏସ ୟେଦିୟୁରପ୍ପାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି । ବେଙ୍ଗାଲୁରୁର ଏକ ଅଦାଲତ ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ତାଙ୍କ ଗିରଫଦାରି…

ନିଷ୍କ୍ରିୟ ବେଳେ ଫୁଟିଲା ବୋମା, ହାବିଲଦାର ମୃତ

କଟକ/ଫୁଲନଖରା, : କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ବ୍ରିଜ ନିକଟରେ ବୋମା ନିଷ୍କ୍ରିୟ ଦଳ ବୋମା ନିଷ୍କ୍ରିୟ କରୁଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ କଟକ ରିଜର୍ଭ ପୋଲିସର ବାଣ ନିଷ୍କ୍ରିୟ ଟିମ୍‌ର ହାବିଲଦାର ପ୍ରଦୀପ ମଲ୍ଲିକ।…

ଏହି କାମ ଦେଖି ତାଜୁବ ହେଲେ ନୂଆ ମୁଖ୍ୟମନ୍ତ୍ରୀ: ମାଗିଲେ ଜବାବ

ଭୁବନେଶ୍ୱର,୧୪।୬: ଓଡ଼ିଶାରେ ନୂଆ ଭାଜପା ସରକାର ଆରମ୍ଭ ହୋଇଛି। ଶପଥ ନେବାର ଦିନକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଶୁକ୍ରବାର ରାଜ୍ୟରେ ପ୍ରଶାସନିକ ଅବ୍ୟବସ୍ଥା ଦେଖି ତାଜୁବ ହୋଇଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସମୀକ୍ଷା ବେଳେ ସରକାରୀ ବ୍ୟବସ୍ଥା…

ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ପହିଲି ରଜରେ ଓଡ଼ିଶାର…

ମୋଦୀଙ୍କ ମନ୍ତ୍ରିମଣ୍ଡଳରେ କେହି ମୁସଲିମ ବ୍ୟକ୍ତି ନଥିବାରୁ ପ୍ରଶ୍ନ ଉଠାଇଲେ ସପା ନେତା

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ନେତା ଏସଟି ହାସନ ମୋଦୀଙ୍କ କ୍ୟାବିନେଟରେ ଜଣେ ବି ମୁସଲମାନ ଚେହେରାକୁ ସ୍ଥାନ ନଦେବା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ସ୍ୱାଧୀନତା ପରଠାରୁ ଏହା ପ୍ରଥମ ଥର ପାଇଁ ଘଟିଛି ଯେ…

ବିଜେପିକୁ ଅହଂକାରୀ କହିଲେ ଆରଏସଏସ ନେତା: କେନ୍ଦ୍ରମନ୍ତ୍ରୀ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ : କେନ୍ଦ୍ରରେ ଏକା କୀ ସରକାର ଗଠନ କରିବାକୁ ସକ୍ଷମ ହୋଇ ନଥିବା ବିଜେପିକୁ ଆରଏସଏସ ନେତା ଇନ୍ଦ୍ରେଶ କୁମାର କଟାକ୍ଷ କରିଛନ୍ତି। ସେ ବିଜେପି ପ୍ରତି ଅହଂକାର ଶବ୍ଦ ପ୍ରୟୋଗ କରିଛନ୍ତି। ବିଜେପିର ବିଚାରଧାରା ଆରଏସଏ ସହ ଜଡ଼ିତ…

ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି

ଭୁବନେଶ୍ବର : ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି। ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବରେ ସେ ଶପଥ ନେଇଛନ୍ତି। ଆଜି ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

‘ଓଡ଼ିଶାର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ତଥ୍ୟ ଦିଆଗଲା’

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଓ ପ୍ରଭାତୀ ପରିଡ଼ା ଯୋଗଦେଇଥିଲେ। ଆଜି ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଓଡ଼ିଶାର ସାମଗ୍ରୀକ ବିକାଶ, ସ୍ଥିତି ଓ ଆହ୍ୱାନ ଗୁଡ଼ିକ…

ଜେଲରେ ରହି ସରକାର ଚଳାଇ ହେବନାହିଁ: କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରେ ଦେଖାଯାଇଥିବା ଜଳ ସଙ୍କଟକୁ ନେଇ ଅଲ ଇଣ୍ଡିଆ ମହିଳା କଂଗ୍ରେସ ସଭାପତି ଅଳକା ଲାମ୍ବା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ସରକାର ଜେଲରୁ ଚାଲିପାରିବ ନାହିଁ। ଅରବିନ୍ଦ କେଜ୍ରିୱାଲ ଜେଲ ଭିତରେ…

ଜୁଲାଇ ୧ରୁ ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ: ହଟିବ ଆଇପିସି, ସିଆରପିସି

ଭୁବନେଶ୍ବର: ଜୁଲାଇ ପହିଲାରୁ ବ୍ରିଟିସ ଆଇନ ହଟିବ। ସାରା ଦେଶରେ ନୂଆ ପୁଲିସ ଆଇନ ଲାଗୁ ହେବ। ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ଦିଆଯିବ । ଏନେଇ ଗୃହମନ୍ତ୍ରାଳୟ ପକ୍ଷରୁ ସବୁ ଡିଜିପିଙ୍କ ସହ ଆଲୋଚନା କରାଯାଇଛି। ନୂଆ…