Month: June 2024

ଆନ୍ଧ୍ରରେ ନାଇଡୁ ସରକାର, ଶପଥ ନେଲେ ଚନ୍ଦ୍ରବାବୁ

ଆଜିଠୁ ଆନ୍ଧ୍ରପ୍ରଦେଶରେ ଆରମ୍ଭ ହୋଇଛି ନାଇଡୁ ସରକାର। ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ। ତାଙ୍କୁ ରାଜ୍ୟପାଳ ଏସ୍‌ ଅବ୍ଦୁଲ ନଜିର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ…

ସଫ୍ଟୱେୟାର ଇଞ୍ଜିନିୟରଙ୍କ ଠାରୁ ୧୫ ଲକ୍ଷ ଲୁଟିନେଲେ ସାଇବର ଠକ

ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକଙ୍କ ପ୍ରାଦୁର୍ଭାବ । ଆଜିକାଲି ଯୁଗରେ ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସୁଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌ ଭାବେ କାମ କଲେ ମଧ୍ୟ…

ବାଚସ୍ପତି ହେବେ ସୁରମା ପାଢୀ

ଭୁବନେଶ୍ବର: ନୂଆ ସରକାରଙ୍କର ନୂଆ ବାଚସ୍ପତି ସୁରମା ପାଢୀ । ରଣପୁର ବିଧାୟିକା ସୁରମା ପାଢୀଙ୍କୁ ମହିଳା ବାଚସ୍ପତି ଭାବରେ ମନୋନୀତ କରିପାରେ ବିଜେପି । ରାଜ୍ୟ ବିଜେପିର ଅନ୍ୟତମ ମହିଳା ଚେହେରା ସୁରମା ପାଢୀ ରଣପୁରରୁ ନିର୍ବାଚିତ ହୋଇଛନ୍ତି ।…

୪ ବର୍ଷର ଝିଅ ବାର୍ଡ-ଫ୍ଲୁରେ ଆକ୍ରାନ୍ତ, ଚେତାଇଲା WHO

ଭାରତ ସମେତ ବିଶ୍ୱର ଅନେକ ଦେଶରେ ଏବେ ବାର୍ଡ-ଫ୍ଲୁ ଆତଙ୍କ ଖେଳାଇଛି। ପୂର୍ବରୁ ଆମେରିକାରେ ମଣିଷ ଦେହରେ ବାର୍ଡ-ଫ୍ଲୁର ଦ୍ୱିତୀୟ ମାମଲା ଚିହ୍ନଟ ହୋଇଥିବା ବେଳେ ଏବେ ଭାରତରେ ଚିହ୍ନଟ ହୋଇଛି ପ୍ରଥମ ମାମଲା। ପଶ୍ଚିମବଙ୍ଗର ଏକ ୪ ବର୍ଷର ଝିଅ…

ଶପଥ ଗ୍ରହଣ କଲେ ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ୧୩ ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ଆଜି(୨୦୨୪ ଜୁନ୍‌ ୧୨)ଠାରୁ ବିଜେପି ସରକାର ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ…

ଓଡିଶାରେ ଆରମ୍ଭ ହେଲା ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି…

ଶୋଇଥିବା ବେଳେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍‌, ୮ ମୃତ

କୁଡ଼ିଆ ଘରେ ଶୋଇଥିବା ବେଳେ ହଠାତ୍‌ ମାଡି ଆସିଲା ମୃତ୍ୟୁ। ରାସ୍ତା କଡ଼ରେ ଥିବା ଏକ କୁଡ଼ିଆ ଘର ଉପରେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍‌। ଏଥିରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ହୋଇଛି। ଉତ୍ତରପ୍ରଦେଶର ହରଦୋଇ ଅଞ୍ଚଳରେ…

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ

ଭୁବନେଶ୍ୱର : ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ଅଶ୍ବିନୀ ବୈଷ୍ଣବ ଓ ପୁରୀ ସାଂସଦ ସମ୍ବିତ ପାତ୍ର । ସକାଳ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପୁରୀରେ ପହଞ୍ଚିଥିଲେ । ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥଲେ ।…

ଜୁନ୍ ୩୦ ଯାଏଁ ସରକାରୀ ବାବୁଙ୍କ ଛୁଟି ବାତିଲ୍; ସଂଶୋଧନ କଲା ପ୍ରଶାସନ

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ସଂଶୋଧନ କଲା ପ୍ରଶାସନ । କହିଲା ନେଇ ପାରିବେ ଛୁଟି, ହେଲେ ଜରୁରୀ କାର୍ଯ୍ୟ ପାଇଁ ଡାକରା ଗଲେ ତୁରନ୍ତ ହେବେ ଉପସ୍ଥିତ । ଜୁନ୍ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ ନିର୍ଦ୍ଦେଶରେ…

ନୂଆ ସ୍ଥଳସେନା ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ

ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ। ସ୍ଥଳସେନାର ଉପମୁଖ୍ୟ ଥିବା ଉପେନ୍ଦ୍ର ଦ୍ୱିବେଦୀଙ୍କୁ ସରକାର ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ଲେଫ୍ଟନାଣ୍ଟ ଜେନେରାଲ ଦ୍ୱିବେଦୀ ବର୍ତ୍ତମାନ ସେନାର ଉପାଧ୍ୟକ୍ଷ ଅଛନ୍ତି। ଏବେ ସ୍ଥଳସେନା ମୁଖ୍ୟ…