ଝାଡ଼ାବାନ୍ତି ଆତଙ୍କ: ଜଣେ ମୃତ ଓ ୩ ଆକ୍ରାନ୍ତ, ସଚେତନ କରାଇଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିଛି । ଏଥିରେ ବର୍ତ୍ତମାନ ସୁଦ୍ଧା ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ୩ ଜଣ ଚିକିତ୍ସାଧୀନ ଅଛନ୍ତି । ମୃତ ଯୁବକ ଜଣକ ହେଲେ ଗୋପାଳ…