Month: June 2024

ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

ଖୋର୍ଦ୍ଧା: ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ କେବେ ହେଲେ ଛାଡ଼ିବିନି କହିଲେ ନୀତୀଶ କୁମାର

ପଲଟୁରାମ ବା ସବୁବେଳେ ପଟ ପରିବର୍ତ୍ତନ କରୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଷ କୁମାର ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ ବଡ଼ କଥା କହିଛନ୍ତି। ସାଧାରଣ ନିର୍ବାଚନରେ ବିଜେପିକୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ମିଳି ନଥିବାରୁ ଜେଡିୟୁ…

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ…

NDA ବୈଠକରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

NDAର ନେତା ଭାବେ ନିର୍ବାଚିତ ହେବା ପରେ ସଂସଦୀୟ ଦଳ ବୈଠକରେ ଅଭିଭାଷଣ ରଖିଛନ୍ତି ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରତିକ୍ରିୟା ରଖିବା ସହ ଆଗାମୀ ଭିଜନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଓଡ଼ିଶା ଦେଶର ବିକାଶ କ୍ଷେତ୍ରରେ…

ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ୍ ଫର୍ମ। ଛାତ୍ରଛାତ୍ରୀ www.samsodisha.gov.in ଏହି ୱେବସାଇଟକୁ ଯାଇ ଆବେଦନ କରିପାରିବେ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ…

ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼

ମାଲକାନଗିରି: ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼। ଛତିଶଗଡ଼ର ନାରାୟଣପୁରରୁ ଆସିଛି ଏଭଳି ସାଂଘାତିକ ଚିତ୍ର। ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଇରକଭଟ୍ଟି ଶିବିର ଉପରେ ମାଓବାଦୀମାନେ ଲଗାତାର ଭାବେ ୟୁବିଜିଏଲ ଫାୟର କରୁଥିବା ଚିତ୍ର ଦେଖିବାକୁ ମିଳିଛି। ମାଓବାଦୀମାନେ…

ଜୁନ ୧୨ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଜୁନ୍ ୧୨ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଅକ୍ଟୋବର ମାସ ପର୍ଯ୍ୟନ୍ତ ପରିଦର୍ଶକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ । ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି…

ସରକାର ଗଠନ ପୂର୍ବରୁ ଆଡଭାନୀ ଓ ମୁରଲୀମନୋହର ଯୋଶୀଙ୍କୁ ଭେଟିଲେ ମୋଦି

ଦେଶରେ ଏନଡିଏ ୩.୦ ସରକାର ଗଠନ ହେବାକୁ ଯାଉଛି। ଦେଶରେ ଗଠନ ହେବାକୁ ଥିବା ମେଣ୍ଟ ସରକାରରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ। ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ ସେ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏଥିସହ ସମସ୍ତଙ୍କୁ ସାଙ୍ଗରେ…

ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, କେଉଁଠୁ ଆସୁଛି କିଛି ଜଣା ପଡୁନାହିଁ

ବାଲେଶ୍ବର: ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଭୟଭୀତ ହୋଇ ଘରୁ ବାହାରି ଆସିଲେ ଲୋକେ । ହେଲେ କେଉଁଠୁ ଆସୁଛି କିଛି ଜଣାପଡୁନି । କିଛି ଏଭଳି ଘଟଣା ଆଜି ପୁଣି ଶୁଣିବାକୁ ମିଳିଛି ବାଲେଶ୍ବର ନୀଳଗିରି ଅଞ୍ଚଳ ଓ ଭଦ୍ରକ…

ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି, ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ

ପୁରୀ : ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶ୍ରୀକ୍ଷେତ୍ରରେ ଭଉଁରୀଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା । ଆଜି ଚିକିତ୍ସାଧୀନ ଥିବା ଆଉ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଥିବା…