Month: June 2024

ଭୁବନେଶ୍ୱରରୁ ବିଜୟୀ ହେଲେ ବିଜେପି ପ୍ରାର୍ଥି ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡିଂରେ…

ହିଞ୍ଜିଳିରେ ଜିତିଲେ ନବୀନ, କଣ୍ଟାବାଞ୍ଜିରେ ବିଜେପି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼। ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ।…

ନୂଆପଡାରେ ଶରତ ପଟ୍ଟନାୟକଙ୍କ ସହ ପାରାଦ୍ବୀପରେ ହାରିଲେ ଗୀତାଞ୍ଜଳି ରାଉତରାୟ

ନୂଆପଡା/ପାରାଦ୍ବୀପ: ନୂଆପଡାରେ କାମ ଦେଲାନି ହାତ | ଏଠାରୁ ନିର୍ବାଚନ ଲଢ଼ୁଥିବା ପିସିସି ସଭାପତି ଶରତ ପଟ୍ଟନାୟକ ପରାସ୍ତ ହୋଇଛନ୍ତି | ବଡ କଥା ହେଉଛି ଯେ ସେ ସ୍ୱାଧୀନ ପ୍ରାର୍ଥୀଙ୍କଠାରୁ ବି କମ ଭୋଟ ପାଇଛନ୍ତି | ମିଳିଥିବା ସୂଚନା…

ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ

ଚଳିତ ନିର୍ବାଚନରେ ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ ହୋଇଛନ୍ତି । ବିଜେପିର ସମସ୍ତ ନବାଗତ(କେବେବି ବିଧାୟକ କି ସାଂସଦ ହୋଇନାହାନ୍ତି)ଙ୍କଠୁ ଏହି ମନ୍ତ୍ରୀମାନେ ପରାଜିତ ହୋଇଛନ୍ତି । ୧୧ଜଣ ମନ୍ତ୍ରୀ ନିଜେ ଲଢ଼ୁଥିବାବେଳେ ଜଣେ ମନ୍ତ୍ରୀ ଉଷା ଦେବୀ ତାଙ୍କର ପୁଅ…

କଟକ-ବାରବାଟୀ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ ବିଜୟୀ

କଟକ: ବାପାଙ୍କ ଗଡରେ ବିଜୟୀ ହେଲେ ଝିଅ ସୋଫିଆ । କଟକ-ବାରବାଟୀ ବିଧାନସଭା ଗାଦି ହାତେଇଲେ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ । ବିପକ୍ଷରେ ଲଢୁଥିବା ବିଜେପି ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୭, ୯୭୪ ଭୋଟ ବ୍ୟବଧାନରେ ହରାଇଛନ୍ତି ସୋଫିଆ ।…

ନୟାଗଡ ବିଜେଡି ପ୍ରାର୍ଥୀ ଅରୁଣ ସାହୁଙ୍କ ବିଜୟ

ନୟାଗଡ: ନୟାଗଡର ନିଜର ବଜାୟ ଜାରି ରଖିଲା ବିଜେଡି । ବିଜେଡି ପ୍ରାର୍ଥୀ ଅରୁଣ ସାହୁ ନୟାଗଡରେ ବିଜୟଲାଭ କରିଛନ୍ତି । ୮୧,୪୭୦ ଭୋଟ ପାଇ ସେ ବିଜେପି ପ୍ରର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ତେବେ ସେଠାରେ ଦୁହିଁଙ୍କ…

ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟୀ, ଗାନ୍ଧିନଗରରୁ ଅମିତ ଶାହଙ୍କ ରେକର୍ଡ ବିଜୟ

ଉତ୍ତର ପ୍ରଦେଶର ବାରାଣସୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟୀ । ୨୦୧୪ ଓ ୨୦୧୯ରେ ମୋଦି ଏହି ଆସନରୁ ଏକତରଫା ଭାବେ ବିଜୟୀ ହୋଇଥିଲେ । କିନ୍ତୁ ଏଥର ତାଙ୍କୁ କଂଗ୍ରେସର ଅଜୟ ରାୟ କଡ଼ା ଟକ୍କର ଦେଇଥିଲେ । ମୋଦି…

ଖୋର୍ଦ୍ଧା ଆସନରୁ ବିଜୟୀ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା: ଖୋର୍ଦ୍ଧାରୁ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ପରାସ୍ତ କରି ବିଜୟୀ ହେଇଛନ୍ତି । ରାଜେନ୍ଦ୍ର କୁମାରଙ୍କୁ ୮ ହଜାର ୫୯୮ ଭୋଟରେ ପରାସ୍ତ କରିଛନ୍ତି ପ୍ରଶାନ୍ତ । ପ୍ରଶାନ୍ତ…

ଫୁଲବାଣୀରେ ବାଜି ମାରିଲା ବିଜେପି

କନ୍ଧମାଳ: ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ଏହାରି ଭିତରେ ଫୁଲବାଣୀର ବିଜେପି ପ୍ରାର୍ଥୀ ଉମାଚରଣ ମଲ୍ଲିକ ବିଜୟୀ ହୋଇଛନ୍ତି । ଚଳିତ ନିର୍ବାଚନରେ ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍…

ସମ୍ବଲପୁର ଲୋକସଭା ଆସନରୁ ବିଜୟୀ ହେଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଆଲୋକସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ୧ ଲକ୍ଷ ୧୨ ହଜାର ୯୮୪ ଭୋଟ୍ ବ୍ୟବଧାନରେ ପ୍ରଣବ ପ୍ରକାଶ ଦାସଙ୍କୁ ହରାଇ ବିଜୟ ହୋଇଛନ୍ତି ଧର୍ମେନ୍ଦ୍ର । ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫…