ନିମାପଡ଼ାରେ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡା
ନିମାପଡା: ଶେଷରେ ବିଜେଡି ସୁପ୍ରିମୋଙ୍କ ସବୁ ରଣନୀତି ନିମାପଡ଼ାରେ ଫେଲ ମାରିଲା | ମୋଦୀଙ୍କ ହାୱା ସହ ସମୀର ଦାଶଙ୍କୁ ଅଣଦେଖା ବିଜେଡି ପାଇଁ ଘାତକ ସାବ୍ୟସ୍ତ ହୋଇଛି | ସେହିପରି ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ବି ପରାଜୟର…
ନିମାପଡା: ଶେଷରେ ବିଜେଡି ସୁପ୍ରିମୋଙ୍କ ସବୁ ରଣନୀତି ନିମାପଡ଼ାରେ ଫେଲ ମାରିଲା | ମୋଦୀଙ୍କ ହାୱା ସହ ସମୀର ଦାଶଙ୍କୁ ଅଣଦେଖା ବିଜେଡି ପାଇଁ ଘାତକ ସାବ୍ୟସ୍ତ ହୋଇଛି | ସେହିପରି ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ବି ପରାଜୟର…
ପିପିଲି/ଡେଲାଙ୍ଗ: ପୁରୀ ଜିଲ୍ଲାର ପିପିଲିରେ ବିଜେଡି ଯୁଗର ଅବଶାନ, ଫୁଟିଲା ପଦ୍ମ । ବିଜେପିର ଗଡ ଭାବେ ପରିଚତ ପିପିଲି ଓ ଡେଲାଙ୍ଗ ନିର୍ବାଚନମଣ୍ଡଳୀରେ ବିଜେପିର ବିଜୟ ହୋଇଛି । ବିଜେଡି ପ୍ରାର୍ଥୀ ତଥା ଦିବଙ୍ଗତ ବିଜେଡି ନତା ପ୍ରଦୀପ ମହାରଥୀଙ୍କ…
ପାଟକୁରା: ବିଜେଡିର ଗଡ ଭାବେ ପରିଚିତ ପାଟକୁରା ନିଜର ସ୍ଥିତି ବଜାୟ ରଖିଛି । ଏଥର ବି ଶଙ୍ଖନାଦ । ବିଜେଡିରୁ ପ୍ରାର୍ଥୀ ହୋଇଥିବା ଅରବିନ୍ଦ ମହାପାତ୍ର ପାଟକୁରାରେ ବିଜୟୀ ହୋଇଛନ୍ତି । କେନ୍ଦ୍ରାପଡାର ଟାଣୁଆ ତଥା ବରିଷ୍ଠ ନେତା ବିଜୟ…
ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବିଜେଡିର ବିଜୟ । ବିଞ୍ଝାରପୁର ବିଧାନସଭା ଆସନରେ ବିଜୟ ହୋଇଛନ୍ତି ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ । ସେହିପରି ବରୀରୁ ବିଜେଡି ପ୍ରାର୍ଥୀ ବିଶ୍ବରଂଜନ ମଲ୍ଲିକ ବିଜୟୀ ହୋଇଛନ୍ତି । ୫୨ ହଜାର ଭୋଟ୍ ରେ…
ବରଗଡ: ବରଗଡ ବିଧାନସଭା ଜିତିଲା ବିଜେପି । ବିଜେପି ପ୍ରାର୍ଥୀ ଅଶ୍ବିନୀ ଷଡ଼ଙ୍ଗୀ ୪, ୭୭୨ ଭୋଟରେ ବିଜେଡିକୁ ପରାସ୍ତ କଲେ । ବିଜେଡିର ଦେବେଶ ଆଚାର୍ଯ୍ୟଙ୍କୁ ହରାଇଛନ୍ତି ଅଶ୍ବିନୀ । ଏବେ ଓଡିଶାରେ ଚାଲିଛି ବିଜେପି ଲହର । କାମ…
ନୟାଗଡ: ଖଣ୍ଡପଡାରେ ଫୁଟିଲା ପଦ୍ମ । ଖଣ୍ଡପଡାରୁ ଜିତିଲେ ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ । ବିଜେଡି ପ୍ରାର୍ଥୀ ସାବିତ୍ରୀ ପ୍ରଧାନକୁ ପରାସ୍ତ କରି ବିଜୟର ବାନା ଉଡେଇଛନ୍ତି ଦୁଷ୍ମନ୍ତ ସ୍ୱାଇଁ । ୭ ହଜାର ୧୨୦ ଭୋଟରେ ଜିତିଛନ୍ତି ଦୁଷ୍ମନ୍ତ…
ମାଲକାନଗିରି: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଏହା ଭିତରେ ଚିତ୍ରକୋଣ୍ଡାର ବିଜୟ ହାସଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା । ୯ ହଜାର ୩୯୮ ଭୋଟରେ ନିକଟତମ ପ୍ରତିଦ୍ବନ୍ଦୀ ବିଜେପିର ଡମ୍ବରୁ ସିସାଙ୍କୁ…
ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ଗୃହ ଜିଲ୍ଲା ଗଂଜାମର ଦିଗପହଣ୍ଡିରେ ଦମ୍ ଦେଖାଇଲା ବିଜେପି। ବିଜେଡି ଗଡ଼ରେ ବିଜେପି ବିଜୟୀ ହୋଇଛି। ବିଜେଡିର ପ୍ରାର୍ଥୀ ତଥା ସ୍ବର୍ଗତଃ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପୁଅ ବିପ୍ଳବ ପାତ୍ରଙ୍କୁ ହରାଇ ସିଦ୍ଧାନ୍ତ ମହାପାତ୍ର ବିଜୟୀ…
ଭୁବନେଶ୍ବର: ବାଜି ମାରିଲା ବିଜେପି । ଏକାମ୍ର ଭୁବନେଶ୍ୱରରେ ଜିତିଲେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ।ଚଳିତ ନିର୍ବାଚନରେ ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍ ନେତା। ବିଜେଡି ପ୍ରାର୍ଥୀ ଅଶୋକ ପଣ୍ଡାଙ୍କୁ ହରାଇ ବିଜୟୀ ହୋଇଛନ୍ତି ବାବୁ…
ହାରିଲି ବିଜେପିର ଭେଟ୍ରାନ୍ ଦିଲ୍ଲୀପ ରାୟ। ବିଜେଡିର ସାରଦା ନାୟକ ତାଙ୍କୁ ପରାସ୍ତ କରିଛନ୍ତି। ୫୬୨୧ ଖଣ୍ଡ ଭୋଟ୍ରେ ଦିଲ୍ଲୀପଙ୍କୁ ପରାସ୍ତ କରିଛନ୍ତି ସାରଦା ନାୟକ। ବିଜୟ ପରେ ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଥିବା ବେଳେ ବିଜେପି କର୍ମୀଙ୍କ…