Month: June 2024

ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ଗଞ୍ଜାମ : ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଅମ୍ବିକା ଦାସ ନାଁରେ ଏକାଧିକ ସଙ୍ଗୀନ ମାମଲା ରହିଥିଲା…

ବଜ୍ରାଘାତରେ ୨୦ ଗୋରୁ ମୃତ

ଗୁଣୁପୁର: କାଳ ହେଲା କାଳବୈଶାଖୀ । କାଳବୈଶାଖୀର ପ୍ରକୋପରେ ବଜ୍ରାଘାତ ଯୋଗୁଁ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଢେପଗାଁ ଗ୍ରାମରେ ୨୦ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ରବିବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସହ…

୭୧ ଲକ୍ଷ ଭାରତୀୟ ବ୍ୟବହାରକାରୀଙ୍କୁ ବ୍ୟାନ୍ କଲା WhatsApp

ସୋଶାଲ ମିଡିଆ ପ୍ଲାଟଫର୍ମରେ ନିୟମ ଉଲ୍ଲଙ୍ଘନ କରୁଥିବା ବ୍ୟବହାରକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ଲୋକପ୍ରିୟ ମେସେଜିଂ ଆପ୍ WhatsApp। ଏହି ଆଧାରରେ ଭାରତରେ ୭୧ ଲକ୍ଷରୁ ଅଧିକ ବ୍ୟବହାରକାରୀ(ୟୁଜର୍)ଙ୍କୁ ବ୍ୟାନ୍ କରିଛି କମ୍ପାନୀ। ଯଦି ନିୟମ ଉଲ୍ଲଙ୍ଘନ ହୁଏ, ତେବେ ଆଗକୁ…

ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଆଠଗଡ : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଆଠଗଡ଼ ଥାନା ଅନ୍ତର୍ଗତ ଜାଗିଆପଡ଼ା ଗ୍ରାମର ନିରଞ୍ଜନ ରାଉତ । ନିରଞ୍ଜନ…

ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ

ପାଟଣାଗଡ: ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ । କେହି କାରି ପୋତି ଦେଇଥିବା ସନ୍ଦେହ । ଏଭଳି କିଛି ଚାଞ୍ଚଲ୍ୟ ଘଟିଛି ବଲାଙ୍ଗୀରରେ । ବାଲାଙ୍ଗୀର ପାଟଣାଗଡା ବ୍ଲକ, ବେଲପଡା ଥାନା କେନକେବା ବ୍ରିଜ୍ ନିକଟ ଥିବା ଲହାନ୍ତା…

ମତଦାନରେ ଓ୍ୱାର୍ଲ୍ଡ ରେକର୍ଡ କରିଛି ଭାରତ, ୬୪ କୋଟିରୁ ଅଧିକ ଲୋକ ଦେଇଛନ୍ତି ଭୋଟ୍

‘ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ମତଦାନରେ ଭାରତ କରିଛି ଓ୍ୱାର୍ଲ୍ଡ ରେକର୍ଡ।’ ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ଲୋକସଭା ନିର୍ବାଚନର ଫଳାଫଳ। ଏଥିପାଇଁ ସକାଳ ୮ଟାରୁ ଭୋଟ୍‌ ଗଣତି ହେବ। ତେବେ ଭୋଟ୍ ଗଣତି ପୂର୍ବରୁ ଭାରତୀୟ ନିର୍ବାଚନ…

ଓଜେଇ ୨୦୨୪ର ଫଳାଫଳ ପ୍ରକାଶ, ୨୩ ଟି ବିଭାଗରେ ୨୩ ଜଣ ଟପ୍ପର

ଭୁବନେଶ୍ୱର : ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା -ଓଜେଇ ୨୦୨୪ର ଫଳାଫଳ ପ୍ରକାଶ । ଚଳିତ ବର୍ଷ ମେ’ରେ ହୋଇଥିଲା ପରୀକ୍ଷା । ଏଥିରେ ୬୫ ହଜାର ୭୪୨ ଜଣ ପରୀକ୍ଷାର୍ଥୀ ରେଜିଷ୍ଟ୍ରେସନ କରିଥିବା ବେଳେ ୫୬ ହଜାର ୪୭ ଜଣ…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଗିରଫ, ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି

ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ। ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରିଥିଲା। ଏବେ ଯାଏଁ ମୋଟ ଗିରଫଦାରୀ…

ରାଜ୍ୟରେ ଅଂଶୁଘାତ ନେଲାଣି ୨୬ ଜୀବନ; ରାଉରକେଲାରେ ୨୦ ମାମଲା

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ। ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ରୋଗୀଙ୍କ ସଂଖ୍ୟା। ରାଜ୍ୟରେ ଚଳିତବର୍ଷ ଏଯାଏ ଅଂଶୁଘାତରେ ୨୬ ଜଣଙ୍କର…

ରାଜ୍ୟ କ୍ୟାବିନେଟର ଶେଷ ବୈଠକ, ବିଧାନସଭା ଭଙ୍ଗ ସୁପାରିସ

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଯାଇଛି ବିଜେଡି ସରକାରଙ୍କର ପଞ୍ଚମ ପାଳିର ଶେଷ ବୈଠକ । ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଏହି ଭର୍ଚୁଆଲ ବୈଅଂକରେ ବିଜିନ୍ନ ଗୁରୁତ୍ବପୂଣ୍ଣ ପ୍ରସଙ୍ଗ ନେଇ ଆଲୋଚନା ଚାଲିଥିବା…