Month: June 2024

ବୁଥ୍‌ ବାହୁଡ଼ା ମତ: ଓଡ଼ିଶାରେ ବିଜେଡି-ବିଜେପି କଡ଼ା ମୁକାବିଲା

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ର ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ଶେଷ ହୋଇଛି। ଆସନ୍ତା ୪ ତାରିଖରେ ଏହାର ଫଳ ପ୍ରକାଶ ପାଇବ। ଏହା ପୂର୍ବରୁ ଆଜି ବିଭିନ୍ନ ଜାତୀୟ ଗଣମାଧ୍ୟମର ସହାୟତାରେ ସର୍ଭେ ସଂସ୍ଥାଗୁଡ଼ିକ ବୁଥ୍‌ ବାହୁଡ଼ା ମତ…

ପୁଣି ନିର୍ବାଚନରେ ହାରିଲେ ଭାରତୀୟ ଫୁଟବଲ ଦଳର ପୂର୍ବତନ ଅଧିନାୟକ ବାଇଚୁଙ୍ଗ ଭୁତିଆ

ଗ୍ୟାଙ୍ଗଟକ୍: ଭାରତୀୟ ଫୁଟବଲ ଦଳର ପୂର୍ବତନ ଅଧିନାୟକ ବାଇଚୁଙ୍ଗ ଭୁଟିଆଙ୍କୁ ପୁଣି ଥରେ ନିର୍ବାଚନୀ ରାଜନୀତିରେ ପରାଜୟର ସ୍ୱାଦ ଚାଖିବାକୁ ପଡିଛି । ରବିବାର ସରକାରୀ ତଥ୍ୟ ଅନୁଯାୟୀ, ସେ ସିକ୍କିମର ବାରଫଙ୍ଗ ଆସନରେ ଶାସକ ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚାର ରିକ୍ଷଲ…

ନିର୍ବାଚନ ଫଳାଫଳ ପରେ ବି ୧୫ ଦିନ ଯାଏଁ ଏହି ଦୁଇ ରାଜ୍ୟରେ ମୁତୟନ ରହିବେ କେନ୍ଦ୍ରୀୟ ସୁରକ୍ଷା ବାହିନୀ

ନୂଆଦିଲ୍ଲୀ: ନିର୍ବାଚନ ପରବର୍ତ୍ତୀ ହିଂସା ଏବଂ ପର୍ଯ୍ୟବେକ୍ଷକଙ୍କ ରିପୋର୍ଟ ପରେ, ନିର୍ବାଚନ ଆୟୋଗ ଭୋଟ୍ ଗଣନା ପରେ ମଧ୍ୟ ପନ୍ଦର ଦିନ ପାଇଁ ପଶ୍ଚିମବଙ୍ଗ ଏବଂ ଆନ୍ଧ୍ରପ୍ରଦେଶରେ କେନ୍ଦ୍ରୀୟ ବାହିନୀ ନିୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୃହ ମନ୍ତ୍ରଣାଳୟକୁ ଆୟୋଗ ଏହି…

ଏକଜିଟ୍ ପୋଲକୁ ଜାଲ୍ ବୋଲି କହିଲେ ମମତା

କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ରବିବାର ଏକଜିଟ୍ ପୋଲ୍ ଉପରେ ପ୍ରତିକ୍ରିୟା ପ୍ରକାଶ କରି ଏହାକୁ ସମ୍ପୂର୍ଣ୍ଣ ଜାଲ୍ ବୋଲି କହିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗ ବିଷୟରେ ଯାହା ଦେଖାଯାଉଛି, ସେଥିରେ ମୁଁ…

ଯୁକ୍ତ୨ ନାମଲେଖା: ୭ରୁ ଆବେଦନ

ଭୁବନେଶ୍ୱର : ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଷୟରେ ନାମଲେଖା ନିମନ୍ତେ ଆସନ୍ତା ୭ତାରିଖଠାରୁ ପ୍ରକ୍ରିୟା ଆରମ୍ବ ହେବ। ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା…

କାକଟପୁରର ପାନବରଜ ପୋଲିଂ ବୁଥ୍: ସୋସିଆଲ ମିଡ଼ିଆରେ ଭାଇରାଲ

କାକଟପୁର: ଓଡ଼ିଶାର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନରେ ମତଦାନ ଜାରି ରହିଛି। ପୁରୀ ସଂସଦୀୟ କ୍ଷେତ୍ରର କାକଟପୁରର ଏକ ଇକୋ ଫ୍ରେଣ୍ଡଲି ପୋଲିଂ ବୁଥ୍ ସୋସିଆଲ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହି ପୋଲିଂ ବୁଥ୍‌ରେ ପାନ ବରଜ…

ରାଜ୍ୟରେ ସନ୍ଧ୍ୟା ୫ସୁଦ୍ଧା ୬୨.୪୬% ମତଦାନ: ଜଗତସିଂହପୁରରେ ସର୍ବାଧିକ, ଭଦ୍ରକରେ ସର୍ବନିମ୍ନ ଭୋଟିଂ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ସମୟ ଶେଷ ହୋଇଛି। କିନ୍ତୁ ମତଦାନ କେନ୍ଦ୍ର ପରିସରରେ ଯେଉଁ ମତଦାତା ଏବେ ବି ଧାଡ଼ିରେ ଅଛନ୍ତି ସେମାନେ ‌ଭୋଟ୍‌ ଦେବେ। ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହାରି…

ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ସପକ୍ଷରେ ବୁଥ୍‌ ବାହୁଡ଼ା ମତ, ବିଜେଡିକୁ ହେବାକୁ ପଡ଼ିପାରେ ନିରାଶ

ଭୁବନେଶ୍ବର: ଲୋକସଭା ନିର୍ବାଚନ-୨୦୨୪ର ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ଶେଷ ହୋଇଛି। ଆସନ୍ତା ୪ ତାରିଖରେ ଏହାର ଫଳ ପ୍ରକାଶ ପାଇବ। ଏହା ପୂର୍ବରୁ ଆଜି ବିଭିନ୍ନ ଜାତୀୟ ଗଣମାଧ୍ୟମର ସହାୟତାରେ ସର୍ଭେ ସଂସ୍ଥାଗୁଡ଼ିକ ବୁଥ୍‌ ବାହୁଡ଼ା ମତ…

ଭୋଟ ବେଳେ ଅଘଟଣ; ଟଳି ପଡ଼ିଲେ BLO

ଯାଜପୁର : ନିର୍ବାଚନ ଡ୍ୟୁଟିରେ ଥିବା ବେଳେ ଜଣେ ବୁଥ୍ ସ୍ତରୀୟ ଅଧିକାରୀ (BLO)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ବିଞ୍ଝାରପୁର ଓଳେଇଚନ୍ଦନପୁର ୧୫୭ନଂ ବୁଥ୍‌ରେ ତାଙ୍କୁ ନିୟୋଜିତ କରାଯାଇଥିଲା। ତାଙ୍କ ନାଁ ମନୋରଞ୍ଜନ ସାହୁ। ସେ ଜଣେ ସହକାରୀ…

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୯ କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପ୍ରେସ୍ ରିଲିଜ୍ ଜରିଆରେ ସ୍ୱତନ୍ତ୍ର ରିଲିଫ କମିଶନର…