Month: July 2024

UPSCର ନୂଆ ଚେୟାର୍‌ମ୍ୟାନ୍‌ ପ୍ରୀତି ସୁଦାନ

ୟୁନିୟନ ପବ୍ଲିକ ସର୍ଭିସ କମିଶନ ତଥା ୟୁପିଏସ୍‌ସିର ନୂଆ ଅଧ୍ୟକ୍ଷ ହେଲେ ପ୍ରୀତି ସୁଦାନ। ଆନ୍ଧ୍ର ପ୍ରଦେଶ କ୍ୟାଡରର ୧୯୮୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ପ୍ରୀତି ସୁଦାନ…

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅଗଷ୍ଟ ୧ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧…

ଅଫିସରେ ସାଢ଼େ ୭ ଘଣ୍ଟା ରହିବା ବାଧ୍ୟତାମୂଳକ

ଭୁବନେଶ୍ବର : ଏଣିକି ଅଫିସରେ ସାଢ଼େ ୭ ଘଣ୍ଟା ରହିବା ବାଧ୍ୟତାମୂଳକ। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ବିଭାଗୀୟ କର୍ମଚାରୀଙ୍କୁ ଦିଆଯାଇଛି ଏଭଳି ନିର୍ଦ୍ଦେଶ। ଏହି ନିର୍ଦ୍ଦେଶନାମାରେ…

ମଧୁମିତା ରହୁଥିବା ଭଡା ଘରେ ପୁଲିସର ତନାଘନା

ଭୁବନେଶ୍ୱର: ସାମ୍ବାଦିକା ମଧୁମିତା ପରିଡା ଆତ୍ମହତ୍ୟା ମାମଲା ରେ ଶ୍ରୀଧର ଓ ମଧୁମିତା ରହୁଥିବା ଭଡା ଘରେ ତନାଘନା କରୁଛି ଧଉଳି ଥାନା ପୁଲିସ । ଦୁଇ…

ବେଆଇନ ଖଣିକୁ ନେଇ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ଏନଜିଟି

ଭୁବନେଶ୍ବର : ଡଙ୍କାରୀ ବେଆଇନ ଖଣିକୁ ନେଇ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ-NGT। ବେଆଇନ ଖଣି ଖନନ ଓ ଖଣି ଦ୍ୱାରା ସ୍ଥାନୀୟ…

ଓଡ଼ିଶାରେ ବୈଷୟିକଶିକ୍ଷା ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଗ୍ରାଧିକାର ଦିଆଯାଉଛି

ଭୁବନେଶ୍ୱର: ଓଡ଼ିଶାରେ ବୈଷୟିକଶିକ୍ଷା ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଆମସରକାର ଅଗ୍ରାଧିକାର ଦେଉଛନ୍ତି। ସେଥିପାଇଁ ସରକାର ଗଠନର କିଛିଦିନ ବ୍ୟବଧାନମଧ୍ୟରେ ଏ କ୍ଷେତ୍ରରେ ଅନେକଗୁଡ଼ିଏ କାର୍ଯ୍ୟକ୍ରମ ହାତକୁ…

ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀ ବନ୍ୟାଜଳ

କଟକ : କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ୍‌ ଖୋଲା…

ପୂର୍ବ ସରକାରଙ୍କ ବେପରୁଆ କାମ ଯୋଗୁଁ ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର ଫେରିଯାଇଥିଲା: ମନ୍ତ୍ରୀ ରବି ନାୟକ

ଭୁବନେଶ୍ବର: ପୁଣି ପୂର୍ବ ବିଜେଡି ସରକାର ଉପରେ ଦୋଷ ଲଦିଲେ ମନ୍ତ୍ରୀ। ତତ୍କାଳୀନ ବିଜେଡି ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନ ଦେବାରୁ ଘର ଖଣ୍ଡେ ପାଇଲେନି…