Month: July 2024

ବିରୋଧୀଙ୍କ ମୁଲତବି ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ବାଚସ୍ପତି

ଭୁବନେଶ୍ବର: ରାଜ୍ୟରେ ଅହେତୁକ ଦରଦାମ୍ ବୃଦ୍ଧି ନେଇ ବିରୋଧୀମାନେ ଗୃହରେ ମୁଲତବି ପ୍ରସ୍ତାବ ଆଣିଥିଲେ, ଯାହାକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଛନ୍ତି। ଏଥିରେ କୌଣସି ସତ୍ୟତା…

ସହିଦ ସପ୍ତାହରେ ୧୪ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ସହିଦ ସପ୍ତାହରେ ୧୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଉସୁର ଏବଂ ପାମେଲ ଏରିଆ କମିଟିର ଏହି ନକ୍ସଲମାନେ…

କେରଳ ଭୂସ୍ଖଳନ; ଦୁଇ ଓଡ଼ିଆ ଡାକ୍ତରଙ୍କ ପତ୍ତା ମିଳୁନି

କଟକ : କେରଳ ବୁଲିବାକୁ ଯାଇଥିଲେ ଦୁଇ ଡାକ୍ତର ଓ ସେମାନଙ୍କ ପତ୍ନୀ। ହେଲେ ସୋମବାର ବିଳମ୍ୱିତ ରାତିରେ ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତରଙ୍କ…

VVPAT ଓ EVM ମେସିନ୍‌ର ପୁର୍ନବିଚାର ଆବେଦନ ଖାରଜ

ନୂଆଦିଲ୍ଲୀ : ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି। VVPAT ସ୍ଲିପ୍‌ ସହିତ ଇଭିଏମ୍ ମେସିନ୍ ବ୍ୟବହାର କରି ଦିଆଯାଇଥିବା ଭୋଟ୍‌ର ୧୦୦ ପ୍ରତିଶତ ଯାଞ୍ଚ…

ପ୍ୟାରିସ ଅଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ, ମନୁ-ସରବଜୋତ ରଚିଲେ ଇତିହାସ

ପ୍ୟାରିସ : ପ୍ୟାରିସ ଅଲିମ୍ପିକ୍ସରୁ ଆସିଲା ଖୁସି ଖବର। ଐତିହାସକ ବିଜୟ ହାସଲ କରିଛନ୍ତି ଶୁଟର୍ ମନୁ ଭାକର ଓ ସରବଜୋତ ସିଂହ। ୧୦ ମିଟର ଏୟାର…

ଉତ୍ତରପ୍ରଦେଶ ବିଧାନସଭାରେ ଲଭ୍ ଜିହାଦ୍ ବିଲ ପାସ୍

ଲକ୍ଷ୍ନୌ : ଉତ୍ତରପ୍ରଦେଶ ବିଧାନସଭାରେ ଲଭ୍ ଜିହାଦ ବିଲ (ବେଆଇନ ଧର୍ମ ପରିବର୍ତ୍ତନ ନିଷେଧ (ସଂଶୋଧନ) ବିଲ୍ ୨୦୨୪) ପାସ ହୋଇଯାଇଛି । ଏହି ବିଲକୁ ସୋମବାର…

‘ରେଳ ମନ୍ତ୍ରୀ ହେଉଛନ୍ତି ରିଲ୍ ମିନିଷ୍ଟର’

ନୂଆଦିଲ୍ଲୀ :ବାହାନଗାରୁ ରାଜଖରସୁଆଁ, ଦେଶରେ ବାରମ୍ବାର ଘଟୁଥିବା ରେଳ ଦୁର୍ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। ସରକାର ଟ୍ରେନ ଦୁର୍ଘଟଣାରେ ରେକର୍ଡ କରିବାକୁ ଚାହୁଁଛନ୍ତି…

ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ ଭାରତ: ମୋଦି

ନୂଆଦିଲ୍ଲୀ : ଖୁବଶୀଘ୍ର ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ବଢ଼ିବ ଭାରତର ଅର୍ଥନୈତିକ ଶକ୍ତି। ଏବେ ଭାରତ ବିଶ୍ୱର ୫ମ ସ୍ଥାନରେ ରହିଛି।…