୪ ଗ୍ରାମବାସୀଙ୍କୁ ଅପହରଣ କଲେ ନକ୍ସଲ; ପ୍ରଜାକୋର୍ଟରେ ଜଣକୁ ନିର୍ମମ ଭାବେ ହତ୍ୟା
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ନକ୍ସଲ ଏବେ ରକ୍ତମୁଖା ହୋଇଛନ୍ତି। ଲଗାତାର ସୁକମା ଜିଲ୍ଲାର ଦୁର୍ଗମ ନକ୍ସଲ ପ୍ରବଣ ଗ୍ରାମର ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ପୁଲିସ ଏବଂ ସୁରକ୍ଷାକର୍ମୀ ତରଫରୁ ନକ୍ସଲ କ୍ୟାମ୍ପଗୁଡିକରେ ଚଢାଉ ହେବା ସହ ନକ୍ସଲଙ୍କୁ ଖୋଜିଖୋଜି…