ଆଜି ଅଣସର ଦଶମୀ, ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର
ଆଜି ଅଣସର ଦଶମୀ । ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଆଜି ଶୟନ ଅବସ୍ଥାରୁ ଉଠି ଚକା ଉପରେ ବିଜେ କରିବେ ମହାପ୍ରଭୁ…
ଆଜି ଅଣସର ଦଶମୀ । ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଆଜି ଶୟନ ଅବସ୍ଥାରୁ ଉଠି ଚକା ଉପରେ ବିଜେ କରିବେ ମହାପ୍ରଭୁ…
ସୁବର୍ଣ୍ଣପୁର: ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର। ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଥାନା ପିପିଲିପାଲି ଗାଁର ସୁଦାମ ବାଗ ଗତକାଲି ରାତିରେ ଏଭଳି ଘଟଣା ଘଟିଛି। ଗତକାଲି ରାତିରେ ସ୍ତ୍ରୀ ଘରୁ ବାହାରି ସୌଚାଳୟକୁ ଯିବାବେଳେ ବାରଣ୍ଡାରେ ହଠାତ ପଡ଼ିଯାଇଥିଲେ। ଫଳରେ…
NEET-UG ପରୀକ୍ଷାରେ ତ୍ରୁଟିକୁ ନେଇ ଆଜି ବି ସଂସଦରେ ହୋହଲ୍ଲା କରିଛନ୍ତି ବିରୋଧୀ। ଏହି ପ୍ରସଙ୍ଗ ଉପରେ ସ୍ୱତନ୍ତ୍ର ଗୋଟିଏ ଦିନ ଆଲୋଚନାକୁ ବାଚସ୍ପତି ଅନୁମତି ନ ଦେବାକୁ କକ୍ଷତ୍ୟାଗ କରିଛନ୍ତି ବିରୋଧୀ। ଆଜି ସଂସଦ ଅଧିବେଶନ ଆଲୋଚନା ସମୟରେ ରାହୁଲ…
ଅନୁଗୁଳ: ଅନୁଗୁଳ ମଦନମୋହନ ପଡାରେ ସେକ୍ସ ରାକେଟ ଠାବ କରିଛି ଅନୁଗୁଳ ପୁଲିସ । ଅନୁଗୁଳ ପୁଲିସ ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ମଦନମୋହନ ପଡ଼ା ସ୍ଥିତ ବିକ୍ରମ ଲଜ ପଛ ପଟେ ଥିବା ଗୋଟିଏ ଦୁଇ ମହଲା ଘର…
ବେଜିଂ: ଚୀନ୍ ଓ ଫିଲିପାଇନ୍ସ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ସେପଟେ ଫିଲିପାଇନ୍ସ ଉପକୂଳ ନିକଟରେ ଚୀନ ନିଜର ଦ୍ୱିତୀୟ ବିମାନବାହୀ ଜାହାଜ ‘ଶାନଡୋଙ୍ଗ’କୁ ମୁତୟନ କରିଛି । ଚୀନ୍ ଜାହାଜଟି ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ଦେଖିବାକୁ ମିଳିଛି।…
CBI ଗିରଫଦାରୀ ବିରୋଧରେ ହାଇକୋର୍ଟରେ ପହଞ୍ଚିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ ଆଜି ସିବିଆଇ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଉଚ୍ଚ ନ୍ୟାୟାଳୟରେ ଏକ ଆବେଦନ କରିଛନ୍ତି। ଅବକାରୀ ନୀତି ଦୁର୍ନୀତି ମାମଲାରେ ଜୁନ୍ ୨୬ରେ କେଜ୍ରିୱାଲଙ୍କୁ ସିବିଆଇ ଗିରଫ କରିଥିଲା।…
ବୌଦ୍ଧ : ଜାଲରେ ପଡିଲା ବିରଳ ପ୍ରଜାତିର ମାଛ। ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ମହାନଦୀରୁ ଧରାପଡ଼ିଲା ୪୦ କେଜି ଓଜନର ବୁଦ ମାଛ। ଏହି ମାଛ ସାତକୋଶିଆରୁ ଚାଲିଆସିଥିବା ଅନୁମାନ କରାଯାଉଛି। ଆଜି ସକାଳେ ମହାନଦୀରେ ମାଛ ଧରୁଥିବାବେଳେ ମତ୍ସ୍ୟଜୀବୀଙ୍କ…
ଢେଙ୍କାନାଳ: ସପ୍ତଶଯ୍ୟା ପାହାଡ଼ରେ ୫ ନିଖୋଜ ଛାତ୍ର ଉଦ୍ଧାର। ବିଳମ୍ବିତ ରାତିରେ ଉଦ୍ଧାର କଲେ ବନ ବିଭାଗ କର୍ମଚାରୀ ଓ ପୋଲିସ। ସପ୍ତଶଯ୍ୟା ବୁଲିବାକୁ ଯାଇ ୫ ଛାତ୍ର ଅନ୍ଧାରରେ ଫସି ଯାଇଥିଲେ। ବର୍ଷା ହେବାରୁ ରାସ୍ତା ଭୁଲି ୫ ଛାତ୍ର…
ଆଜିଠୁ ବଦଳିଲା ସିମ୍ କାର୍ଡ ନିୟମ। ଆଉ ସହଜ ହେବନି ସିମ୍ କାର୍ଡ ପରିବର୍ତ୍ତନ। ମୋବାଇଲ ବ୍ୟବହାରକାରୀଙ୍କ ପାଇଁ ଲାଗୁ ହୋଇଛି TRAIର ନୂଆ ନିୟମ। ଟ୍ରାଇର ନିଷ୍ପତ୍ତି ଅନୁସାରେ ଏବେ ଆଉ ସହଜ ହେବନି ସମାନ ନମ୍ବର ଥାଇ ସେବା…
ଭୁବନେଶ୍ୱର : ୩ ଜଣ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ । ଗୃହ ସଚିବ ଅଜୟ କୁମାର ଭାଲ୍ଲାଙ୍କୁ କାର୍ମିକ ଓ ତାଲିମ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି । ସେହିପରି ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ସଚିବ…