Month: July 2024

ପ୍ରଥମ ଦିନରେ ମୋଟ ୨୦ ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆଜି ହୀରାକୁଦ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରିଛି । ମୋଟ ୨୦ ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ । ତେବେ ଆଜି ଗୋଟିଏ…

୪ ବର୍ଷ ପରେ ଆପଣମାନଙ୍କୁ ଆଉ ଭୋଟ ଦେବାକୁ ପଡ଼ିବ ନାହିଁ : ଖୀଷ୍ଟିଆନମାନଙ୍କୁ କହିଲେ ଟ୍ରମ୍ପ

ଫ୍ଲୋରିଡା : ଆମେରିକାର ରିପବ୍ଲିକାନ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଖ୍ରୀଷ୍ଟିଆନମାନଙ୍କୁ କହିଛନ୍ତି ଯେ ଯଦି ସେମାନେ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ଭୋଟ୍ ଦିଅନ୍ତି,…

ବୈତରଣୀ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ

ଯାଜପୁର/ଭଣ୍ଡାରିପୋଖରୀ : ବୋଲବମ୍ ଯାତ୍ରା ପାଇଁ ପାଣି ଉଠାଇବା ବେଳେ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ। ବୈତରଣୀ ନଦୀର ବଲ୍ଲଭିଘାଟରେ ଘଟିଛି ଏଭଳି ଅଘଟଣ। ଆରଡ଼ିସ୍ଥିତ ଆଖଣ୍ଡଳମଣିକୁ…

‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ସମ୍ବଲପୁରୀ ଶାଢୀ, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ୧୧୨ତମ  ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ସାରା ଦେଶ ବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ମୋଦି । ଏବେ ଅଲିମ୍ପିକ ଚାଲିଥିବାରୁ ଏହାକୁ ନେଇ ପ୍ରଧାନମନ୍ତ୍ରୀ…

ତାମିଲନାଡୁ AIADMK କର୍ମୀଙ୍କୁ ହତ୍ୟା

ତାମିଲନାଡୁ AIADMK ପାର୍ଟିର ଜଣେ କର୍ମୀଙ୍କୁ ହତ୍ୟା। ପୁଡୁଚେରୀ ସୀମା କୁଦ୍ଦାଲୋର ଅଞ୍ଚଳରେ ତାଙ୍କୁ ହତ୍ୟା କରା ଯାଇଥିବା ସୂଚନା ମିଳିଛି। ଖବର ମୁତାବକ, ମୃତ AIADMK କର୍ମୀ ହେଉଛନ୍ତି…

ଓଡିଶା ଭିତରକୁ ପ୍ରବେଶ କରିଛି ଆଳୁ ଟ୍ରକ, ସ୍ଥିତି ସ୍ବାଭାବିକ ହେବାକୁ ଦିନେ ଦୁଇ ଦିନ ଲାଗିପାରେ

ଭୁବନେଶ୍ୱର: ଦୂର ହେଉଛି ଆଳୁ ସଙ୍କଟ ।  ଗତକାଲି କିଛି ଆଳୁ ଟ୍ରକ ଓଡିଶା ଭିତରକୁ ପ୍ରବେଶ କରିଥିଲା ।  ଏବେ ପଶ୍ଚିମବଙ୍ଗରୁ ଟ୍ରକ ଟ୍ରକ ଆଳୁ ଆସି…

ଝଞ୍ଜାବତୀ ନଦୀରେ ମା’ ଝିଅ ଭାସିଯିବା ଘଟଣା, ମିଳିଲା ନିଖୋଜ ମା’ର ମୃତଦେହ

କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ଝଞ୍ଜାବତୀ ନଦୀରେ ଗର୍ଭବତୀ ମା’ ଓ ଝିଅ ଭାସିଯିବା ଘଟଣା । ମିଳିଲା ନିଖୋଜ ମା’ର ମୃତଦେହ । ହେଲେ…

ଦିଲ୍ଲୀରେ ୩ IAS ଆଶାୟୀଙ୍କ ମୃତ୍ୟୁ ଘଟଣା; କୋଚିଂ ସେଣ୍ଟର ମାଲିକ ଓ ସଂଯୋଜକ ଗିରଫ

ଦିଲ୍ଲୀ IAS କୋଚିଂ ସେଣ୍ଟର ୩ ଜଣ ଆଶାୟୀଙ୍କ ମୃତ୍ୟୁକୁ ନେଇ ମାଲିକ ଓ ସଂଯୋଜକଙ୍କୁ ଗିରଫ କରିଛି ପୁଲିସ। ଆଜି ଦିଲ୍ଲୀ ପୁଲିସ କୋଚିଂ ସେଣ୍ଟର ମାଲିକ…

ସରିଲା ଛତିଶଗଡ଼ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର : ଛତିଶଗଡ଼ରେ ନୂଆ ରାଜ୍ୟପାଳଙ୍କ ନିଯୁକ୍ତି ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଫଳରେ ଓଡ଼ିଶାର ବିଶ୍ୱ ଭୂଷଣ ହରିଚନ୍ଦନଙ୍କ କାର୍ଯ୍ୟକାଳ ଶେଷ ହୋଇଛି ।…

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ସମ୍ବଲପୁର: ରେଢାଖୋଲରେ ଚାଞ୍ଚଲ୍ୟ । ବିଳମ୍ୱିତ ରାତିରେ ଘରେ ଶୋଇଥିବା ଦମ୍ପତ୍ତିଙ୍କୁ ବିଭତ୍ସ ହତ୍ୟା । ରେଢ଼ାଖୋଲ ଥାନା ଅନ୍ତର୍ଗତ ଘରେ ପାଣ୍ଡିରିଶିଳା ଗାଁରେ ଦମ୍ପତିଙ୍କୁ ଭୁଜାଲିରେ…