Month: August 2024

ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ପ୍ରସ୍ତାବ ଦେଲେ ସାଂସଦ ବୈଜୟନ୍ତ

ଭୁବନେଶ୍ବର : କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡା ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି। ଗତକାଲି ଶ୍ରୀ ପଣ୍ଡା ଏହି ପ୍ରସ୍ତାବ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ…

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ମହିଳାମାନଙ୍କ ଉପରେ ହେଉଥିବା ହିଂସା ଉପରେ ଭାରତର ମହାମହିମ…

କୋଟିପତି କନିଷ୍ଠ କିରାଣିଙ୍କୁ ବାନ୍ଧିଲା ଭିଜିଲାନ୍ସ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ଦାସଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ବିଡିଓ ଆୟଠାରୁ ଅଧିକ…

ବି-ଟେକ୍ ଗଞ୍ଜେଇ ମାଫିଆ; ବାହାରୁ ସୁନ୍ଦର ତରୁଣୀ ଆଣି ରିଲ୍ସ କରୁଥିଲେ

ଭୁବନେଶ୍ବର :ଅଏସ କରୁଥିଲେ B-Tech ଗଞ୍ଜେଇ ମାଫିଆ। ଗଞ୍ଜେଇ ବେପାରରୁ ରୋଜଗାର କରୁଥିବା ଟଙ୍କାରେ ମୌଜ ମଜଲିସ୍‌ କରୁଥିଲେ। ରାଜ୍ୟ ବାହାରୁ ସୁନ୍ଦର ସୁନ୍ଦର ତରୁଣୀ ଆଣି ସେମାନଙ୍କ ସହିତ ରିଲ୍ସ କରୁଥିଲେ। ସୋଶାଲ୍‌ ମିଡ଼ିଆରେ ଧମାଲ୍‌ କରୁଥିଲେ। ଆଜି ସେହି…

ଗୁପ୍ତ ରତ୍ନଭଣ୍ଡାର ଥାଇପାରେ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର : ଗୁପ୍ତ ରତ୍ନଭଣ୍ଡାର ଥାଇପାରେ। ସେଥିପାଇଁ ଜିପିଆର ସର୍ଭେ କରାଯିବ। ଓଡ଼ିଶା ରିପୋର୍ଟରକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ଏହି କଥା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ ସାରିଦେଲାଣି। ବର୍ତ୍ତମାନ…

ସ୍ୱାୟତ୍ତ ଶାସନ ଦିବସ ଅବସରରେ ୪ଟି ପ୍ରକଳ୍ପ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସ୍ୱାୟତ୍ତ ଶାସନ ଦିବସ ଅବସରରେ କଟକ ସହରରେ ୫୦ କୋଟି ଟଙ୍କା ବ୍ୟୟରେ ୪ଟି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ପ୍ରତିବର୍ଷ ସ୍ୱାୟତ୍ତ ଶାସନ ଦିବସରେ କଟକ ମହାନଗର ନିଗମ ଅନେକ ପ୍ରକଳ୍ପ…

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା, ଗୁଣାତ୍ମକ ଶିକ୍ଷାଦାନ ଉଦ୍ଦେଶ୍ୟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଉପସ୍ଥିତିରେ ଓଡିଶାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ – ପିଏମ ଉଷା କାର୍ଯ୍ୟକାରୀ କରିବା ନିମନ୍ତେ ଆଜି ଭାରତ…

ରାଜଧାନୀକୁ ବାର୍ଡ ଫ୍ଲୁ ଭୟ; ଚିକେନ ନ ଖାଇବାକୁ ପରାମର୍ଶ ଦେଲେ ମେୟର

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠରେ ବାର୍ଡ ଫ୍ଲୁ ବ୍ୟାପିଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି। ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରାଯାଇଛି। ଏଥିସହ କୁକୁଡ଼ାଙ୍କ ଅସ୍ୱାଭାବିକ ମୃତ୍ୟୁ ହେଲେ ଏଣେ ତେଣେ ନ ଫିଙ୍ଗି…

ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ପୁରୀ : ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ବାଲିହରଚଣ୍ଡି କଠୁଆରେଡି ରାସ୍ତା ନିକଟରେ ଥିବା ବିଲରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଦ୍ୱୟଙ୍କ ଘର ପୁରୀ ଖଡିପଦା…

ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର : ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଗତକାଲି ରାତିରେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେହି ହତ୍ୟା କରି ଏଠି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। କିଛି ଯାତ୍ରୀ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ…