Month: August 2024

ବିଧାୟକଙ୍କ ଜୀବନ ପ୍ରତି ବିପଦ, ମାଗିଲେ ସୁରକ୍ଷା

ଯାଜପୁର : ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ଲୋଡ଼ିଛନ୍ତି ଯାଜପୁର ଜିଲ୍ଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁ। ଯାଜପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସେ ମାଗିଛନ୍ତି ସୁରକ୍ଷା। ହିମାଂଶୁ ସାହୁଙ୍କ ଧର୍ମଶାଳା କୁମାରି ସ୍ଥିତ କାର୍ଯ୍ୟାଳୟରେ ଗୁଳିମାଡ଼ ଅଭିଯୋଗ…

ଲଘୁଚାପ କ୍ଷେତ୍ର ସୃଷ୍ଟି: ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ହୋଇପାରେ ଭୀଷଣ ବର୍ଷା

ଭୁବନେଶ୍ବର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ: ଜାଣନ୍ତୁ, କିଏ କେଉଁ ବର୍ଗରେ ପାଇଲେ

ଭୁବନେଶ୍ବର : ଜାତୀୟ କ୍ରୀଡ଼ା ଦିବସ ଅବସରରେ ଆଜି ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୨୩ ଏବଂ ବିଜୁ ପଟ୍ଟନାୟକ ସାହାସିକତା ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି। ରାଜ୍ୟ କନଭେନସନ ହଲରେ ମୁଖ୍ୟମନ୍ତ୍ରୀ ମୋହନ…

ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖ…

ନନ୍ଦନକାନନରେ ୫ ନୂଆ ସଦସ୍ୟ

ଭୁବନେଶ୍ବର : ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୃଦ୍ଧି ପାଇଲା ସିଂହ/ସିଂହୀଙ୍କ ସଂଖ୍ୟା। କାରଣ ଆଜି ୫ ଶାବକଙ୍କୁ ଜନ୍ମ ଦେଇଛି ସିଂହୀ ବିଜ୍‌ଲୀ। ସିଂହ ସମ୍ରାଟ ଓ ସିଂହୀ ବିଜ୍‌ଲୀଙ୍କ ମିଳନରୁ ଏହି ୫ ଶାବକ ଜନ୍ମ ହୋଇଛନ୍ତି। ବିଜ୍‌ଲୀ…

ମଣିଷକୁ ବ୍ୟାପିନି ବାର୍ଡ ଫ୍ଲୁ, କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ବର : ମଣିଷକୁ ସଂକ୍ରମଣ ହୋଇନି ବାର୍ଡ ଫ୍ଲୁ। ପୁରୀ ଜିଲ୍ଲାରୁ ସଂଗୃହୀତ ଅସୁସ୍ଥ ବ୍ୟକ୍ତିଙ୍କ ନମୁନା ନେଗେଟିଭ୍ ଆସିଛି। ବାର୍ଡ ଫ୍ଲୁକୁ ନେଇ ଜାରି ରହିଥିବା ଆତଙ୍କ ଭିତରେ ଆଜି ଏଭଳି ସୂଚନା ଦେଇ ଆଶ୍ୱସ୍ତି ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ…

କରୋନାକୁ ବଳିଯାଉଛି କିଡନୀ ଆତଙ୍କ: ତିନି ବର୍ଷରେ ୧୫ ମୃତ, ୫୦ ରୁ ଉର୍ଦ୍ଧ୍ବ ଆକ୍ରାନ୍ତ

ବରଗଡ଼ : ସୁସ୍ଥ ଓ ସୁନ୍ଦର ସମାଜ ଗଠନ କରିବା ପାଇଁ ସରକାର ଯୋଜନା ଉପରେ ଯୋଜନା କରି ଚାଲିଛନ୍ତି ହେଲେ ପ୍ରକୃତପକ୍ଷେ ତୃଣମୂଳ ସ୍ତରରେ ତାହା କେତେ କାର୍ଯ୍ୟକ୍ଷମ ହେଉଛି କି ନାହିଁ ତାହାର ହିସାବ ପ୍ରାୟ କାହାରି ପାଖରେ…

ଭାରତକୁ ମିଳିଲା ଦ୍ୱିତୀୟ ପରମାଣୁ ବୁଡ଼ାଜାହାଜ ଆଇଏନଏସ ଅରିଘାତ

ନୂଆଦିଲ୍ଲୀ : ଭାରତ ଆଜି ବିଶାଖାପାଟଣାରେ ନିଜର ଦ୍ୱିତୀୟ ପରମାଣୁ ବୁଡ଼ାଜାହାଜ ଆଇଏନଏସ ଅରିଘାତକୁ ନୌସେନାରେ ସାମିଲ କରିଛି। ଅରିହନ୍ତ ଶ୍ରେଣୀର ଏହି ବୁଡ଼ାଜାହାଜ ଭାରତର ଆଣବିକ ଶକ୍ତିକୁ ସୁଦୃଢ଼ କରିବା ସହ ପରମାଣୁ ପ୍ରତିରୋଧ ଶକ୍ତି ବୃଦ୍ଧି କରିବ। ଆଇଏନଏସ…

ବେଙ୍ଗଲ ଜଳିଲେ ଓଡ଼ିଶା-ଝାଡ଼ଖଣ୍ଡ ଜଳିବ ବୋଲି କହିଲେ ଦିଦି, ନିନ୍ଦା କଲେ ସୋରେନ୍

କୋଲକାତା: କୋଲକାତାର ଆରଜି କର ହସ୍ପିଟାଲରେ କାମ କରୁଥିବା ୩୧ବର୍ଷୀୟା ଡାକ୍ତରଙ୍କୁ ଦୁଷ୍କର୍ମ କରାଯିବା ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ନ୍ୟାୟ ଦାବି କରି ଆରମ୍ଭ ହୋଇଥିବା ବିକ୍ଷୋଭ ଏବେ ବଢ଼ୁଥିବା ଦେଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥରହର…

ହିମାଚଳ ସରକାରଙ୍କ ନିଷ୍ପତ୍ତି; ମନ୍ତ୍ରୀ, ବିଧାୟକ ଓ ସଚିବଙ୍କୁ 2 ମାସ ବିଳମ୍ବରେ ମିଳିବ ଦରମା

ସିମଳା : ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ ମୁଖ୍ୟ ସଂସଦୀୟ ସଚିବଙ୍କ ଦରମା ଏବଂ ଭତ୍ତା ଦୁଇ ମାସ ବିଳମ୍ବରେ ମିଳିବ। ରାଜ୍ୟରେ ଚାଲିଥିବା ଆର୍ଥିକ ଶଙ୍କଟ ମଧ୍ୟରେ ଉଚ୍ଚ ପଦାଧିକାରୀମାନେ ଏପରି ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ସୁଖବିନ୍ଦର…